ପୂରଣ ହେବ ତ ଓଡ଼ିଶା ୧ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବାର ସ୍ୱପ୍ନ । ମୁଖ୍ୟମନ୍ତ୍ରୀଙ୍କ ୨୦୨୨ର ଏହି ଘୋଷଣା ହାସ୍ୟାସ୍ପଦ ବୋଲି କହିଲା ବିଜେପି ।
ସରକାରୀ ଭିତ୍ତିଭୂମି ପ୍ରକଳ୍ପ ଏବଂ ବହୁରାଷ୍ଟ୍ରୀୟ ପୁଞ୍ଜି ବିନିଯୋଗ ଦ୍ୱାରା ଭାରତ ୨୦୨୩ ରେ ଦୃଢ଼ ପୁଞ୍ଜି ବିନିଯୋଗ ପ୍ରଦର୍ଶନ କରିଥିଲା।
ଅକ୍ସଫାମ୍ ଇଣ୍ଡିଆର ତଥ୍ୟକୁ ନେଇ ବିଶେଷଜ୍ଞ ଚକିତ । ଧନୀଙ୍କ ଉପରେ ୱେଲ୍ଥ ଟ୍ୟାକ୍ସ ଲଗାଇବାକୁ ପ୍ରସ୍ତାବ ।
ବଜାରରେ ଉପଲବ୍ଧ ବିଭିନ୍ନ ଅବସର ଯୋଜନାକୁ ନେଇ ଆପଣ ଦ୍ୱନ୍ଦ୍ୱରେ ଅଛନ୍ତି କି? PPF, EPF, GPFର ମାନେ କ’ଣ, ଏଥିରେ କ’ଣ ରହିଛି ସୁବିଧା ଏସବୁ ବିଷୟରେ ଅଜଣା ଅଛନ୍ତି କି? ତେବେ ଆସନ୍ତୁ ଜାଣିବା।
କରୋନା ମହାମାରୀ ପରେ ଦରଦାମରେ ହୋଇଥିବା ଅହେତୁକ ଦର ବୃଦ୍ଧିକୁ ରୋକିବାରେ ବିଫଳ ହୋଇଥିବା ବ୍ରିଟେନ୍ ଷଷ୍ଠ ସ୍ଥାନକୁ ଖସିଆସିଛି ।
ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ କାରବାର ବନ୍ଦ। ବେପାର ବଣିଜ ମାନ୍ଦା। ଦେଶ ଅର୍ଥନୀତିରେ ଏକପ୍ରକାର ମାନ୍ଦାବସ୍ତା ଆସି ଯାଇଛି। ଭାରତୀୟ ଅର୍ଥନୀତି ପାଇଁ ଖୁସି ଖବର ରହିଛି । ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ୫ ଜୁନ୍ ସୁଦ୍ଧା ପାଞ୍ଚ ଶହ ବିଲିଅନ ବା ଅଧ ଟ୍ରିଲିଅନ ଡଲାର ପାର୍ କରିଛି । ଜୁନ୍ ୫ରେ ସମାପ୍ତ ହୋଇଥିବା ଗୋଟିଏ ସପ୍ତାହ ମଧ୍ୟରେ ୮.୨୨ ବିଲିୟନ ଡଲାରର ବୃଦ୍ଧି ଘଟିଛି। ଏଥିସହ ଦେଶର ବିଦେଶୀ ମୁଦ୍ରାଭଣ୍ଡାର […]