ପୁଣି ଜେରାର ସମ୍ମୁଖୀନ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗତକାଲି଼ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ୯ ଘଣ୍ଟା ଧରି ବିଭିନ୍ନ ପ୍ରକାର ପ୍ରଶ୍ନ କରିଛି।
ଦୀର୍ଘ ୯ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। EDରୁ ଫେରିବା ପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି ।