କୋର୍ଟ ହାଜିରା ବେଳେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାର ବିଷୋଦ୍ଗାର । କୁଆଡ଼େ ଗଲେ ସୋ କଲ୍ଡ଼ ଭିକ୍ଟିମ୍ ବୋଲି ପଚାରିଥିଲା ଅର୍ଚ୍ଚନା ।
୧୫ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ED । ହେଲେ ୭ ଦିନ ପାଇଁ ମିଳିଲା ଅନୁମତି ।
ପଚରାଉଚରା ବେଳେ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କ ସହ ଲିଙ୍କ୍ର ଗୁମର ଖୋଲିବାକୁ ଇଡି ପ୍ରୟାସ କରିବ ।
ଶ୍ରଦ୍ଧାଞ୍ଜଳି, ଡ୍ରାଇଭର ଚନ୍ଦନ ଓ ଖଗେଶ୍ୱରର ବୟାନ ଆଧାରରେ ତାଲିକା ପ୍ରସ୍ତୁତ
ଦ୍ୱିତୀୟ ଦିନ ପାଇଁ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କଲା ED । ଡ୍ରାଇଭର ଚନ୍ଦନ ମୁହଁରୁ ED ଆଦାୟ କଲା ଅର୍ଚ୍ଚନାର ହିଷ୍ଟ୍ରି ।
ଆଜି ଇଡିରେ ହାଜର ହୋଇଛନ୍ତି ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ।
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଲିଙ୍କ୍ରେ ED ଜାଲରେ ଆଉ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ । ହନିଟ୍ରାପ୍ କୁଇନଙ୍କ ଆକାଉଣ୍ଟକୁ ଲକ୍ଷ ଲକ୍ଷ ଟଙ୍କା ଟ୍ରାଂଜାକ୍ସନ ଅଭିଯୋଗରେ ହରଡ଼ ଘଣାରେ ବିଜେଡି ବିଧାୟକଙ୍କ ଭାଇ ।
ବିଜେଡି ବିଧାୟକ ସୁଧୀର ସାମଲଙ୍କ ବ୍ୟବସାୟୀ ଭାଇ ଗଙ୍ଗାଧର ସାମଲଙ୍କୁ ଜେରା । ୩୦ ଲକ୍ଷ ଟ୍ରାଞ୍ଜାକ୍ସନ୍ ସତ ଜାଣିବାକୁ ଘାଣ୍ଟୁଛି ଇଡି ।
ହନିଟ୍ରାପ୍ର ଗୁପ୍ତ ସୁଡ଼ଙ୍ଗରେ ଆଉ ଜଣେ ବ୍ୟବସାୟୀ ।
ଚାଷୀ ବହୁଳ ପଦ୍ମପୁରରେ ଉପନିର୍ବାଚନ ଥିବାରୁ ବୀମା, ଇନ୍ପୁଟ୍ ସବସିଡିକୁ ବି ମୁଖ୍ୟ ଅସ୍ତ୍ର କରିବ ବିଜେପି । କଂଗ୍ରେସ, ଚାଷୀ ଓ ନାଗଫାସ ସମେତ ଆଇନ୍ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ପ୍ରସଙ୍ଗ ବି ଗୃହରେ ଉଠାଇବ ।
କଳାଧନ ଅର୍ଜନର କଳଙ୍କିତ ଅଧ୍ୟାୟର ଫିଟାଉଛି ଗୁମର । ଅର୍ଚ୍ଚନା ସିଣ୍ଡିକେଟ୍ର ସୂତ୍ରଧର ଶ୍ରଦ୍ଧାଞ୍ଜଳିଙ୍କୁ ଇଡିର ଜେରା ।
ଅର୍ଚ୍ଚନାଙ୍କୁ ଆଣି ଶ୍ରଦ୍ଧାଞ୍ଜଳି, ଅକ୍ଷୟ ପରିଜାଙ୍କ ସହ ମିଳିତ ଜେରା ପାଇଁ ଯୋଜନା କରୁଛି ଇଡି ।
ବ୍ୟବସାୟୀ ଅମିୟକାନ୍ତଙ୍କୁ ୧୦ ଲକ୍ଷର ତଥ୍ୟ ମାଗିଲା ଇଡି । ପ୍ରହ୍ୟୁସର ଅକ୍ଷୟ ପରିଜା ବି ହାଜର । ତେଣେ ଇଡ଼ିକୁ ଓଡ଼ିଶା ପୋଲିସର ଅସହଯୋଗକୁ ନେଇ ଉଠିଲା ପ୍ରଶ୍ନ ।
ବ୍ଲାକମେଲିଂ, ହନିଟ୍ରାପ୍ ଓ ଅର୍ଥ କାରବାର ମାମଲାରେ ଇଡିରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।
କାରକୁ ଜାଣିଶୁଣି କେହି ଲୁଚାଇବାରେ ସହଯୋଗ କରୁଥିଲେ ତାଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ପାଇଁ କୋର୍ଟଙ୍କ ଜରିଆରେ ପ୍ରକ୍ରିୟା ଆରମ୍ଭ କରିଛି ଇଡି ।
ମରିବାର ଯଦି ଅଛି ମରିବି କିନ୍ତୁ ଡରିବି ନାହିଁ ବୋଲି କହିଛନ୍ତି ପ୍ରଦୀପ ପାଣିଗ୍ରାହୀ ।
ହନିଟ୍ରାପ୍ କୁଇନର କ୍ୟାପିଟାଲ୍ ଲିଙ୍କ୍ ଏବଂ ବ୍ଲାକମେଲିଂ କରି ବ୍ଲାକମନି ଅର୍ଜନ ପ୍ରସଙ୍ଗରେ ବିଜନେସ୍ ପାର୍ଟନର ଖଗେଶ୍ୱର ପାତ୍ରକୁ ସରୁନି ଜେରା।
ଇଡିକୁ ଏଫ୍ଆଇଆର କପି ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନେଇ ବାଟ ଫିଟିଛି ।
ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟକୁ ନେତା, ମନ୍ତ୍ରୀ ଏବଂ ବଡବଡିଆଙ୍କଠାରୁ ଆସିଛି କି ଟଙ୍କା ? ତେଣୁ କିଏ କାହିଁକି ଟଙ୍କା ଦେଇଛି, ସେନେଇ ତଦନ୍ତ କରିପାରେ ଇଡି ।
ପୂର୍ବତନ IFS ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ ତାଙ୍କୁ ଇଡିରେ ହାଜର ହେବାକୁ ନୋଟିସ ଦିଆଯାଇଥିଲା ।
ସଞ୍ଜୟଙ୍କୁ ମୁମ୍ବାଇ PMLA କୋର୍ଟ ଅଗଷ୍ଟ ୪ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇଛନ୍ତି ଇଡି ....
ବହୁଚର୍ଚ୍ଚିତ ପାତ୍ରା ଚଲ୍ ଦୁର୍ନୀତି ଓ ଅର୍ଥ ହେରଫେର ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଅଟକ ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ମହାରାଷ୍ଟ୍ରରେ ପାତ୍ରା ଚଲ୍ ସ୍କାମ୍ରେ ଶିବସେନା ସାଂସଦ ସଞ୍ଜୟ ରାଉତ ଅଟକ । ପଶ୍ଚିମବଙ୍ଗ ଓ ଓଡ଼ିଶାରେ ବି ଘାଣ୍ଟୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବିରୋଧୀ ଶିବିରରେ ଛନକା, ଆଣିଲେ ଆକ୍ରୋଶ ଅଭିଯୋଗ ।
କ୍ଷମତା ଲୋଭୀ ହୋଇ ଏପରି କରାଯାଉଛି । ଇଡିକୁ ବ୍ୟବହାର କରି ଆକ୍ରୋଶମୂଳକ ରାଜନୀତି ହେଉଛି କହିଲା କଂଗ୍ରେସ ।
ବେଙ୍ଗଲ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପୁଣି ୧୫ କୋଟି ଟଙ୍କା ଜବତ ହୋଇଛି। ଆଜି ଇଡିର ଅଧିକାରୀମାନେ ବେଲଘରିଆ ଟାଉନ କ୍ଲବରେ ଥିବା ଅର୍ପିତାଙ୍କ ଘରେ ରେଡ୍ କରି ଏତେ ପରିମାଣର ନଗଦ ଟଙ୍କା ଜବତ କରିଛନ୍ତି। ଏଥିସହ ତାଙ୍କ ଘରୁ ୩ କେଜି ଓଜନର ସୁନା ଅଳଙ୍କାର ମିଳିଛି।