• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ed

Rahul Gandhi
କାଲି ବି ଜାରି ରହିବ ରାହୁଲଙ୍କୁ ଇଡ଼ିର ମାରାଥନ୍‌ ଜେରା

ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଇଡିର ଦୁଇ ଦଫା ମାରାଥନ୍ ଜେରା । ପ୍ରଥମ ଦଫାରେ ଦିନ ପ୍ରାୟ ସାଢ଼େ ୧୧ଟାରୁ ସାଢ଼େ ୨ଟା ପର୍ଯ୍ୟନ୍ତ ୩ ଘଣ୍ଟା ଜେରା ପରେ ପୁଣି ଅପରାହ୍ନରୁ ମଧ୍ୟ ଦୀର୍ଘ ସମୟ ଧରି ରାହୁଲଙ୍କୁ ଜେରା ହୋଇଛି ।

Rahul Gandhi
ଇଡି ପ୍ରଶ୍ନବାଣରେ ଘାଇଲା ରାହୁଲ ! ୟଙ୍ଗ ଇଣ୍ଡିଆନ୍‌ରେ କ'ଣ ଥିଲା ଭୂମିକା ?

ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଇଡି ପକ୍ଷରୁ ସମନ ନେଇ ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି କଂଗ୍ରେସ।

Rahul Gandhi Reaches Enforcement Directorate
ରାହୁଲଙ୍କ ଉପରେ ୩ ଅଫିସରଙ୍କ ପ୍ରଶ୍ନବାଣ

ନ୍ୟାସନାଲ ହେରାଲ୍ଡ ମାମଲା(National Herald Case)ରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। କଂଗ୍ରେସର ମୁଖ୍ୟ କାର୍ଯ୍ୟାଳୟରୁ ଚାଲି ଚାଲି ଦଳୀୟ ନେତାଙ୍କ ସହ ରାହୁଲ ଇଡି କାର୍ଯ୍ୟାଳୟରେ ଅଭିମୁଖେ ବାହାରିଥିଲେ। ହେଲେ ବାଟରେ କଂଗ୍ରେସ ନେତା ଓ କାର୍ଯ୍ୟକର୍ତ୍ତାଙ୍କୁ ପୋଲିସ୍‌ ଅଟକାଇ ଥିଲା।

rahul gandhi
ନ୍ୟାସନାଲ ହେରାଲ୍ଡ ମାମଲାରେ ଆଜି EDରେ ହାଜର ହେବେ ରାହୁଲ

ଆଜି ଇଡି ସମ୍ମୁଖରେ ହାଜର ହେବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରୁଛି କଂଗ୍ରେସ ।

Ex-MLA Pravat Tripathy appears before ED
୯ ଘଣ୍ଟା ଜେରା ପରେ ପ୍ରଭାତଙ୍କୁ ଛାଡ଼ିଲା ED

ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ୯ ଘଣ୍ଟାର ଜେରା ପରେ ଛାଡ଼ିଲା ED। ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଲିଙ୍କ୍‌ରେ ତାଙ୍କୁ ହାଜର ପାଇଁ ED ପକ୍ଷରୁ ନୋଟିସ୍ ହୋଇଥିଲା।

rahul and sonia
National Herald case : ସୋନିଆ ଓ ରାହୁଲଙ୍କୁ ନୋଟିସ ପଠାଇଲା ଇଡି

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ ପଠାଇଛି।

Jitu Pattnaik
ED ରେଡ୍‌ ନେଇ ମୁହଁ ଖୋଲିଲେ ଖଣି ମାଲିକ ଜିତୁ ପଟ୍ଟନାୟକ

ଯାଞ୍ଚ ବେଳେ ଘରୁ ୫୫ ଲକ୍ଷ ଓ ଅଫିସ୍‌ରୁ ୧୪.୫ ଲକ୍ଷ ଟଙ୍କା ମିଳିଥିଲା । ଏତେ ପରିମାଣର ନଗଦ ଟଙ୍କା କେଉଁଠୁ ଆସିଲା ବୋଲି ପଚାରିଲେ ।

Abhisek banerjee
କୋଇଲା ସ୍କାମ ମାମଲାରେ ଇଡିର ସମନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତାଙ୍କ ପୁତୁରା

ଆବେଦନଟି ମାର୍ଚ୍ଚ ୧୧ରେ ଦିଲ୍ଲୀ ହାଇକୋର୍ଟରେ ଖାରଜ ହୋଇ ଯାଇଥିଲା । ଏହା ପରେ ଇଡି ପକ୍ଷରୁ ଅଭିଷେକ ଏବଂ ତାଙ୍କ ପତ୍ନୀଙ୍କୁ ଏକ ଫ୍ରେସ୍ ସମନ କରାଯାଇଥିଲା । ଉଭୟଙ୍କୁ ପୁଣି ଦିଲ୍ଲୀରେ ହାଜର ହେବା ପାଇଁ ନୋଟିସ ହୋଇଛି ।

Nawab Malik Arrest
ୱାଙ୍ଖଡେକୁ ଟାର୍ଗେଟ କରୁଥିଲେ, ଏବେ ନିଜେ ଫସିଲେ

ଅଣ୍ଡରୱାଲ୍ଡଙ୍କ ସହ ବେଆଇନ୍‌ ଜମି କିଣାବିକା ମାମଲାରେ ନୱାବଙ୍କ ସମ୍ପୃକ୍ତିଥିବା ପ୍ରମାଣ ପାଇବା ପରେ ଇଡି ଆଜି ତାଙ୍କୁ ଆଜି ଗିରଫ କରିଛି।

ED grills pradeep Panigrahi's daughter
ଇଡିର ପଚରାଉଚରା ପରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେନି ପ୍ରଦୀପଙ୍କ ଝିଅ

ହୋଟେଲ ଥିବା ସମୟରେ ଲକ୍ଷାଧିକ ଟଙ୍କାର ଯେଉଁ କାରବାର ହୋଇଥିଲା, ଶ୍ରୁତିଙ୍କ ଭୂମିକା କଣ ରହିଛି, ତାହା ଜାଣିବାକୁ ଚାହିଁଛି ଇଡି।

Centre brings ordinance to extend the tenure of CBI, ED chiefs up to 5 years
୨ ବର୍ଷ ଅବଧତ୍କୁ ୫ ବର୍ଷ ଯାଏଁ ବୃଦ୍ଧି କରିବାକୁ ଅଧ୍ୟାଦେଶ ଆଣିଲେ

ବଢିଲା ED ଓ CBI ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି ନେଇ ଆଜି ଅଧ୍ୟାଦେଶ ଆଣିଛନ୍ତି କେନ୍ଦ୍ର ସରକାର । ଅଧ୍ୟାଦେଶରେ ଉଭୟଙ୍କ କାର୍ଯ୍ୟକାଳ ୫ ବର୍ଷ ଯାଏଁ ବୃଦ୍ଧି କରାଯାଇଛି ।

AKASH PATHAK
ଆଜି ଜେରା ହେବେ ଆକାଶ ପାଠକ

ଆକାଶ ପାଠକଙ୍କୁ ଜେଲରେ ଜେରା କରିବ ଇଡି। ଚାକିରି କରାଇବା ନାଁରେ ଠକେଇ ନେଇ ହୋଇଥିଲା ଅଭିଯୋଗ। ଆକାଶ ପାଠକଙ୍କୁ ଆଜି ହେବ ଜେରା।

AKASH PATHAK
ଆକାଶ ପାଠକଙ୍କୁ ଜେଲରେ ଜେରା କରିବ ଇଡି

ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗ ମାମଲାରେ ଆକାଶ ପାଠକଙ୍କୁ ଆଜି ଜେଲରେ ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

Anil Deshmukh Arrested
ଗିରଫ ହେଲେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖ

ଆର୍ଥିକ ହେରଫେର ମାମଲାରେ ଅନୀଲ ଦେଶମୁଖଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଗିରଫ କରିଛି। ଗତକାଲି ଦୀର୍ଘ ୧୨ ଘଣ୍ଟା ଧରି EDର ଅଧିକାରୀ ତାଙ୍କୁ ଜେରା କରିଥିଲେ। ଏହାପରେ ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଥିବା ଦର୍ଶାଯାଇଛି।  

jacqueline-fernande
ସମନ୍ ସତ୍ତ୍ୱେ ହାଜର ହେଲେନି ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍

ସମନ୍ ସତ୍ତ୍ୱେ ହାଜର ହେଲେନି ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍ । ମନି ଲଣ୍ଡରିଂ ମାମଲାରେ ଆଜି ଇଡି(ED)ରେ ହାଜର ହେବା ନେଇ ସମନ୍ ହୋଇଥିଲା । ତେବେ ସେ ଇଡି ନିକଟରେ ହାଜର ହୋଇନାହାଁନ୍ତି । ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହାଜର ହୋଇନଥିବା ତାଙ୍କ ଆଇନଜୀବୀ ଇଡି ସମ୍ମୁଖରେ ଦର୍ଶାଇଛନ୍ତି । ପୂର୍ବରୁ ଦୁଇ ଥର ଇଡିରେ ହାଜର ହୋଇଥିଲେ ଜ୍ୟାକଲିନ୍ ।

Money-Laundering case: Jacqueline Fernandez Skips Summons By ED For The 2nd Time
ସମନ୍ ସତ୍ତ୍ୱେ କୋର୍ଟରେ ହାଜର ହେଲେନି ଜ୍ୟାକଲିନ୍

ସମନ୍ ସତ୍ତ୍ୱେ ହାଜର ହେଲେନି ଜ୍ୟାକଲିନ୍ ଫର୍ଣ୍ଣାଣ୍ତିଜ । ମନି ଲଣ୍ତରିଂ ମାମଲାରେ ଆଜି ତାଙ୍କର ED ରେ ଶୁଣାଣି ଥିଲା । ୨୦୦ କୋଟି ଟଙ୍କା ହେରଫେର ମାମଲାରେ ତାଙ୍କ ନାମରେ ଅଭିଯୋଗ ରହିଥିଲା । ଗତକାଲି ଏହି ମାମଲାରେ ନୋରା ଫତେଙ୍କୁ ମଧ୍ୟ ୪ ଘଣ୍ଟା ଧରି ଜେରା କରିଥିଲା ।

nora
ମନି ଲଣ୍ଡରିଂ ମାମଲା : ଅଭିନେତ୍ରୀ ନୋରା ଫତେହିଙ୍କୁ ଜେରା କରିବ ଇଡି 

ମନି ଲଣ୍ଡରିଂ ମାମଲାରେ ସେଲିବ୍ରିଟିଙ୍କ ଉପରେ ଇଡି ଚାବୁକ୍ । ଜ୍ୟାକଲିନଙ୍କ ପରେ ବର୍ତ୍ତମାନ ଇଡିରେ ହାଜର ହୋଇଛନ୍ତି ନୋରା ଫତେହି । ମନି ଲଣ୍ଡରିଂ ମାମଲାରେ ନୋରାଙ୍କୁ ଜେରା କରିବ ଇଡି । ଆଜି ନୋରା ମୁମ୍ବାଇ ଇଡି ଅଫିସରେ ହାଜର ହୋଇଛନ୍ତି

abhay-pathak-1
ସକାଳୁ ସନ୍ଧ୍ୟା ଯାଏଁ ଅଭୟଙ୍କୁ ଜେରା କଲା ED

ଆୟ ବହିର୍ଭୁତ ସମ୍ପତ୍ତି ଓ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ED ନିକଟରେ ହାଜର ହେଲେ ପୂର୍ବତନ IFS ଅଧିକାରୀ ଅଭୟକାନ୍ତ ପାଠକ । ଏ ଦୁଇଟି ମାମଲାରେ ପଚରାଉଚରା ପାଇଁ ସମନ ପରେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଅଭୟକାନ୍ତ ।