ଆଜିଠୁ ଆରମ୍ଭ ହେବ ଆଇପିଏଲ୍ ମହାସମର । ଆଜି ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ଐତିହାସିକ ଇଡେନ ଗାର୍ଡେନରେ ଖେଳାଯିବ ଉଦ୍ଘାଟନୀ ମୁକାବିଲା ।
ପ୍ରଥମ ଟ୍ବେଣ୍ଟି-୨୦ରେ ବିଜୟ ବାନା ଉଡ଼ାଇଲା ଟିମ୍ ଇଣ୍ତିଆ । ଇଂଲଣ୍ଡକୁ ୭ ୱିକେଟ୍ରେ ହାରାଇଲା ଟିମ୍ ଇଣ୍ତିଆ । ୧୩୩ ରନ୍ର ଟାର୍ଗେଟ୍କୁ ପିଛା କରି ଟିମ୍ ଇଣ୍ତିଆ ୭ ୱିକେଟ୍ରେ ବିଜୟ ହାସଲ କରିଛି ।
ଭ୍ରମଣକାରୀ ଇଂଲଣ୍ଡକୁ ଘାଇଲା କରି ୫ ଟିକିଆ ଶୃଙ୍ଖଳାକୁ ଜିତିବା ସହ ଘରୋଇ ପରିବେଶରେ ଆୟୋଜିତ ହେବାକୁ ଥିବା ଟ୍ବେଣ୍ଟି-୨୦ ସିରିଜ୍କୁ ହାତେଇବାକୁ କସରତ କରିଛି ସୂର୍ଯ୍ୟ ବାହିନୀ ।