(ଡ.ପାର୍ଥଜିତ ଦାସ ଓ ପ୍ରତୀକ୍ଷା ମିଶ୍ରଙ୍କ ବିଶ୍ଳେଷଣ) ମୌଳିକ ଶିକ୍ଷା କହିଲେ, ଗୋଟେ ପିଲାର ୩ରୁ ୮ ବର୍ଷ ପର୍ଯ୍ୟନ୍ତ ଶିକ୍ଷା ଓ ବିକାଶକୁ ବୁଝାଏ। ଯାହା ସାଧାରଣତଃ ତିନି ବର୍ଷର ଆଦ୍ୟଶୈଶବ ଶିକ୍ଷା ଓ ଦୁଇ ବର୍ଷର ପ୍ରାଥମିକ ଶିକ୍ଷା ଦ୍ୱାରା ପରିପୂର୍ଣ୍ଣ ହୁଏ। ଯେହେତୁ ଅନେକ ପିଲାଙ୍କ ପାଇଁ ଉପଯୁକ୍ତ ଶିକ୍ଷା ପ୍ରାଥମିକ ବିଦ୍ୟାଳୟରେ ଆରମ୍ଭ ହେଇଥାଏ, ପିଲାମାନଙ୍କୁ ଏହି ମୌଳିକ ଦକ୍ଷତା ଗୁଡିକରେ ପାରଙ୍ଗମ ହେବା ପାଇଁ ତିନିବର୍ଷ ଲାଗିଥାଏ।
ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ ପରଠୁ ରାଜ୍ୟ ୟୁନିଭର୍ସିଟି ଶିକ୍ଷାରେ ଅଚଳାବସ୍ଥା। ୧୭ ବିଶ୍ବବିଦ୍ୟାଳୟରେ ୪ ବର୍ଷ ଧରି ଖାଲି ପଡ଼ିଛି ୬୦ ପ୍ରତିଶତ ପ୍ରଫେସର ପଦ।
ରାଜ୍ୟ ସରକାର ଥିରେ ଆଖି ଖୋଲି ଦେଖନ୍ତୁ ଏଠି କେମିତି ଚାଲିଛି ଅଙ୍ଗନବାଡ଼ି କେନ୍ଦ୍ର । ବର୍ଷେ କି ଦୁଇ ବର୍ଷ ନୁହେଁ ଦୀର୍ଘ ୧୪ ବର୍ଷ ହେଇଗଲା ଏମିତି, କେବେ ରାସ୍ତା କଡ଼େ ତ ପୁଣି କେବେ ଗଛ ମୂଳେ ଚାଲିଛି ଅଙ୍ଗନବାଡ଼ି କେନ୍ଦ୍ର । ନୀଳଗିରିରୁ ଦେଖନ୍ତୁ ଏହି ରିପୋର୍ଟ..
ପିଲାମାନଙ୍କ ପରିବାର ଲୋକ ଏହାକୁ ନେଇ ତୁମ୍ବି ତୋଫାନ କରିଥିଲେ । ବାଙ୍କାର ରାଜାଉନ୍ ବ୍ଲକ ଅନ୍ତର୍ଗତ ଆସମାନିଚକ୍ ପ୍ରାଥମିକ ବିଦ୍ୟାଳୟରେ ଏହି ଘଟଣା ଘଟିଛି ।
ଅଙ୍କ, ହେଉ କି ଭୁଗୋଳ, ଇତିହାସ ହେଉ କି ବିଜ୍ଞାନ, ସାହିତ୍ୟ ଅବା ସାଧାରଣଜ୍ଞାନ..ଏଠି ଗୀତରେ ଗୀତରେ ସବୁ ପାଠ ସହଜ।
ବରାଗଡ ପ୍ରାଥମିକ ବିଦ୍ୟାଳୟରେ ୪୭ ପିଲାଙ୍କ ପାଇଁ ଜଣେ ଶିକ୍ଷୟିତ୍ରୀ । ଉତ୍ତରା ଶାସନ ପ୍ରାଥମିକ ବିଦ୍ୟାଳୟରେ ୯୮ ପିଲାଙ୍କ ପାଇଁ ୯ଜଣ ଶିକ୍ଷକ ।
ଏଠି ୧୦ଟି ଶ୍ରେଣୀର ପିଲା ପଢ଼ୁଛନ୍ତି, ହେଲେ ସେମାନଙ୍କ ପାଇଁ ଆଛି ମାତ୍ର ୨ଟି ଶ୍ରେଣୀ ଗୃହ। ପରିସ୍ଥିତି ଏମିତି ହୋଇଛିଯେ, ଅଫିସ୍ ଘରେ ବି ଚାଲିଛି ପାଠପଢ଼ା।
ପ୍ରହସନ ପାଲଟିଛି 5-T ରୂପାନ୍ତୀକରଣ । ବାତ୍ୟା ଆଶ୍ରୟସ୍ଥଳରେ ଚାଲିଛି ସ୍କୁଲ...ଗୋଟିଏ କ୍ଲାସ୍ରେ ବସି ପଢୁଛନ୍ତି ତିନୋଟି ଶ୍ରେଣୀର ପିଲା
୪୮ ପିଲାଙ୍କୁ ମାତ୍ର ଦୁଇଜଣ ଶିକ୍ଷକ । ଜଣେ ପ୍ରଧାନଶିକ୍ଷକ, ଆଉ ଜଣେ ଦୃଷ୍ଟିବାଧିତ । ବାରମ୍ବାର କହିବା ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ । ପିଲାଙ୍କ ଭବିଷ୍ୟତ ପାଇଁ ବାଧ୍ୟ ହୋଇ ନିଜସ୍ୱ ଖର୍ଚ୍ଚରେ ଅଣାଯାଉଛି ଜଣେ ଶିକ୍ଷକଙ୍କୁ
ପାଣିରେ ପଶି ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଛନ୍ତି ଦେଶର ଭବିଷ୍ୟତ । ପୋଖରୀ ପାଲଟିଛି ବିଦ୍ୟାଳୟ ପରିସର । ମଇଳା ପାଣି ଓ କାଦୁଅରେ ପଶି ଯାଆସ କରୁଛନ୍ତି ଛାତ୍ରଛାତ୍ରୀ..
ମୂଳରୁ ନୂଆ ଘର ହୋଇନି, ପୁରୁଣାକୁ ଭାଙ୍ଗିଦେଲେ । ପାଠ ପଢିବାକୁ ବାରଦୁଆର ଷୁଣ୍ଢିପିଣ୍ଡା ହେଉଛନ୍ତି ପିଲା । ପ୍ରଶାସନ କହୁଛି ବର୍ଷା ପାଇଁ କାମ ଡେରି ହେଉଛି...ଅଭିଭାବକ ଚେତାବନୀ ଦେବା ସହିତ...
୭ ବର୍ଷ ହେଲାଣି ସ୍କୁଲ ଘରେ ଚାଲୁଛି ପଂଚାୟତ ଅଫିସ୍ । ଦିନ ୧୦ ବାଜିଲେ ଲୋକଙ୍କର ଲାଗୁଛି ଗହଳି...ଏମିତି ହଟ୍ଟଗୋଳ ଭିତରେ ପିଲାମାନେ ପଢିବେ କେମିତି?
ବିଶ୍ୱସ୍ତରୀୟ ବ୍ୟବସ୍ଥା । ବାହାରେ ପାଣି ସ୍କୁଲ୍ ଭିତରେ ବି ପାଣି । ଗୋଟିଏ ଶ୍ରେଣୀରେ ବାଧ୍ୟ ହୋଇ ପଢୁଛନ୍ତି ଏକାଧିକ ଶ୍ରେଣୀର ପିଲା..
ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି । ଉତ୍କଳରୁ ଆରମ୍ଭ କରି ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଯାଏଁ ସବୁଠି ସ୍ଥିତି ସଂଗୀନ । ରାଜ୍ୟର ସବୁଠୁ ପୁରୁଣା ୟୁନିଭର୍ସିଟି ଉତ୍କଳରେ ୧୨୯ ପଦବି ଖାଲି ପଡ଼ିଥିବା ବେଳେ ରେଭେନ୍ସାରେ ଖାଲି ପଦବି ସଂଖ୍ୟା ୧୨୦ରୁ ଅଧିକ ।
ବିଶ୍ୱବିଦ୍ୟାଳୟ ମାଳମାଳ, ହେଲେ ସବୁଠି ଚୁକ୍ତିଭତ୍ତିକ ଷ୍ଟାଫଙ୍କ ହାତରେ ପାଠପଢା ଭାର । ରାଜ୍ୟରେ ଉଚ୍ଚଶିକ୍ଷାର ବିକଳ ଚିତ୍ରର ଗୁମର ଖୋଲିଛି RTI ତଥ୍ୟ।
ଏ ସରକାରକୁ ଲଜ୍ଜା ନାହିଁ । ମନ୍ଦିର ପିଣ୍ଡାରେ..ଭଙ୍ଗା କ୍ଲବ୍ ଘରେ ପିଲାଏ ପଢୁଛନ୍ତି ପାଠ । ବାରମ୍ବାର ଦାବି ପରେ ବି କେହି ଶୁଣୁନାହାନ୍ତି ୟାଙ୍କ ଦୁଃଖ
ଏ ସରକାରକୁ ଲଜ୍ଜା ନାହିଁ । ମନ୍ଦିର ପିଣ୍ଡାରେ...ଭଙ୍ଗା କ୍ଲବ୍ ଘରେ ପିଲାଏ ପଢୁଛନ୍ତି ପାଠ । ବାରମ୍ବାର ଦାବି ପରେ ବି କେହି ଶୁଣୁନାହାନ୍ତି ୟାଙ୍କ ଦୁଃଖ
ଆଦର୍ଶ ସ୍କୁଲର ଭୟଙ୍କର ବ୍ୟବସ୍ଥା । ବର୍ଷେ ହେଲାଣି ଘର ତିଆରି ହେଉଛି ଯେ ସରିବାର ନା ଧରୁନି । ୧୨ ଦୁଆର ଶୁଣ୍ଢିପିଣ୍ଡା ପରି ଏ ସ୍କୁଲରେ ପଢୁଛନ୍ତି ସେ ସ୍କୁଲରେ ପରୀକ୍ଷା ଦେଉଛନ୍ତି ପିଲା । ଯାହାକୁ ନେଇ ତେଜୁଛି ଅସନ୍ତୋଷ।
ଆଦର୍ଶ ସ୍କୁଲର ଭୟଙ୍କର ବ୍ୟବସ୍ଥା । ବର୍ଷେ ହେଲାଣି ଘର ତିଆରି ହେଉଛି ଯେ ସରିବାର ନା ଧରୁନି । ୧୨ ଦୁଆର ସୁଣ୍ଢି ପିଣ୍ଡା ପରି ଏ ସ୍କୁଲରେ ପଢୁଛନ୍ତି ସେ ସ୍କୁଲରେ ପରୀକ୍ଷା ଦେଉଛନ୍ତି ପିଲା । ଯାହାକୁ ନେଇ ତେଜୁଛି ଅସନ୍ତୋଷ
ନାମ ଫଳକରେ ଚକାଚକ୍ ବିଇଡି କଲେଜ, ପାଠପଢା ଶୂନ । ନିର୍ମାଣ ପରଠୁ ଦିନଟିଏ ବି ପାଠ ପଢିନାହାନ୍ତି ଛାତ୍ରଛାତ୍ରୀ । ମାଲକାନଗିରି ଛାତ୍ରଛାତ୍ରୀଙ୍କ ଶିକ୍ଷକ ହେବାର ସ୍ୱପ୍ନ ଧୂଳିସାତ୍ ।
ନାମଫଳକରେ ଚକାଚକ୍ ବିଇଡି କଲେଜ, ପାଠପଢା ଶୂନ । ନିର୍ମାଣ ପରଠୁ ଦିନଟିଏ ବି ପାଠ ପଢିନାହାନ୍ତି ଛାତ୍ରଛାତ୍ରୀ । ମାଲକାନଗିରି ଛାତ୍ରଛାତ୍ରୀଙ୍କ ଶିକ୍ଷକ ହେବାର ସ୍ୱପ୍ନ ଧୂଳିଶାତ୍ ।
ଦୁଇଟି ଯାକ ବିଭାଗର ଭିତ୍ତିଭୂମି ନଥିବାରୁ ବାରଣ୍ଡାରେ ଚାଲିଛି ସେବା ।
ଓଡିଶା ସମେତ ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ଅନେକ ସ୍କୁଲ ନିର୍ମାଣ କରିସାରିଲେଣି ।
ପିଲାଙ୍କୁ ରୋଷେୟା ପାଠ ପଢ଼ାଇଲେ ତାଙ୍କର ଭବିଷ୍ୟତ କ’ଣ ହେବ ? ଆଗକୁ ଯାଇ ସେମାନେ କରିବେ କ’ଣ ?
ସାତଟି ଶ୍ରେଣୀକୁ ମାତ୍ର ଦୁଇଜଣ ଶିକ୍ଷକ l ଥରେ ଚିନ୍ତା କରନ୍ତୁ କେମିତି ପାଠ ପଢା ଚାଲିଥିବ ସେହି ସବୁ ସ୍କୁଲରେ ?