ଅଙ୍ଗନବାଡ଼ି କେନ୍ଦ୍ରରେ ପଡ଼ିଛି ଅଣ୍ଡା ଦର ବୃଦ୍ଧି ପ୍ରଭାବ । ପିଲାଙ୍କୁ ଆଉ ମିଳୁନି ଆବଶ୍ୟକ ପରିମାଣ ଅଣ୍ଡା ।
ଦିନକୁ ଦିନ ସରକାର ଶିଶୁ ଓ ମହିଳାଙ୍କ ବିକାଶ ନିମନ୍ତେ ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି । ଏବେ ଅଙ୍ଗନବାଡି କେନ୍ଦ୍ରରେ ମିଳୁଛି ଅଣ୍ତା ସହ କୁକୁଡ଼ା ଚିଆଁ ଫ୍ରି ।
ସରକାରଙ୍କ ପୁଷ୍ଟିକର ଯୋଜନାର ଉଡୁଛି ଧଜିଆ। ପ୍ରସୂତୀଙ୍କଠୁ କୋମଳମତି ଶିଶୁଙ୍କ ଯାଏ, କେହି ବି ପାଉନାହାନ୍ତି ନିୟମ ମୁତାବକ ଅଣ୍ଡା। ଖୋଲା ବଜାରରେ ଅଣ୍ଡା ଦର ବୃଦ୍ଧି କାରଣରୁ ସରକାର ଦେଉଥିବା ଟଙ୍କାରେ ଅଣ୍ଡା ଯୋଗାଇ ଦେବା ସମ୍ଭବ ହେଉନି।
ମହଙ୍ଗା ଅଣ୍ଡାକୁ ସରକାରଙ୍କ ଶସ୍ତା ଯୋଜନା.. ହିନସ୍ତା ହେଇଗଲେଣି ଅଙ୍ଗନଓ୍ୱାଡ଼ି ଦିଦି.. କୋଉଠୁ ଆଣିବେ ୫ ଟଙ୍କିଆ ଅଣ୍ଡା !
ଅଣ୍ଡା ଦୁନିଆର ସବୁଠାରୁ ସାଧାରଣ ତଥା ବହୁଳ ଭାବରେ ବ୍ୟବହାର କରାଯାଉଥିବା ପ୍ରୋଟିନ୍ ମଧ୍ୟରୁ ଅନ୍ୟତମ ଏବଂ ଏହା ଶରୀରର ଅନ୍ୟ ଅଙ୍ଗ ବ୍ୟତୀୟ ହୃଦୟ ପାଇଁ ଖୁବ ଉତ୍ତମ ବୋଲି ପ୍ରମାଣିତ ହୋଇଛି। ଏହି କାରଣରୁ ବିଶ୍ୱ ପ୍ରତିବର୍ଷ ଅକ୍ଟୋବରର ଦ୍ୱିତୀୟ ଶୁକ୍ରବାରକୁ ବିଶ୍ୱ ଅଣ୍ଡା ଦିବସ ଭାବରେ ପାଳନ କରିଥାଏ।
ବର୍ତ୍ତମାନ ଅଣ୍ଡାକୁ ନେଇ ଏକ ବଡ଼ ସନ୍ଦେହ ସୃଷ୍ଟି ହେଲାଣି । ବଜାରରେ ବିକ୍ରି ହେଉଥିବା ଅଣ୍ଡା ନକଲି ନା ଅସଲି ବୋଲି ଭ୍ରମରେ ରହୁଛନ୍ତି ଗ୍ରାହକ । ଏପରି ସମୟରେ ଆପଣ ନକଲି ଅଣ୍ଡାକୁ କିପରି ଚିହ୍ନିପାରିବେ, ଜାଣନ୍ତୁ ।