ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ୨୧ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ନାଗପୁରର ରାଜ ଭବନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ମନ୍ତ୍ରୀମାନଙ୍କୁ ଶପଥପାଠ କରାଇଛନ୍ତି।
ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଫଡନାଭିସ୍ ।
ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଛକାପଞ୍ଝା ଭିତରେ ଗତକାଲି ମୁମ୍ବାଇ ଫେରିଛନ୍ତି ମହାରାଷ୍ଟ୍ରର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ସେ କହିଛନ୍ତି, ଆଜି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବ ।
ଆସନ୍ତା ଡିସେମ୍ବର ୨ରେ ବିଜେପି ବିଧାୟକ ଦଳ ବୈଠକ ବସିବ । ନିର୍ବାଚନ ଫଳ ଘୋଷଣାକୁ ସପ୍ତାହେ ବିତି ଥିଲେ ବି ମହାୟୁତିର କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ଏଯାଏଁ ସ୍ପଷ୍ଟ ହୋଇନି ।
ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ ଏକନାଥ । ଇସ୍ତଫା ଦେବା ସମୟରେ ସିନ୍ଦେଙ୍କ ସହ ଡେପୁଟି ସିଏମ୍ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ ।
ମହାୟୁତିର ବିପୁଳ ବିଜୟ ଘଟିଲା । ମହାରାଷ୍ଟ୍ରରେ କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ? ଏକନାଥ ସିନ୍ଦେ ନା ଦେବେନ୍ଦ୍ର ଫଡନାଭିସ୍ । କାହାର ପଲା ଭାରୀ ?
ଏବେ ସମସ୍ତଙ୍କ ମଧ୍ୟରେ ଗୋଟିଏ ପ୍ରଶ୍ନ କିଏ ହେବ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ? ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ ନା ଅଜିତ ପାୱାର ।
ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ହିଁ ପ୍ରକୃତ ଶିବସେନା ବୋଲି ଦର୍ଶାଇଲେ ବାଚସ୍ପତି।
ତା’ପରେ ଆଉ ଜଣେ ବିଧାୟକ କହିଲେ ଯେ,‘ମୋତେ ମନ୍ତ୍ରୀ ନକଲେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ତାଙ୍କୁ ଶେଷ କରିଦେବେ’ ।
ମିଳିଲାନି ସଠିକ୍ ପାରିଶ୍ରମିକ । ରାଗରେ ନିଜର ବର୍ଷ ଜାକର ଫସଲରେ ନିଆଁ ଲଗାଇ ଦେଲେ ଚାଷୀ ।
ଶିବସେନା-ଉଦ୍ଧବ ଠାକରେ ଗୋଷ୍ଠୀର ମୁଖପାତ୍ର ସଂଜୟ ରାଉତ ଆଣିଲେ ଏଭଳି ସାଂଘାତିକ ଅଭିଯୋଗ । ସିନ୍ଦେ ଗୋଷ୍ଠୀ ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବଡ ଡିଲ୍ ।
ଠାକରେ ପରିବାର ହାତରୁ ଶିବସେନା ଦଳ ଖସିଯିବା ନିଶ୍ଚିତ ହୋଇଯାଇଛି ।
ଶିବସେନାର ଉଦ୍ଧବ ଠାକ୍ରେ ଗୋଷ୍ଠୀଙ୍କୁ ଗତକାଲି ମଶାଲ ଚିହ୍ନ ମିଳିଥିବାବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଗୋଷ୍ଠୀକୁ ଖଣ୍ଡା ଓ ଢାଲ ଚିହ୍ନ ମିଳିଛି।
ପୁଣି ଚର୍ଚ୍ଚାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଦାମୀ କାର୍ଠୁ ଜୀବନ ଅଧିକ ମୂଲ୍ୟବାନ ବୋଲି ଜଣେ ବ୍ୟକ୍ତିଙ୍କୁ ପରାମର୍ଶ ଦେଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ଶିବସେନା କାହାର ମାମଲାରେ ଉଦ୍ଧବ ଥାକରେଙ୍କୁ ଆଶ୍ୱସ୍ତି....
ଶିବସେନାର ନେତୃତ୍ୱ କିଏ ନେବେ ସେଥିଲାଗି ଉଦ୍ଧବ ଠାକ୍ରେ ଓ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଉଭୟଙ୍କୁ ଅଗଷ୍ଟ ୮ ସୁଦ୍ଧା ତଥ୍ୟଗତ ପ୍ରମାଣ ଦେବାକୁ ହେବ ବୋଲି ନିର୍ବାଚନ କମିଶନ କହିଛନ୍ତି।
ଶିବସେନାର ସାଂସଦଙ୍କୁ ନେଇ ଏବେ ଚର୍ଚ୍ଚା । ପୁଣି ଲାଗିପାରେ ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟକା । ଶିବସେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ୧୨ ଜଣ ସାଂସଦଙ୍କ ସହ ସିନ୍ଦେ ଅନଲାଇନ୍ ବୈଠକ କରିଛନ୍ତି।
ମହାରାଷ୍ଟ୍ର ବିଧାନସଭା ଫ୍ଲୋର୍ ଟେଷ୍ଟ୍ରେ ସିନ୍ଦେ ସରକାର ନିଜ ଶକ୍ତି ପ୍ରମାଣିତ କରି ଏଥିରେ ଜିତିଛନ୍ତି। ବିଧାନସଭାରେ ହୋଇଥିବା ଭୋଟିଂରେ ସିନ୍ଦେଙ୍କ ନେତୃତ୍ୱ ସରକାର ମ୍ୟାଜିକ୍ ନମ୍ବର ହାସଲ କରିଛନ୍ତି।
ବିଜେପି ସହ ମିଶି ସରକାର ଗଠନ କରିଥିବା ମହାରାଷ୍ଟ୍ରର ଏକନାଥ ସିନ୍ଦେ ସରକାରଙ୍କ ଆଜି ପ୍ରକୃତ ଅଗ୍ନି ପରୀକ୍ଷା। ଏହା ପୂର୍ବରୁ ସିନ୍ଦେ ପ୍ରଥମ ଅଗ୍ନି ପରୀକ୍ଷାରେ ପାସ୍ ହୋଇଛନ୍ତି।
ସିନ୍ଦେଙ୍କୁ ଦଳର ସମସ୍ତ ପଦପଦବୀରୁ ବହିଷ୍କାର କରାଯାଇଛି ।
ମହାରାଷ୍ଟ୍ର ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା, ହଠାତ୍ ସିନ୍ଦେଙ୍କୁ କେମିତି ମିଳିଲା ସିଏମ୍ ମୁକୁଟ?
ଅଟୋ ଚାଳକରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ୫୮ ବର୍ଷୀୟ ଏକନାଥ ସିନ୍ଦେ। ଆକ୍ରମଣାତ୍ମକ ଆଭିମୁଖ୍ୟ ରଖିଥିବା ଜଣେ ଶିବସୈନିକ ଭାବେ ଏକନାଥ ସିନ୍ଦେ ଜଣାଶୁଣା।
ଇସ୍ତଫା ପତ୍ର ଦେବା ପରେ ଉଦ୍ଧବ ଠାକ୍ରେ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି। ସେପଟେ ସେଲିବ୍ରେସନ ମୁଡ୍ରେ ମହାରାଷ୍ଟ୍ର ବିଜେପି।
ଉଦ୍ଧବ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଲେ ଉଦ୍ଧବ।