• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Eknath Shinde

Maharashtra Political Crisis: Supreme Court
କାଲି ମହାରାଷ୍ଟ୍ର ଫ୍ଲୋର ଟେଷ୍ଟ: ରହିତାଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ଗାଦି ଖସିଯିବା ପୂର୍ବରୁ ଆଜି ଶେଷ ହିନ୍ଦୁତ୍ୱ କାର୍ଡ ଖେଳିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ।

We are ready for floor test says MLA Eknath Shinde
‘ଫ୍ଲୋର୍‌ ଟେଷ୍ଟ୍‌କୁ ଡରୁନୁ, ଆମ ପାଖରେ ଲୋକବଳ ଅଛି’

ସରକାର ବଞ୍ଚାଇ ପାରିବେ କି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ? ସମୟ ଯେତେ ପାଖେଇ ଆସୁଛି ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେଙ୍କ ସରକାର ଉପରେ କ୍ଷମତା ଯିବାର ଭୟ ସେତେ ବଢ଼ୁଛି।

Uddhav Govt To Face Floor Test Tomorrow
ହାରିଲେ ଗାଦି ଯିବ: କାଲି ଉଦ୍ଧବଙ୍କ ଭାଗ୍ୟ ପରୀକ୍ଷା !

ମହାରାଷ୍ଟ୍ର ରାଜନୀତିରେ ହାଇଭୋଲଟେଜ୍‌ ଡ୍ରାମା ମଧ୍ୟରେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଭାଗ୍ୟ ନିର୍ଦ୍ଧାରଣ ହୋଇପାରେ। କାରଣ ମହାରାଷ୍ଟ୍ର ବିଧାନସଭାରେ ଆସନ୍ତାକାଲି ଫ୍ଲୋର୍‌ ଟେଷ୍ଟ୍‌ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। 

Maharastra Political Crisis
ମହାରାଷ୍ଟ୍ରର ବିଦ୍ରୋହୀ ଶିବସେନା ବିଧାୟକଙ୍କୁ ସାମୟିକ ଆଶ୍ୱସ୍ତ

କୋର୍ଟ ଏହି ପ୍ରସଙ୍ଗରେ ଉପବାଚସ୍ପତିଙ୍କ ସମେତ ସମସ୍ତ ପକ୍ଷକୁ ୫ ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Shivsena in the way of plight
ମହଙ୍ଗା ପଡିଲା କିଙ୍ଗ୍ ମେକରରୁ କିଙ୍ଗ୍ ହେବା

ମହଙ୍ଗା ପଡୁଛି କି ଠାକରେ ପରିବାର ପାଇଁ କିଙ୍ଗ୍ ମେକରରୁ କିଙ୍ଗ୍ ହେବା? ଆଗରୁ ବାଲା ସାହେବ ଠାକରେ କିଙ୍ଗ୍ ମେକର ହୋଇ ଅନେକ ସରକାର ଗଢିଛନ୍ତି ଆଉ ଭାଙ୍ଗିଛନ୍ତି। ହେଲେ ଉଦ୍ଧବ କିନ୍ତୁ ପୂରା ଓଲଟା। ମୁଖ୍ୟମନ୍ତ୍ରୀ ପଦ ପାଇଁ ଭିନ୍ନ ଭିନ୍ନ ବିଚାରଧାରା ଥିବା ଦଳ ସହ ମିଶି ଗଢିଥିଲେ ସରକାର। ଯାହା ଫଳରେ ଏବେ ଭଗ୍ନର ଦ୍ୱାରଦେଶରେ ଶିବସେନା।

MVA alliance lost majority as 38 members of the Shiv Sena Legislature Party withdrawn their support
ମହାରାଷ୍ଟ୍ର ରାଜନୀତିରେ ବଡ଼ ହଟଚମଟ: MVAକୁ ଝଟ୍‌କା ଦେଲା ଏକନାଥ ଗୋଷ୍ଠୀ

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ଭିତରେ ଶିବସେନା ନେତା ଏକନାଥ ସିନ୍ଧେ, MVA(Maha Vikas Aghadi)କୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। 

Maharashtra Political Crisis: Eknath Shinde group moves Supreme Court
ସୁପ୍ରିମ୍‌କୋର୍ଟରେ ମହାରାଷ୍ଟ୍ର ମହାସଂଗ୍ରାମ; ବିଦ୍ରୋହୀ ସିନ୍ଦେ ଗୋଷ୍ଠୀଙ୍କ ପକ୍ଷରୁ ଦୁଇଟି ପିଟିସନ୍ ଦାଖଲ

ସୁପ୍ରିମ କୋର୍ଟରେ ପହଞ୍ଚିଲା ମହାରାଷ୍ଟ୍ର କ୍ଷମତା ଲଢେଇ । ବିଦ୍ରୋହୀ ବିଧାୟକ ଗୋଷ୍ଠୀ ପକ୍ଷରୁ ସୁପ୍ରିମକୋର୍ଟରେ ଦୁଇ ଦୁଇଟି ଆବେଦନ କରାଯାଇଛି ।

Shiv Sena MLA Guwahati Radisson Blu Hhotel Booking Details
ହୋଟେଲ୍‌ରେ ବିଦ୍ରୋହୀ ବିଧାୟକଙ୍କ ରଙ୍ଗିଲା ରହଣି: ରହିବାରେ ୫୬ ଲକ୍ଷ, ଖାଇବାରେ ୮ ଲକ୍ଷ ଟଙ୍କା...

ବିଦ୍ରୋହୀ ବିଧାୟକ ଯେଉଁମାନେ ଉଦ୍ଧବ ସରକାରଙ୍କୁ ବିରୋଧ କରୁଛନ୍ତି, ସେମାନେ ବର୍ତ୍ତମାନ ଆସାମର ଗୌହାଟିରେ ଅଛନ୍ତି। ବର୍ତ୍ତମାନ ସେମାନଙ୍କର ଠିକଣା Radisson Blu ହୋଟେଲ୍‌।

 Rebel Eknath Shinde Claims 50 MLAs Back Him
ଗୋଟିଏପଟେ ଠାକ୍‌ରେଙ୍କ ଅଡ଼ୁଆ ବଢ଼ୁଛି, ସେପଟେ ସିନ୍ଦେଙ୍କୁ ସମର୍ଥନ ଉପରେ ସମର୍ଥନ

ଗୋଟିଏପଟେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଅଡୁଆ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଦ୍ରୋହୀ ନେତା ଏକନାଥଙ୍କ ସିନ୍ଦେଙ୍କ ସମର୍ଥକଙ୍କ ସଂଖ୍ୟା ବଢ଼ି ଚାଲିଛି।

Uddhav Thackeray Vacates Chief Minister's House
ଗାଦି ରହିବ ତ ? ରାତାରାତି ସରକାରୀ ବାସଭବନ ଛାଡ଼ିଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ

୩୪ ବିଦ୍ରୋହୀ ବିଧାୟକଙ୍କ ଏକନାଥ ସିନ୍ଧେଙ୍କ ସମର୍ଥନ ଜଣାଇବା ପରେ ଗାଦି ଯିବା ନିଶ୍ଚିତ ଜାଣି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରୀ ବାସଭବନ ଛାଡ଼ିଛନ୍ତି। 

Maharashtra Political Crisis
ଭାଙ୍ଗିବ କି ମହାରାଷ୍ଟ୍ର ବିଧାନସଭା ? ସଞ୍ଜୟ ରାଉତ ଦେଲେ ଏମିତି ସଙ୍କେତ...

ଧୀରେ ଧୀରେ ମହାରାଷ୍ଟ୍ରରେ ମହାସଙ୍କଟ ଘନେଇବାରେ ଲାଗିଛି । ସମୟ ଯେତେ ଗଡ଼ୁଛି ମହାରାଷ୍ଟ୍ର ସରକାରଙ୍କ ପାଇଁ ସେତେ ସମସ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ର ବିଧାନସଭା ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି।

Sena Rebel Eknath Shinde In Assam
ଉଦ୍ଧବ ଠାକ୍‌ରେଙ୍କ ହାତରୁ ଚାଲିଯିବ କି ସରକାର ? ଗୌହାଟୀରେ ଶିବସେନା ବିଦ୍ରୋହୀଙ୍କ ମେଳି

ମହାରାଷ୍ଟ୍ରରେ ଏବେ ରାଜନୈତିକ ସଙ୍କଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଦ୍ଧବ ସରକାରରେ ରାଜନୈତିକ ସଙ୍କଟ ଦେଖା ଦେଇଥିବା ବେଳେ ବିଜେପି ଏଠି ସରକାର ଗଠନ କରିବା ପ୍ରୟାସ ଚଳାଇଛି। ମହାରାଷ୍ଟ୍ରରେ ଉଦ୍ଧବ ସରକାରରେ ଫାଟ ସୃଷ୍ଟି ହୋଇଛି।