• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Election

Civic Polls
ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଏବେ ଆଗକୁ ଅଛି ପୌର ନିର୍ବାଚନ। ତା ପାଇଁ ଅଣ୍ଟା ଭିଡିଲେଣି ସରକାର। ନିର୍ବାଚନକୁ ନେଇ ଆଶାୟୀ ପ୍ରାର୍ଥୀଙ୍କ ଭିତରେ ଦେଖା ଦେଲାଣି ଅସନ୍ତୋଷ।

Reservation
ପଂଚାୟତ ନିର୍ବାଚନ ପାଇଁ ପ୍ରକାଶିତ ସଂରକ୍ଷଣ ଚିଠା ତାଲିକାକୁ ନେଇ ଜୋରଦାର ପ୍ରତିବାଦ

ବରଗଡ଼ରୁ ନବରଙ୍ଗପୁର, ଝାରସୁଗୁଡ଼ାରୁ କୋରାପୁଟ । ପଂଚାୟତ ନିର୍ବାଚନ ପାଇଁ ପ୍ରକାଶିତ ସଂରକ୍ଷଣ ଚିଠା ତାଲିକାକୁ ନେଇ ଜୋରଦାର ପ୍ରତିବାଦ । ସବୁ ଜିଲ୍ଲାରେ ଦାଖଲ ହୋଇଛି ପୁଳାପୁଳା ଅଭିଯୋଗ ।

kotia
ରାତି ପାହିଲେ କୋଟିଆରେ ଆନ୍ଧ୍ର କରିବ ନିର୍ବାଚନ, କୋର୍ଟ ଦେଲେ ଅନୁମତି

ଜୟପୁର: ସୁଧୁରୁନି ଆନ୍ଧ୍ର ପ୍ରଦେଶ। ଓଡ଼ିଶା ସୀମାରେ ଜୋର ଜବରଦସ୍ତ ନିର୍ବଚନ କରିବା ଲକ୍ଷ୍ୟରେ ରହିଛି ଆନ୍ଧ୍ର। କୋର୍ଟଙ୍କ ନିର୍ଦ୍ଦେଶ ପରେ ପୁଣି ନିର୍ବାଚନ କରିବାକୁ ସଜବାଜ ହେଲାଣି ଆନ୍ଧ୍ର ପ୍ରଦେଶ । ମିଳିଥିବା ସୂଚନା ଅନୁଯାୟୀ ରାତି ପାହିଲେ ଅର୍ଥାତ ଗୁରୁବାର ସକାଳୁ କୋଟିଆରେ ‍ଆନ୍ଧ୍ର କରାଇପାରେ ନିର୍ବାଚନ। ମଙ୍ଗଳବାର ଆନ୍ଧ୍ରପ୍ରଦେଶ ହାଇର୍କୋଟଙ୍କ ଜଣିକିଆ ଖଣ୍ଡପୀଠ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ବୁଧବାର ସନ୍ଧ୍ୟାରେ ସେହି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ […]

Amit Shah
୫ ରାଜ୍ୟରେ ନିର୍ବାଚନ ନେଇ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ୫ ରାଜ୍ୟରେ ନିର୍ବାଚନ ନେଇ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଦଳର ମୁଖ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୨୦୨୨ରେ ୫ଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ…