• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Electric Shock

Electric Shock
ରାସ୍ତାରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ

ଜଙ୍ଗଲି ରାସ୍ତା ଉପରେ ପଡ଼ି ରହିଥିଲା ବିଦ୍ୟୁତ୍‌ ତାର। ଏହା ଜାଣି ନ ପାରି ସନ୍ଧ୍ୟା ଗଡ଼ିଯିବା ପରେ କାମଦାମ ସାରି ଘରକୁ ଫେରୁଥିବା ୩ ଜଣ ଏହି ତାର ସଂସ୍ପର୍ଶରେ ଆସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥ ସଙ୍କଟାପନ୍ନ ରହିଛି।

Youth Death
୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଗଲେ ଯୁବକ

ରରୁଆଁ ଥାନା ଅନ୍ତର୍ଗତ ବଡ଼ବିଲ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ୧୧ କେଭି ବିଦୁତ ଖୁଣ୍ଟରେ ଚଢି ଯୁବକଙ୍କ ମୃତ୍ୟୁ ହୋଇଛି।

Kanwariyas Death
୧୧ କେଭି ବିଦ୍ୟୁତ ତାର ନେଲା ୫ କାଉଡ଼ିଆଙ୍କ ଜୀବନ

ବିଦ୍ୟୁତ ସଂସ୍ପର୍ଶରେ ଆସିବା କାରଣରୁ ୫ କାଉଡ଼ିଆଙ୍କ ଜୀବନ ଯାଇଛି । ଘଟଣାରେ ୫ଜଣ ଆହତ ମଧ୍ୟ ହୋଇଛନ୍ତି ।

Electric Shock
ବିଦ୍ୟୁତ ତାରରେ ଲାଗିଗଲା ଛେଳି; ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲେ ୩ ମହିଳା

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଛେଳିକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ପରେ ଜଣେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି।

Electric Shock
ବିଦ୍ୟୁତ ବିଭାଗର ଚରମ ଅବହେଳା ! ଦୁଇ ହାତ ହରାଇଲା ୭ ବର୍ଷର ନାବାଳକ..

ଘର ଛାତ ପାଖରେ ଓହଳି ରହିଥିଲା ୧୧ କେଭି ବିଦ୍ୟୁତ ତାର । ଛାତ ଉପରକୁ ଗଲେ ପ୍ରାଣ ଯେ, କେତେବେଳେ ଚାଲିଯିବ ତାହା କେହି ବି କହିପାରିବେ ନାହିଁ । ଦେବଗଡ ଜିଲା ରିଆମାଳର ଲକ୍ଷ୍ମୀପୁର ଗାଁରେ ବିଦ୍ୟୁତ ବିଭାଗର ଏଭଳି ଚରମ ଅବହେଳା ପାଇଁ କଷ୍ଟ ପାଉଛି କୁନି ପୁଅ ।

Elephant Death
ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ନିକଟରେ ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି।

Electric Shock
ବିଦ୍ୟୁତ କରେଣ୍ଟରେ ଚାଲିଗଲା ମା' ପୁଅଙ୍କ ଜୀବନ

ବାସୁଦେବପୁର ଘଟିଲା ଅଘଟଣ । ବିଦ୍ୟୁତ କରେଣ୍ଟ ଲାଗି ମା ସହ ୧୪ ବର୍ଷର ପୁଅର ଜୀବନ ଚାଲିଗଲା ।