ବାର୍ହା ଶିକାର ପାଇଁ ୧୧ କେଭି ତାର ବିଛାଇଥିଲେ ଶିକାରୀ। ଏହା ସଂସ୍ପର୍ଶରେ ଆସି ପ୍ରାଣ ହାରିଲା ହାତୀ।
KVK ଫାର୍ମ ଭିତରେ ବିଦ୍ୟୁତ୍ ତାର ଲାଗି ୨ ମାଈ ହାତୀଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ପରିସରକୁ ହାତୀ ଦୁଇଟି ପଶି ଆସିଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲେ।
ପାଣି ଭିତରୁ ତାକୁ ପୂର୍ବରୁ କଢ଼ାଗଲାନି କାହିଁକି ? ଠିକ୍ ଚିକିତ୍ସା କରାଯାଇଥିଲା ତ ?
କେବେ ଶିକାରୀ ଗୁଳି ତ ଆଉ କେବେ ଟ୍ରେନ୍ ଇଂଜିନ ନେଉଛି ହାତୀଙ୍କ ଜୀବନ । ଏଭଳି ବିଭିନ୍ନ କାରଣକୁ ନେଇ ଆମ ରାଜ୍ୟର ହାତୀ ଏବେ ସଙ୍କଟରେ । ରାଜ୍ୟରେ ହାତୀ ମୃତ୍ୟୁ କିଏ ଦେବ ଏମାନଙ୍କୁ ସୁରକ୍ଷା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ରାଜ୍ୟରେ ଗତ ୫ ବର୍ଷରେ ୪୦୬ ହାତୀଙ୍କର ମୃତ୍ୟୁ ହୋଇଛି। ସେଥିମଧ୍ୟରୁ କେବଳ ଦୁର୍ଘଟଣାରେ ୧୬୨ଟି ହାତୀ ପ୍ରାଣ ହରାଇଛନ୍ତି।