ହାତୀକୁ ଜନବସତି ଆଡେ ଆସିବାପାଇଁ ରୋକିବାକୁ ନିଆରା ଏଇ ପ୍ରୟାସ। ଗଭୀର ଜଙ୍ଗଲକୁ ଫିଙ୍ଗାଯାଉଛି ବାଉଁଶ ବଲ। ଆପଣ ଭାବୁଥିବେ ମାଟିରେ ତିଆରି ଏଇ ଛୋଟ ବଲ କ’ଣ ବିଶାଳ ହାତୀଙ୍କୁ ରୋକିପାରିବ? ଏହି ଭିଡିଓକୁ ପୁରା ଦେଖନ୍ତୁ ଜାଣିପାରିବେ ।
ଦୁଇଟି ହାତୀ ମଧ୍ୟ ପରସ୍ପର ଭିତରେ ବନ୍ଧୁତା ସ୍ଥାପନ କରନ୍ତି। ଏକାଠି ରହନ୍ତି। ପରସ୍ପର ସୁଖଦୁଃଖ ବି ବାଣ୍ଟନ୍ତି। ତାମାଲନାଡୁର ମୁଦୁମଲାଇ ହାତୀ ଶିବିରରେ ଥିବା ୭୫ ବର୍ଷୀୟ ଭାମା ଏବଂ ୬୫ବର୍ଷୀୟ କାମାଚିଙ୍କ ବନ୍ଧୁତା ଏହାର ଉଦାହରଣ।
ହାତୀର ଅନେକ ଭିଡ଼ିଓ ଆପଣ ଦେଖିଥିବେ । ଅନେକ ଭିଡିଓ ଭାଇରାଲ୍ ମଧ୍ୟ ହୁଏ । କିନ୍ତୁ ଏହି ଭିଡ଼ିଓ ଦେଖିଲା ଆଶ୍ଚର୍ଯ୍ୟ ହୋଇଯିବେ ।
ରାତି ସମୟରେ ହାତୀ ପଲ ଜଙ୍ଗଲ ଛାଡି ଗାଁ ମୁହାଁ ହେଉଛନ୍ତି। ଏହାକୁ ଆଖି ଆଗରେ ରଖି କୋଇଡା ବନାଞ୍ଚଳ ପକ୍ଷରୁ ରାତିରେ ହାତୀର ଗତିବିଧି ଉପରେ ନଜର ରଖିବା ପାଇଁ ଡ୍ରୋନ କ୍ୟାମେରା ବ୍ୟବସ୍ଥା ହୋଇଛି।
ଏବେ ପ୍ରଶ୍ନ ଉଠୁଛି, ଯଦି ରାଜଧାନୀ ଉପକଣ୍ଠରେ ଏଭଳି ଘଟଣା ଘଟୁଛି, ତେବେ ରାଜ୍ୟରେ କେତେ ସୁରକ୍ଷିତ ଗଜରାଜ ?
ଅସୁରକ୍ଷିତ ଅଭୟାରଣ୍ୟ ! ସୀମା ଟପିଲା ଶିକାରୀଙ୍କ ବର୍ବରତା। ବଳି ପଡ଼ିଗଲେ ଗଜରାଜ। ବାରହା ହେଉ କି ହରିଣ ବା ହାତୀ, କାହାକୁ ଛାଡ଼ୁନାହାନ୍ତି ଶିକାରୀ ।
ବୋମା ବିସ୍ଫୋରଣରେ ଦନ୍ତା ହାତୀର ମୃତ୍ୟୁ । ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣର ଶିକାର ହୋଇଥିବା ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ହାତୀଟି ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି ।
ଉତ୍ପାତିଆ ହାତୀଙ୍କୁ ଚେକ୍ ଦେବେ ପ୍ରଶିକ୍ଷିତ ହାତୀ । ଧନଜୀବନ ରକ୍ଷା ପାଇଁ ବନ ବିଭାଗର ନୂଆ ପ୍ଲାନ ।
ଗତକାଲିଠାରୁ ଏମକେସି ହାଇସ୍କୁଲ ପରିସରରେ ଥିବା ଦନ୍ତାହାତୀ ସହର ଭିତରେ ଆତଙ୍କ ଖେଳାଳଇଥିଲା ।
ଗାଁ ଭିତରେ ହାତୀ ପଶିଥିବାରୁ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ। ସେହିପରି ୨ ଦିନ ତଳେ ମଳିପଡା ଗାଁରେ ପଶି ରାସ୍ତାରେ ଚାଲି ଚାଲି ଯାଇଥିଲା ହାତୀ ।
ମାଆ ଲୋ....ଏ ମାଆ....ତୁ କୁଆଡେ ପଳେଇଲୁ । ମୁଁ କୁନିଟେ କଣ କରିବି ଜାଣିପାରୁନି । ଏମିତି ଜଙ୍ଗଲ ଭିତରେ ହଜି ଯାଇଥିଲା କୁନି ହାତୀ । ମାଆ ଯଦି ପାଖରେ ଥାନ୍ତା ସେ କଣ ଡରିଥାନ୍ତା ।
କିଛି ଦିନ ହେଲା ହାତୀଟି ଅସୁସ୍ଥ ହୋଇ କାଞ୍ଚନପୁର ଓ ହରିହରପୁର ଜଙ୍ଗଲରେ ବୁଲୁଥିଲା । ହାତୀ ଅସୁସ୍ଥ ଥିବା ଜାଣିପାରି ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ।
ପାଠ ପଢ଼ିବେ ହାତୀ । ଦର୍ଶକବନ୍ଧୁ ଏକଥା ଶୁଣିଲେ ଆପଣଙ୍କୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥିବା । ଆଶ୍ଚର୍ଯ୍ୟ ହେଲେ ବି କଥାଟି ସତ। କପିଳାସ ହାତୀ ଉଦ୍ଧାର କେନ୍ଦ୍ରରେ ରହୁଥିବା ହାତୀଙ୍କ ବଦଳିବ ଠିକଣା ।
କେନ୍ଦୁଝର ମଇଦାନକେଲ ଜଙ୍ଗଲରେ ୧୨ଟିକିଆ ହାତୀଙ୍କ ମଧ୍ୟରେ ଛଅ ମାସର ଛୁଆ ଆହତ, ଚିକିତ୍ସା ପାଇଁ ଲାଗିଛି ବନ ବିଭାଗ....
ମାସ ସାରା ...ବର୍ଷ ସାରା...ମଂଚା ଉପରେ ବିତୁଛି ଜୀବନ । କି ଖରା କି ବର୍ଷା, ଢାଉଁ ଢାଉଁ ବାଜା ନବାଜିଲେ ସବୁ ଫସଲକୁ ଦଳିମକଚି ନଷ୍ଟ କରିଦେବେ ହାତୀ। ବାରମ୍ବାର ଗୁହାରି କରିବା ପରେ ବି ଶୁଣୁନି ପ୍ରଶାସନ
ଟ୍ରେନ୍ ଦୁର୍ଘଟଣାରେ ହାତୀ ମୃତ୍ୟୁ ରୋକିବାକୁ ପୂର୍ବତଟ ରେଲୱେର ନୂଆ ରଣନୀତି । ଇନ୍ଷ୍ଟଲ କରିବ ଇଣ୍ଟ୍ରୁଜନ୍ ଡିଟେକ୍ସନ ସିଷ୍ଟମ- IDS । ୬୦ କିଲୋମିଟର ଦୂରରୁ ରେଳ ଲାଇନ୍ରେ ହାତୀ ଚଳପ୍ରଚଳ କରୁଥିଲେ ଜାଣିହେବ ଆଉ ରୋକି ହେବ ଟ୍ରେନ୍ । ପ୍ରାରମ୍ଭିକ ଭାବେ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଡିଭିଜନ ମଧ୍ୟରେ ୨୦୦ କିଲୋମିଟର ଟ୍ରାକ୍ ରେ ଲାଗିବ ଏ ବ୍ୟବସ୍ଥା । କିଭଳି ହାତୀ ମୃତ୍ୟୁକୁ ରୋକିବ IDS ଜାଣନ୍ତୁ..
ହାତୀ ଦିବସରେ ହାତୀ ସୁରକ୍ଷା ଚିନ୍ତା। ଅକ୍ଟୋବରରୁ ରାଜ୍ୟରେ ଆରମ୍ଭ ହେବ ବର୍ଷବ୍ୟାପୀ ଗଜ ଉତ୍ସବ। ବିଶ୍ୱ ହାତୀ ଦିବସରେ ଭୁବନେଶ୍ୱର ଆୟୋଜିତ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଏଥିସହ ଡିସେମ୍ବର ମାସରେ ନୂଆ ହାତୀ ଗଣନା ରିପୋର୍ଟ ଆସିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ। ଖାସ୍ କରି ବର୍ଷକୁ ରାଜ୍ୟରେ ପାଖାପାଖି ୮୦ରୁ ଅଧିକ ହାତୀଙ୍କ ଜୀବନ ଯାଉଥିବାରୁ ଏହି ବିଶାଳ ପ୍ରାଣୀଙ୍କ ସୁରକ୍ଷା ପ୍ରମୁଖ ପ୍ରସଙ୍ଗ ପାଲଟିଛି।
ବିଷାକ୍ତ ସାପଙ୍କ ବାସସ୍ଥଳି ହୋଇଥିବାରୁ ଲାଇନ୍ ନଦେଲେ ଆନ୍ଦୋଳନ ହେବ ବୋଲି କହିଲେଣି ଲୋକେ ।
ସେପଟେ ନୂଆପଡ଼ା ସୁନାବେଡ଼ାରେ ବାଘଙ୍କ ସୁରକ୍ଷା ଲାଗି ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।
ମଣିଷ ନୁହେଁ ହାତୀ ଲାଗି ପିଲାଙ୍କ ପାଠ ପଢାରେ ବନ୍ଧାହେଲା ଡୋରି । ଗାଁ ସ୍କୁଲରେ ସିନା ପାଠ ପଢୁଥିଲେ ପିଲା...ହେଲେ ସ୍କୁଲ ଦୂରକୁ ଯିବାରୁ ଏବେ ହାତୀ ଭୟରେ ଘରୁ ବାହାରୁନାହାନ୍ତି ଛାତ୍ରଛାତ୍ରୀ
ମଣିଷ ନୁହେଁ ହାତୀ ଲାଗି ପିଲାଙ୍କ ପାଠ ପଢାରେ ବନ୍ଧାହେଲା ଡୋରି । ଗାଁ ସ୍କୁଲରେ ସିନା ପାଠ ପଢୁଥିଲେ ପିଲା...ହେଲେ ସ୍କୁଲ ଦୂରକୁ ଯିବାରୁ ଏବେ ହାତୀ ଭୟରେ ଘରୁ ବାହାରୁନାହାନ୍ତି ଛାତ୍ରଛାତ୍ରୀ
ମାଆ ଆଖି ସାମ୍ନାରେ ମରିଗଲା ଛୁଆ ହାତୀ । ଜୀବନ ବଂଚାଇବାକୁ ଚିତ୍କାର କରି କାନ୍ଦୁଥିଲା ମାଆ ହାତୀ...୨ କିମି ପର୍ଯ୍ୟନ୍ତ ଟାଣିନେଇ ନଈରେ ପକାଇଲା । ହେଲେ ଛୁଆ ଉଠିଲାଣି । ଦେଖନ୍ତୁ ଏହି ହୃଦୟ ବିଦାରକ ଦୃଶ୍ୟ ।
ଚାରିପଟେ ଜନ ଗହଳି ଥିବାରୁ କାଳେ କିଛି ଅଘଟଣ ଘଟିବ ସେଥିପାଇଁ ଖାନ ତଲାସୀ କରିଥିଲା ବନ ବିଭାଗର ଏକ ଟିମ ।
ହାତୀ ପାଇଁ ଗାଁ ଛାଡିଦେଲେ ଲୋକେ । କିଏ ହୋମ ପାଇପ୍ରେ ପଶିଲାଣି ତ ଆଉ କିଏ ସମ୍ପର୍କୀୟଙ୍କ ଘରେ ଲୁଚିଲାଣି । ହାତୀ ଉତ୍ପାତରେ ଅତିଷ୍ଠ ହେଲେଣି ଲୋକେ...କିନ୍ତୁ ପ୍ରଶାସନ ଦେଉନି ସହାୟତା
ହାତୀ ପାଇଁ ଗାଁ ଛାଡିଦେଲେ ଲୋକେ । କିଏ ହୋମ ପାଇପ୍ରେ ପଶିଲାଣି ତ ଆଉ କିଏ ସମ୍ପର୍କୀୟଙ୍କ ଘରେ ଲୁଚିଲାଣି । ହାତୀ ଉତ୍ପାତରେ ଅତିଷ୍ଠ ହେଲେଣି ଲୋକେ...କିନ୍ତୁ ପ୍ରଶାସନ ଦେଉନି ସହାୟତା