ଆଗାମୀ ୬ ସପ୍ତାହ ମଧ୍ୟରେ ମହିଳା ଜଣଙ୍କ ସିଇଓ ପଦ ସମ୍ଭାଳିବେ ବୋଲି ମସ୍କ ଘୋଷଣା କରିଛନ୍ତି । କିନ୍ତୁ ମହିଳାଙ୍କ ନାମ ସେ ଏପର୍ଯ୍ୟନ୍ତ ଘୋଷଣା କରି ନାହାନ୍ତି ।
ଜଣେ ମହିଳା ସିଇଓ ଟ୍ୱିଟରର ସିଇଓ ପଦ ସମ୍ଭାଳିବେ। ଆଗାମୀ ୬ ସପ୍ତାହ ମଧ୍ୟରେ ମହିଳା ଜଣଙ୍କ ସିଇଓ ପଦ ସମ୍ଭାଳିବେ ବୋଲି ଏଲନ ମସ୍କ ଘୋଷଣା କରିଛନ୍ତି ।
ଖୁବ୍ଶୀଘ୍ର ଟ୍ୱିଟରରେ ନୁଆ ଫିଚର ସାମିଲ ହେବାକୁ ଯାଉଛି। ମାଇକ୍ରୋ ବ୍ଲଗିଂ ପ୍ଲାଟ୍ଫର୍ମ ଟ୍ୱିଟରର ସିଇଓ ତଥା ବିଜ୍ନେସ୍ମ୍ୟାନ୍ ଏଲନ ମସ୍କ ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ପୁଣି ନୂଆ ନିୟମ ଆଣିଲେ ଏଲନ ମସ୍କ । ଫିଚର ଅପଡେଟ୍ ହେବା ନେଇ ଦେଲେ ସଙ୍କେତ । ନୂଆ ଫିଚରକୁ ନେଇ ମସ୍କ କହିଛନ୍ତି, ମିଡିଆ ଅର୍ଗାନାଇଜେସନ୍ ଓ ପବ୍ଲିକ୍ ଉଭୟଙ୍କ ଲାଗି ଏହା ବଡ଼ ବିଜୟ ହେବାକୁ ଯାଉଛି । ଟ୍ୱିଟରର ଅଫିସିଆଲ ଆକାଉଣ୍ଟରୁ ଟ୍ୱିଟ୍ କରି ଜଣାଇଛନ୍ତି କି, ସାରା ବିଶ୍ୱର କ୍ରିଏଟର୍ସ ଏବେ ସାଇନ୍ ଅପ୍ କରି ପାରିବେ ଏବଂ ଟ୍ବିଟରରେ ଆୟ କରିପାରିବେ...।
ଅମିତାଭଙ୍କ ଏହି ପୋଷ୍ଟରେ କିଛି ନକରାତ୍ମକ କମେଣ୍ଟ ମଧ୍ୟ ରହିଥିବା ଦେଖାଯାଇଛି ।
ବିନା ମୂଲ୍ୟରେ ବ୍ଲୁ ଟିକ୍ ମିଳିବ । ହେଲେ କେଉଁ କେଉଁ ବ୍ୟକ୍ତିଙ୍କୁ ମିଳିପାରିବ...ଜାଣନ୍ତୁ...
ଫେସବୁକ୍ ହେଉ ବା ଟ୍ୱିଟର କିମ୍ବା ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ, ସବୁଠି ବ୍ଲୁ ଟିକ୍ ମାର୍କ ପାଇବା ସମସ୍ତଙ୍କ ପାଇଁ ସ୍ୱପ୍ନ । ତେବେ ଯେଉଁମାନେ ଟ୍ୱିଟର୍ ବ୍ଲୁରେ ସବସ୍କ୍ରିପସନ୍ କରିନଥିବେ କିମ୍ବା ବ୍ଲୁ ଟିକ୍ ପାଇଁ ଟଙ୍କା ପଇଠ କରିନଥିବେ, ତାଙ୍କ ଆକାଉଣ୍ଟରୁ ଆଜିଠୁ ବ୍ଲୁ ଟିକ୍ ହଟିଯିବ ।
ଗତ କିଛି ମାସ ଧରି ଏଲନଙ୍କ ସମୟ ଖୁବ ଖରାପ ଚାଲିଥିଲା । କିନ୍ତୁ ସେ ଏହା ମଧ୍ୟ କହିଛନ୍ତି ଯେ, ଟ୍ୱିଟରକୁ କିଣିବା ନିଷ୍ପତ୍ତି ସଠିକ୍ ଥିଲା ।
୩ ଦିନ ବି ରହିପାରିଲା ନାହିଁ ଡଗି । ପୁଣି ନୀଳ ପକ୍ଷୀକୁ ଫେରାଇ ଆଣିଲେ ଏଲନ୍ ମସ୍କ ।
ବିଳମ୍ବିତ ରାତିରେ ଟ୍ୱିଟରରେ ବଡ ପରିବର୍ତ୍ତନ । ଟ୍ୱିଟର ଆକାଉଣ୍ଟରେ ନୀଳ ପକ୍ଷୀ ବଦଳରେ ଏକ କୁକୁର (ଡଗି)କୁ ଦେଖିବାକୁ ମିଳିଥିଲା । ଏହା ଦେଖି ୟୁଜର୍ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ।
ମସ୍କ ଏକ ବଡ଼ ଘୋଷଣା କରିଛନ୍ତି । ଯେଉଁମାନେ ପୂର୍ବରୁ ଟ୍ୱିଟର୍ରେ ବ୍ଲୁ ଟିକ୍ ପାଇଛନ୍ତି ଏବଂ ସବ୍ସ୍କ୍ରିପସନ୍ ପାଇଁ ଟଙ୍କା ଦେଇନାହାନ୍ତି, ଏପ୍ରିଲ୍ରୁ ସେମାନଙ୍କ ଆକାଉଣ୍ଟରେ ଆଉ ବ୍ଲୁ ଟିକ୍ ରହିବ ନାହିଁ ।
ଏଲନଙ୍କ ବ୍ୟବସାୟ ବଢ଼ିଚାଲିଥିବା ବେଳେ ଗୌତମଙ୍କ ବ୍ୟବସାୟ ଲଗାତର କ୍ଷତି ସହୁଛି । ନିକଟରେ ବ୍ଲୁମବର୍ଗର ଏକ ରିପୋର୍ଟ ପ୍ରକାଶ ପାଇଛି । ଯେଉଁଥିରେ ଏଲନ୍ ମସ୍କ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ହୋଇଥିବା କୁହାଯାଇଛି ।
ଗତ କିଛି ଦିନ ମଧ୍ୟରେ ଏଲନ୍ ମସ୍କଙ୍କ ସମ୍ପତ୍ତି ପାଖାପାଖି ୨୦୦ ବିଲିୟନ୍ ତଳକୁ ଖସିଯାଇଛି ।
ଗିନିଜ ୱାର୍ଲ୍ଡ ରେକର୍ଡ କରିଛନ୍ତି ଟେସ୍ଲା ଏବଂ ସ୍ପେସ୍ ଏକ୍ସ ସିଇଓ ଏଲନ୍ ମସ୍କ। ଲାଭରେ ନୁହେଁ ବରଂ ସର୍ବାଧିକ କ୍ଷତି ସହିବାରେ ୱାର୍ଲ୍ଡ ରେକର୍ଡ କରିଛନ୍ତି ସେ। କାହିଁକି ଏମିତି ହେଲା ଆସନ୍ତୁ ଜାଣିବା…
ଟ୍ୱିଟର୍ର ୱେବ୍ ଭର୍ସନକୁ ସାଇନ୍ ଇନ୍ରେ ଏରର୍ ନୋଟିସ୍ ଆସୁଥିବା ଦେଖିବାକୁ ମିଳିଛି। ଆଜି ଭୋର ସମୟରେ ଲଗ୍ ଇନ୍ ବେଳେ କିଛି ୟୁଜର୍ସଙ୍କୁ ସାଇନ୍ ଇନ୍ରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା।
ଏଭଳି କିଛି ଟ୍ୱିଟ୍କୁ ନେଇ ଏବେ ସୋସିଆଲ ମିଡିଆରେ ଝଡ଼ ସୃଷ୍ଟି ହୋଇଛି ।
ଟ୍ୱିଟର(Twitter)କୁ କିଣିବା ପରେ ଏଲନ୍ ମସ୍କ (Elon Musk)ଙ୍କୁ ନେଇ ଚର୍ଚ୍ଚା ଆହୁରି ଜୋର ଧରିଛି। କେତେବେଳେ ଛଟେଇ ତ ଆଉ କେତେବେଳେ ଅଫିସ୍ରେ କଟକଣା, ପୁଣି କେତେବେଳେ ଟ୍ୱିଟ୍କୁ ନେଇ ୟୁଜରଙ୍କ ଉପରେ କଟକଣା।
ଟ୍ୱିଟରରେ ବ୍ଲୁ-ଟିକ୍ ପାଇବା ପାଇଁ ୮ ଡଲାର ଦେବାକୁ ହେଉଛି । ଯିଏ ମାସିକ ଆଠ ଡଲାର ବା ଭାରତୀୟ ମୁଦ୍ରା ଅନୁସାରେ ୬୬୨ ଟଙ୍କା ଦେବ ସେମାନଙ୍କ ପାଇଁ ଟ୍ୱିଟରରେ ବ୍ଲୁ-ଟିକ୍ ଉପଲବ୍ଧ ହେବ ।
ପ୍ରୋଫାଇଲ ଭେରିଫାଇ ହେବା ପରେ ବ୍ଲୁ ଟିକ୍ ରହିବ।
ଫୋବର୍ସ ତାଲିକାରେ ଏଲନ୍ ମସ୍କ ବିଶ୍ୱର ପ୍ରଥମ ଧନୀ ଥିବା ବେଳେ ଏବେ LVMH ର ମୁଖ୍ୟ କାର୍ଯ୍ୟନିର୍ବାହୀ ବର୍ନାର୍ଡ ଆର୍ନାଲ୍ଟ ପ୍ରଥମ ସ୍ଥାନ ନେଇଛନ୍ତି ।
ସାନ୍ଫ୍ରାନସିସ୍କୋରେ ଥିବା ଟ୍ୱିଟର ହେଡ୍ ଅଫିସ୍ର ଅଧିକାଂଶ ଫ୍ଲୋରକୁ ବେଡ୍ରୁମ୍ ଭଳି ସଜାଇଛନ୍ତି ଏଲନ୍ ।
ଲକ୍ଷ ଲକ୍ଷ ଟଙ୍କାର ବିଲ୍ ଦେବାକୁ ମନା କରିଦେଲେ ଏଲନ୍, ଟ୍ରାଭେଲ୍ ଭେଣ୍ଡରଙ୍କ ମୁଣ୍ଡରେ ଚଡ଼କ ।
ଡୋନାଲ୍ଡ ଟ୍ରମ୍ପଙ୍କ ଟ୍ୱିଟର ଆକାଉଣ୍ଟକୁ ଆକ୍ଟିଭ କରିବା ପରେ ଟ୍ରମ୍ପଙ୍କ ସମର୍ଥକ ଏବଂ ବିରୋଧୀମାନେ ମୁହାଁମୁହିଁ ହୋଇଛନ୍ତି। ଏଭଳି ପରିସ୍ଥିତିରେ ଏଲନ୍ ମସ୍କ ଟ୍ୱିଟର୍ ଓ ଟେସଲାର ସିଇଓ ପଦରୁ ଇସ୍ତଫା ଦେବାକୁ ନେଇ କଳ୍ପନାଜଳ୍ପନା ଚାଲିଛି।
ଟ୍ୱିଟରର ନୂଆ ମାଲିକ ଏଲନ ମସ୍କ ନୂଆ ଟ୍ୱିଟର ନୀତି ଘୋଷଣା କରିଛନ୍ତି। ଟ୍ୱିଟରର ମାଲିକାନା ନେବା ପରେ ଏହାକୁ ନୂଆ ରୂପ ଦେବାକୁ ମସ୍କ ପ୍ରୟାସ କରିଛନ୍ତି।