ଆଜି ଆମେ ଆପଣଙ୍କୁ ଏମିତି ଜଣେ ବ୍ୟବସାୟୀଙ୍କ ବିଷୟରେ କହିବାକୁ ଯାଉଛୁ ଯିଏକି EMIରେ ଆମ୍ବ ବିକ୍ରି କରୁଛନ୍ତି । ବଜାରରେ ଆମ୍ୱର ଦାମ୍ ଅଧିକ ଥିବାରୁ ଗ୍ରାହକଙ୍କୁ EMIରେ ଆମ୍ବ ଯୋଗାଇଦେଉଛନ୍ତି ବ୍ୟବସାୟୀ ଜଣକ ।
ପୁଣି ରେପୋ ରେଟ୍ ବୃଦ୍ଧି ପରେ ଜନତାଙ୍କୁ ଝଟ୍କା ଲାଗିଛି। ରେପୋ ରେଟ୍ ବୃଦ୍ଧି ପରେ ମହଙ୍ଗା ହେବ ଋଣ। ହୋମ୍ ଲୋନ୍(Home Loan), ଗାଡ଼ି ଲୋନ୍ ସମେତ ସମସ୍ତ ପ୍ରକାରର ଋଣ ମହଙ୍ଗା ହେବ।
EMI ଋଣ ସଠିକ୍ ଟାଇମ୍ରେ ନଦେଲେ ତାହା ଆପଣଙ୍କୁ ଭବିଷ୍ୟତରେ ମହଙ୍ଗା ସାବ୍ୟସ୍ତ ହୋଇପାରେ ।
ରେପୋ ରେଟ୍ ୦.୫୦% ବଢ଼ାଇବା ଲାଗି ନିଷ୍ପତ୍ତି ନିଆଯାଇଛି। ରେପୋ ରେଟ୍ ବୃଦ୍ଧି ଯୋଗୁ EMI ଓ ଋଣ ମହଙ୍ଗା ହେବ ବୋଲି ସୂଚନା ମିଳିଛି।
ଋଣ ଉପରେ ଗ୍ରାହକଙ୍କୁ ଗଣିବାକୁ ପଡ଼ିବ ଅଧିକ ସୁଧ । ଗତକାଲି RBI ରେପୋ ରେଟ ୦.୪ ପ୍ରତିଶତ ବା ୪୦ ବେସିସ ପଏଣ୍ଟ ବଢାଇବା ପରେ ସୁଧ ବଢିବା ନିଶ୍ଚିତ ହୋଇଛି ।