ଗତକାଲି ଆତଙ୍କବାଦୀମାନେ ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ କରିଥିଲେ। ସହିଦ ୫ ଯବାନଙ୍କ ମଧ୍ୟରେ ଓଡ଼ିଆ ଯବାନ ଲାନ୍ସ ନାଏକ ଦେବାଶିଷ ବିଶ୍ୱାଳ ଅଛନ୍ତି। ଦେବାଶିଷଙ୍କ ବିୟୋଗ ଖବର ପାଇବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ପୁଣି ଆଉ ଏକ ଷଡ଼ଯନ୍ତ୍ର ପଣ୍ଡ । ସିଧରାରେ ଲୁଚି ରହିଥିବା ତିନି ଆତଙ୍କବାଦୀଙ୍କୁ ନିପାତ କଲା ସେନା ।
ଜମ୍ମୁ ଓ କାଶ୍ମୀର ପୁଲଓ୍ବାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା...
ସାମ୍ନାକୁ ଆସିଲା ଜାମ୍ମୁ ଓ କାଶ୍ମୀରର ସୁଞ୍ଜଓ୍ୱାନା କ୍ୟାଣ୍ଟନମେଣ୍ଟ ରାସ୍ତାରେ ଆତଙ୍କବାଦୀଙ୍କ ବର୍ବର କାଣ୍ଡର ଭିଜୁଆଲ । ରାତି ଅଧରେ କିଭଳି ଆତଙ୍କବାଦୀମାନେ ସିଆଇଏସ୍ଏଫ୍ ଯବାନଙ୍କ ଗାଡ଼ିକୁ ଅଟକାଇ ଟାର୍ଗେଟ କରି ଆଖିବୁଜା ଗୁଳିମାଡ଼ କଲେ ସେହି ଆକ୍ରମଣର ପୁରା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।
ଜାମ୍ମୁ କାଶ୍ମୀରର ସୁଞ୍ଜଓ୍ୱାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାତୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।
ଏନ୍କାଉଣ୍ଟରେ ସହିଦ୍ ହେଲେ ୨ ଯବାନ୍ । ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ମେନ୍ଧାର ସବ ଡିଭିଜନର ନାର ଖାସ ଜଙ୍ଗଲରେ ଚାଲିଥିବା ଏକ ଆତଙ୍କବାଦୀ ବିରୋଧୀ ଅଭିଯାନ ବେଳେ ୨ଜଣ ଯବାନ ସହିଦ୍ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।
ଏନକାଉଣ୍ଟରରେ ୩ ଜଣ ଦୁର୍ଦ୍ଦାନ୍ତ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ଶୋପିଆନ୍ରେ ଆଜି ସକାଳେ ଏକ ଏନ୍କାଉଣ୍ଟର ହୋଇଥିଲା । ସୁରକ୍ଷା କର୍ମୀଙ୍କ ଦ୍ୱାରା କରାଯାଇଥିବା ଏହି ଏନକାଉଣ୍ଟରରେ ଲଶ୍କର-ଇ-ତାଇବାର ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ଜମ୍ମୁ-କାଶ୍ମୀର ବାରମୁଳା ଜିଲ୍ଲାର ସୋପାରରେ ଆଜି ସେନା-ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଆତଙ୍କୀଙ୍କ ମୁଣ୍ଡ ଗଡ଼ାଇଛନ୍ତି ସୁରକ୍ଷାକମୀ
ଜମ୍ମୁ-କାଶ୍ମୀରର ପୁଲ୍ୱାମାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟର ଲସ୍କର-ଇ-ତୋଇବା କମାଣ୍ଡର ଅବୁ ହୁରାଇରା ଓ ଆଉ ୨ ଜଣ ଆତଙ୍କବାଦୀ ଅଛନ୍ତି।
ଜାମ୍ମୁ-କାଶ୍ମୀରର ପୁଲଓ୍ୱାମା ପୁଚାଲ ଅଞ୍ଚଳରେ ହୋଇଛି ଏନ୍କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।