ଚାକିରିଆଙ୍କ ପାଇଁ ଖୁସି ଖବର। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ(ଇପିଏଫ୍ଓ) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। EPFOର ମାସିକ ବେତନ ସୀମାକୁ ୧୫,୦୦୦ ଟଙ୍କାରୁ ବୃଦ୍ଧି କରି ୨୧,୦୦୦ ଟଙ୍କା କରିବା ଲାଗି ପ୍ରସ୍ତାବ ଦିଆଯାଇଛି।