ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଇଥାନଲ୍ରେ ଚାଳିତ ଗାଡ଼ି ଲଞ୍ଚ କରିଛନ୍ତି ।