ପାଣିକୋଇଲିରେ ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପା ସହାୟତା ରାଶି ବୃଦ୍ଧି ହୋଇଛି। ଡ୍ୟୁଟି ସମୟରେ ମୃତ୍ୟୁ ଘଟିଲେ ୧୦ ଲକ୍ଷ ଟଙ୍କାର ସହାୟତା ମିଳିବ।