ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ଆମ୍ବକୁ ବଜାରରୁ ଆଣିବା ପରେ ଏହାକୁ ସଠିକ ଭାବେ ଧୋଇ କରି ଖାଆନ୍ତୁ । କାରଣ ସାଧାରଣତଃ ଆମ୍ୱ ପଚାଇବାକୁ କ୍ୟାଲସିୟମ୍ କାର୍ବାଇଡ୍ ନାମକ ଏକ ରାସାୟନିକ ପଦାର୍ଥର ବ୍ୟବହାର କରାଯାଏ ।
ଆମ୍ବ ସୁସ୍ୱାଦୁ ଫଳ ମଧ୍ୟରେ ଗୋଟିଏ। ଦୁନିଆରେ ଅନେକ ପ୍ରକାରର ଆମ୍ବ ରହିଛି। ଏହାରି ଭିତରେ ଏମିତି ଏକ ଆମ୍ବ ରହିଛି ଯାହାର ମୂଲ୍ୟ ଜାଣିଲେ ଖାଇବା ତ ଦୂରର କଥା ଆପଣ ଏହାକୁ ନେଇ ସ୍ୱପ୍ନ ବି ଦେଖିବା ଭୁଲିଯିବେ। ଭାରତରେ କେଉଁଠି ମିଳେ ଆସନ୍ତୁ ଜାଣିବା।