ଆପଣଙ୍କୁ ଅଜଣା ନମ୍ବରରୁ କଲ୍ ଆସୁଛି କି ? ସମ୍ପର୍କୀୟଙ୍କ ପରିଚୟ ଦେଇ ପଇସା ମାଗୁଛନ୍ତି କି ? ତେବେ ହୋଇ ଯାଆନ୍ତୁ ସାବଧାନ ! କାରଣ ସାଇବର ଠକେଇର ହୋଇପାରନ୍ତି ଶିକାର ।
ବଢ଼ି ଚାଲିଛି ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍ । ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍ ପରେ ବଢ଼ିଲା ଛନକା ।
ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ଚାଲିଥିଲା ପ୍ରି ପ୍ଲାନ । ଚଢ଼ାଉ କଲା କମିଶନରେଟ ପୋଲିସର ସାଇବର ଟିମ୍ ।
କିଏ କରିଥିଲା ଅଶ୍ଳୀଳ ଭିଡିଓ ? ଜାଣିଲେ ହେବେ ତାଜୁବ୍
ଲୋକଙ୍କୁ ଯେଉଁଠି ସହାୟତା ମିଳିବା କଥା ସେଠି କିଛି ଲୋକେ ଜାଣିଶୁଣି ୧୦୮ ନମ୍ବରକୁ କଲ୍ କରି ଟେଲି କଲର୍ଙ୍କ ସହ ଇଆଡ଼ୁ ସିଆଡ଼ୁ ଗପିବା ସହ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ୍ କରୁଛନ୍ତି।
କରୋନା କାଳରେ କୋଭିଡ୍ ହେଲ୍ପଲାଇନ୍ ନମ୍ବରର ଧଜ୍ଜିଆ ଉଡାଉଛନ୍ତି ଲୋକେ । ଜରୁରୀକାଳୀନ ସେବା ସହ ଜଡ଼ିତ ୧୦୪ କୁ ଫୋନ୍ କରି କିଏ ପ୍ରେମଗୀତ ଶୁଣାଉଛନ୍ତି ତ ଆଉ କିଏ କହୁଛନ୍ତି ଆଇ ଲଭ୍ ୟୁ ।
ଭାରତୀୟ ନିରାପତ୍ତା ବଳକୁ ପ୍ରତି ଦିନ ‘ଫେକ୍ କଲ୍ ଆସୁଛି । ଭାରତୀୟ ସଶସ୍ତ୍ର ବାହିନୀର ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଇ ଯବାନଙ୍କୁ କଲ କରାଯାଉଛି । ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଇବାରେଳ ଲାଗିଛି ।