• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Family Ostracised For Going To Court

Family Ostracised For Going To Court
ଯଦି ବାହାହେବ ଗାଁ ଭିତରେ ନହେଲେ ପୁରା ପରିବାର ବାସନ୍ଦ

ନିଜ ଜାତିର ଝିଅଙ୍କୁ ବିବାହ କରି ଗାଁରୁ ବାସନ୍ଦ ୧୦୦ରୁ ଅଧିକ ପରିବାର । ଯଦି ବାହାହେବ ଗାଁ ଭିତରେ, ନହେଲେ ପୁରା ପରିବାରକୁ ବାସନ୍ଦ। ଅନ୍ୟ ଗାଁରେ ବିବାହ ମନା । ପୁଅ ହୁଅନ୍ତୁ କି ଝିଅ, ଯୋଗ୍ୟତା ଯାହାବି ହେଉ, ନିର୍ଦ୍ଦିଷ୍ଟ ଅଞ୍ଚଳ ବାହାରେ ବିବାହ କଲେ ବାସନ୍ଦ ।