ବଲିଉଡ୍ ଇଣ୍ଡଷ୍ଟ୍ରିରେ କ୍ୟାରିୟର କରିବା ସହଜ ନୁହେଁ। ଏଠାରେ, ସାଧାରଣ ଲୋକ ହୁଅନ୍ତୁ କି ଷ୍ଟାରକିଡ୍ ହୁଅନ୍ତୁ, ସଫଳତା ପାଇବା ପାଇଁ ସମସ୍ତଙ୍କୁ କଠିନ ପରିଶ୍ରମ କରିବାକୁ ପଡେ। ଆଜି ଆମେ ଆପଣଙ୍କୁ ଏପରି ଜଣେ ଅଭିନେତାଙ୍କ ବିଷୟରେ କହିବୁ ଯିଏ ଜଣେ ସୁପରଷ୍ଟାରଙ୍କ ପୁଅ ହୋଇଥିଲେ ମଧ୍ୟ ଇଣ୍ଡଷ୍ଟ୍ରିରେ ନିଜର କରାମତି ଦେଖାଇ ପାରିଲେ ନାହିଁ ।
୨୦ ରୁ ୨୩ କୋଟି ଟଙ୍କାରେ ନିର୍ମିତ ସଲମାନ ଖାନ୍ଙ୍କ 'ନୋ ଏଣ୍ଟ୍ରି' ୭୫ କୋଟି ଟଙ୍କା ରୋଜଗାର କରି ବ୍ଲକ୍ବଷ୍ଟର୍ ଚଳଚ୍ଚିତ୍ରର ଆଖ୍ୟା ଅର୍ଜନ କରିଥିଲା। ବର୍ତ୍ତମାନ ଖବର ଆସୁଛି ଯେ ଏହି ଫିଲ୍ମର ସିକ୍ୱେଲ ‘ନୋ ଏଣ୍ଟ୍ରି-୨’ ତିଆରି ହେବାକୁ ଯାଉଛି। ଏଥିରେ କିନ୍ତୁ ଭାଇଜାନଙ୍କୁ ଦେଖିବାକୁ ମିଳିବନି।
୯୦ ଦଶକରେ ତାଙ୍କର ସୁନ୍ଦର ଚେହେରା ଏବଂ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ଫରଦ୍ଦିନ ଖାନ୍। କିନ୍ତୁ ତା’ପରେ ହଠାତ୍ ସେ ଚଳଚ୍ଚିତ୍ର ଜଗତରୁ ଏପରି ଭାବରେ ଅଦୃଶ୍ୟ ହୋଇଗଲେ ଯେ କାହାରି ପାଖରେ କୌଣସି ଖବର ନଥିଲା। ହେଲେ କାହିଁକି…