କଳାହାଣ୍ଡି ଗୋଲାମୁଣ୍ଡା ବ୍ଲକ ଡୋକରିପଡ଼ା ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ସଂଧ୍ୟା ବେଳେ ଏକ ଭ୍ୟାନରେ ପ୍ରାୟ ୫୦ରୁ ଅଧିକ ଶ୍ରମିକ ଚାଷ ଜମିରୁ କାମ ସାରି ଘରକୁ ଫେରୁଥିଲେ ।
ଧାନ ବିକ୍ରି ଚିନ୍ତା ଭିତରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକି ସରକାରୀ ମଣ୍ଡି ବ୍ୟବସ୍ଥାର ଅସଲ ମୁଖା ଖୋଲି ଦେଇଛି।
କେନାଲରୁ ବାହାରିବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ପାଣି ସୁଅରେ ସେ ଭାସି ଯାଇଥିଲେ। କମ୍ବେଶ୍ୱର ୬ମାସ ପୂର୍ବରୁ ବିବାହ କରିଥିଲେ। ତାଙ୍କ ଅକାଳ ମୃତ୍ୟୁରେ ଗାଁ ରେ ଶୋକର ଛାୟା ଖେଳିଯାଇଛି। କମ୍ବେଶ୍ୱରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ କସିଛନ୍ତି।