• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Farmer Protest

Mandi
କଟ୍‌ନୀ ଛଟ୍‌ନୀ ବିରୋଧରେ ଚରମ ଅସନ୍ତୋଷ, ପାଟିରେ ପାଳ ଧରି ହାତ ବାନ୍ଧି ଚାଷୀଙ୍କ ପ୍ରତିବାଦ

ବିରୋଧୀ କହିଲେ ଚାଷୀ ମାରଣରେ ମାତିଛନ୍ତି ରାଜ୍ୟ ସରକାର । ଏ ସରକାର ଅମଳରେ ମଣ୍ଡିରୁ ଧାନ ସଂଗ୍ରହ ଠିକ୍ ଭାବେ ଚାଲିଛି କହିଲା ବିଜେଡି ।

Not ending the Chapter of Poor sales
ଚାଷୀ ପିଠିରେ ଅଭାବୀ ବିକ୍ରିର ପ୍ରହାର; ତା’ କଥା କିଏ ବୁଝିବ…

ଅମଳ ଋତୁ ଆରମ୍ଭରୁ ଚାଷୀ ପିଠିରେ ପଡିଛି ଅଭାବୀ ବିକ୍ରିର ପ୍ରହାର। ବନ୍ୟା, ବାତ୍ୟା, ବିପର୍ଯ୍ୟୟରୁ ବଞ୍ଚାଇ ଚାଷୀ ନିଜ ଅସାଧ୍ୟ କଷ୍ଟ ଓ କୌଶଳ ବଳରେ ଯେଉଁ ସୁନା ଫଳେଇଛି ତା’ର ମୂଲ୍ୟ ବୁଝିବାକୁ କେହି ନାହିଁ।

Scuffle Erupts Between Police & Farmers In Front Of Naveen Niwas
ନବୀନ ନିବାସ ଆଗରେ କୃଷକ-ପୋଲିସ୍‌ ଠେଲାପେଲା

ଭୁବନେଶ୍ୱରରେ ନବ ନିର୍ମାଣ କୃଷକ ସଂଗଠନର ଜୋରଦାର ଆନ୍ଦୋଳନ ଦେଖିବାକୁ ମିଳିଛି। ଆନ୍ଦୋଳନକାରୀମାନେ ନବୀନ ନିବାସ ଯିବା ବାଟରେ ପୋଲିସ୍‌ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

Padmapur Bypoll
ନିର୍ବାଚନୀ ପ୍ରଚାରରେ କମ୍ପୁଛି ପଦ୍ମପୁରର ଗଳିକନ୍ଦି; ଚାଷୀ ଭୋଟ୍‌ ହାତେଇବାକୁ ସବୁଦଳର ଅଙ୍କକଷା

ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।

Farmer Protest
ଠକିଦେଲା ପ୍ରଶାସନ! ପ୍ରତିଶ୍ରୁତି ଦେଇ ବି ମିଳିଲାନି ବୀମା ଟଙ୍କା

ଗତ ବର୍ଷ ବଲାଙ୍ଗିର ଜିଲ୍ଲାରେ ବ୍ୟାପକ ମରୁଡି ହୋଇଥିଲା । ସେ ସମୟରେ ଜିଲ୍ଳାର ହଜାର ହଜାର ଚାଷୀ ଲକ୍ଷ ଲକ୍ଷ ଟଙ୍କା ଡିପୋଜିଟ କରି ପ୍ରଧାନମନ୍ତ୍ରୀ ଫସଳ ବୀମା କରିଥିଲେ । କିନ୍ତୁ ଏ ପର୍ଯ୍ୟନ୍ତ ଜିଲ୍ଳାର ୧୦୪ ଟି ପଂଚାୟତର ଚାଷୀଙ୍କୁ କୃଷି ବୀମା ଟଙ୍କା ମିଳିନାହିଁ ।

Protest
ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରାଯାଉଛି ।

Farmer Protest
ଧାନବସ୍ତା ରଖି ଗଣତନ୍ତ୍ର ଦିବସ ପାଳିଲେ ଚାଷୀ

ମଣ୍ଡିରୁ ଧାନ ନଉଠିବା ନେଇ ରାଜ୍ୟବ୍ୟାପୀ ତେଜିବାରେ ଲାଗିଛି ଚାଷୀ ଆନ୍ଦୋଳନ।

farmer Protest
କେନ୍ଦ୍ର ପ୍ରସ୍ତାବରେ ସହମତ କୃଷକ, ଆନ୍ଦୋଳନରୁ ଓହରିବେ ଚାଷୀ !

ସୂଚନା ଅନୁସାରେ, କେନ୍ଦ୍ର ସରକାରଙ୍କ ଏହି ୩ଟି ନୂଆ ଆଇନ ବିରୋଧରେ ତେଜିଥିଲା ପ୍ରତିବାଦ । ବିରୋଧୀଙ୍କ ହୋହାଲ୍ଲା ଭିତରେ ଉକ୍ତ ୩ଟି ଯାକ କୃଷି ବିଲ୍ ପାର୍ଲାମେଣ୍ଟରେ ପାସ୍ ହୋଇଥିଲା ।

Sarabjit
ସିଂଘୁ ସୀମାରେ ଯୁବକଙ୍କୁ ହତ୍ୟା ଘଟଣା: ୭ ଦିନ ରିମାଣ୍ଡରେ ସରବଜିତ, ଆସିଲା ନୂଆ ମୋଡ଼

ଚାଷୀ ଆନ୍ଦୋଳନ ସ୍ଥଳ ସିଂଘୁ ସୀମାରେ ଯୁବକଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସରବଜିତ ସିଂଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ । ଆଜି ତାକୁ ସୋନିପତର ଏକ କୋର୍ଟରେ ହାଜର କରାଯାଇଥିଲା ।

Singhu Border
ଚାଷୀଙ୍କ ଆନ୍ଦୋଳନ ସ୍ଥଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଧର୍ମୀୟ ଆଧାରରେ କରାଯାଇଛି ହତ୍ୟା !

ହରିଆଣା-ଦିଲ୍ଲୀ ସିଂଘୁ ସୀମାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ଯେଉଁ ସ୍ଥାନରେ କୃଷକମାନେ ଆନ୍ଦୋଳନ କରୁଛନ୍ତି ଠିକ୍‌ ସେହି ସ୍ଥାନରୁ ହିଁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

Farmer Protest
ପୁଣି ଚାଷୀ ଓ ସୁରକ୍ଷାକର୍ମୀ ଧସ୍ତାଧସ୍ତି

ହରିୟାଣାରେ ପୁଣି ଚାଷୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌଟାଲାଙ୍କ ବିରୋଧରେ ଆନ୍ଦୋଳନ ଜାରି ରଖିଛନ୍ତି ଚାଷୀ । ଝଜ୍ଜରରେ ଦୁଶ୍ୟନ୍ତଙ୍କ କାର୍ଯ୍ୟକ୍ରମ ଥିବାବେଳେ ଏହାକୁ ବିରୋଧ କରି ପ୍ରତିବାଦ କରିଥିଲେ ଚାଷୀ ।

BJD protest
ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ

ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ। ରାଜଭବନ ଆଗରେ ବିଜୁ କୃଷକ ଜନତା ଦଳର କେନ୍ଦ୍ର କରୁଥିବା ଅବହେଳା ଅଭିଯୋଗରେ ବିକ୍ଷୋଭ।

Farmer Protest
ୟୁରିଆ ପାଇଁ ଚାଷୀଙ୍କ ରାସ୍ତାରୋକ୍, ବିଜେପି ବି ସାମିଲ

ୟୁରିଆ ସାର ପାଇଁ ଚାଷୀଙ୍କ ରାସ୍ତାରୋକ୍ । ନବରଙ୍ଗପୁର ଜିଲ୍ଲାର ଗାନ୍ଧି ଛକ ନିକଟରେ ଶତାଧିକ ଚାଷୀ ଏବଂ ଜିଲ୍ଲା ବିଜେପି ଏହି ଧାରଣାରେ ସାମିଲ ହୋଇଥିଲେ ।

farmer-2
କୃଷି ଆଇନ୍‌ ଉଠାଇ ନେବାକୁ କେନ୍ଦ୍ର ସରକାରଙ୍କୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସମୟ ଦେଲେ ଚାଷୀ

ନୂଆଦିଲ୍ଲୀ: ସରକାର ଯଦି ସମାଧାନ ନ ବାହାର କରନ୍ତି ତେବେ ଗାନ୍ଧି ଜୟନ୍ତୀ ପର୍ଯ୍ୟନ୍ତ କୃଷକ ଆନ୍ଦୋଳନ ଚାଲିବ। ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନର ନେତା ରାକେଶ ଟିକାୟତ କହିଛନ୍ତି। ଆଜି ଦିଲ୍ଲୀ-ଉତ୍ତରପ୍ରଦେଶ ଗାଜି ବୋର୍ଡରରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ଏପରି କହିଛନ୍ତି ଚାଷୀ ନେତା ରାକେଶ ଟିକାୟତ। ସେ କହିଛନ୍ତି ଯେ ଚାପରେ ରହି ଆମେ କୌଣସି ଆଲୋଚନା କରିବାକୁ ଚାହୁଁନାହୁଁ। ନୂଆ କୃଷି ଆଇନ୍ […]

Greta-Thunberg
ଗ୍ରେଟା ଚାଷୀ ଆନ୍ଦୋଳନ ସମ୍ପର୍କିତ ଟୁଲ୍‌କିଟ୍‌ ଶେୟାର କରିବା ପରେ ଦିଲ୍ଲୀ ପୋଲିସର ମାମଲା

ନୂଆଦିଲ୍ଲୀ: ଭାରତର ଚାଷୀ ଆନ୍ଦଳନକୁ ସମର୍ଥନ କରି ସ୍ୱିଡେନ୍‌ର ୧୮ ବର୍ଷିୟା ପରିବେଶବିତ୍ ଗ୍ରେଟା ଥନବର୍ଗ‌ ଆନ୍ଦୋଳନ ସମ୍ପର୍କିତ ଏକ ଟୁଲ୍‌କିଟ୍‌ ଶେୟାର କରିବା ପରେ ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ। ଏ ନେଇ ଦିଲ୍ଲୀ ପୋଲିସ ସ୍ପେଶାଲ କମିଶନର ପ୍ରବୀର ରଂଜନ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଟୁଲକିଟ୍ ଟୁଇଟ୍ ଜରିଆରେ ବିଷମଞ୍ଜି ବୁଣା ଯାଇଥିବା ଦିଲ୍ଲୀ ପୋଲିସ କହିଥିବା ବେଳେ ଏନେଇ ଦିଲ୍ଲୀ ସାଇବର ପୋଲିସ ପକ୍ଷରୁ ମାମଲାର ଯାଞ୍ଚ […]

Farmer Protest
ଜନ୍ତରମନ୍ତରରେ ଚାଷୀ ଆନ୍ଦୋଳନ, ବ୍ୟାପକ ସୁରକ୍ଷାକର୍ମୀ ମୁତୟନ

ଜନ୍ତରମନ୍ତରକୁ ଆସିବାବେଳେ ପୋଲିସ ସେମାନଙ୍କୁ ୩ଟି ସ୍ଥାନରେ ଅଟକ ରଖିଥିଲା। ଅଧିକ ଗହଳି ନ ହେବାକୁ ଦେବା ଲାଗି ଦିଲ୍ଲୀ ପୋଲିସ ସମସ୍ତ ସଂଲଗ୍ନ ରାସ୍ତାରେ ବ୍ୟାରିକେଡ୍ ଲଗାଇଥିଲା।

OTV-KHABAR-CHASI
ଚାଷୀ ଆନ୍ଦୋଳନକୁ ନେଇ ମୁହାଁମୁହିଁ ହେଲେ ସେଲିବ୍ରିଟି

ନୂଆଦିଲ୍ଲୀ: ସରକାରଙ୍କୁ ଚ୍ୟାଲେଞ୍ଜ ଦେବାକୁ ପୁଣି ଚାଷୀଙ୍କ ସଜବାଜ ଆରମ୍ଭ ହୋଇଯାଇଛି। ୬ ତାରିଖରେ ଦେଶବ୍ୟାପୀ ରାଜପଥ ଅବରୋଧ ଲାଗି ବଡ଼ ଧରଣର ଆୟୋଜନ ହେଉଛି। ଆଉ ଏଣେ ସେମାନଙ୍କ ବାଟ ଓଗାଳିବାକୁ ବି ଦିଲ୍ଲୀ ପୋଲିସ ନିଜକୁ ପ୍ରସ୍ତୁତ କରୁଛି। ଗତ ୨୯ରେ ୟୁପିର ମୁଜାଫରନଗର ପରେ ଗତକାଲି ହରିୟାଣାର ଜିନ୍ଦରେ ଅନୁଷ୍ଠିତ ହୋଇଥିଲା ଚାଷୀ ମହାପଞ୍ଚାୟତ। ଚାଷୀ ଆନ୍ଦୋଳନର ନେତୃତ୍ୱ ନେଉଥିବା ଭାରତୀୟ କିଷାନ ୟୁନିୟନ ନେତା ରାକେଶ ସିଂହ ଟିକାୟତ ଏଥିରେ ସାମିଲ […]

Deep Sidhu
କିଏ ଏହି ଅଭିନେତା? ଯାହାଙ୍କ ନାଁରେ ଆସିଛି ଚାଷୀଙ୍କୁ ଉସ୍‌କାଇବା ଓ ହିଂସା ସୃଷ୍ଟି କରିବା ଅଭିଯୋଗ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଚାଷୀମାନଙ୍କ ଟ୍ରାକ୍ଟର ରାଲି ଚାଲିଥିବା ବେଳେ ହଠାତ୍ ଏହା‌ ହିଂସାକାଣ୍ଡର ରୂପ ନେଇଥିଲା। ହିଂସାକାଣ୍ଡରେ ୮ଟି ବସ୍‌ ଓ ୧୭ଟି ପ୍ରାଇଭେଟ୍‌ ଗାଡ଼ିକୁ ଭଙ୍ଗାରୁଜା କରାଯିବା ସହ ଏହି ଘଟଣାରେ ୮୬ ଜଣ ପୋଲିସ୍‌ କର୍ମୀ ଆହତ ହୋଇଥିବା ଦିଲ୍ଲୀ ପୋଲିସ୍‌ କହିଛି। ପାଖାପାଖି ୨ ମାସ ଧରି ଚାଲିଥିବା ଏହି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ହଠାତ୍‌ କାହିଁକି ହିଂସାକାଣ୍ଡର ରୂପ ନେଲା, ଏହାର କାରଣ ଖୋଜା ଚାଲିଛି। ସେପଟେ କିଛି ଚାଷୀ […]

disha-greta
କ’ଣ ଥିଲା ଏହି ଟୁଲ୍‌କିଟ୍‌ରେ ଯାହାକୁ ନେଇ ବିବାଦରେ ଫସିଲେ ଦିଶା ରବି

ନୂଆଦିଲ୍ଲୀ: ଟୁଲ୍‌କିଟ୍ ମାମଲାରେ ଦେଶରେ ପ୍ରଥମଥର ପାଇଁ ଜଣଙ୍କୁ ଗିରଫ କରାଯାଇଛି । ୨୧ ବର୍ଷୀୟା ପରିବେଶବିତ୍ ଦିଶା ରବିଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ୍। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ‘ଗ୍ରେଟା ଥନବର୍ଗ’ କରିଥିବା ଟ୍ୱିଟ୍‌କୁ ଟୁଲ୍‌କିଟ୍ କରିଥିବା ଅଭିଯୋଗ ନେଇ ଏହି ଗିରଫଦାରି ହୋଇଛି। ଦିଲ୍ଲୀ ପୋଲିସର କହିବା ଅନୁଯାୟୀ, ‘ଗ୍ରେଟାଙ୍କ ଟୁଇଟ୍ ପରେ ଏହାକୁ ଦିଶା ପୁଣି ଥରେ ପ୍ରଚାର ପ୍ରସାର କରିଥିଲେ। ଏଥିରେ ଖଲିସ୍ତାନୀଙ୍କୁ ସମର୍ଥନ କରିବା ସହ ଦେଶ ବିରୋଧୀ ଷଡ଼ଯନ୍ତ୍ର […]