ରାଜ୍ୟ ସରକାରଙ୍କ ଚାଷୀ ପ୍ରୀତି କେମିତି ରହିଛି ? ତାହାର ଆଉ ଏକ ବଡ଼ ଉଦାହରଣ ହେଉଛି ରାୟଗଡ଼ା ଜିଲ୍ଲାର ଶୀତଳ ଭଣ୍ଡାର । କୋଟି କୋଟି ଟଙ୍କା ଖର୍ଚ୍ଚ କରି ସରକାର ଏହି ଶୀତଳଭଣ୍ଡାର ଛିଡ଼ା କରିଛନ୍ତି ।