• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Farming

Jackfruit Boom
Jackfruit Farming : ସ୍ୱାବଲମ୍ବୀ କରୁଛି ପଣସ ଚାଷ ; ରାଜ୍ୟ ତଥା ରାଜ୍ୟ ବାହାରକୁ ଯାଉଛି ଟନ୍ ଟନ୍ ପଣସ କଠା

ପଣସ ବିକ୍ରୟକରି ଭଲ ଦୁଇ ପଇସା କମାଉଛନ୍ତି ନିୟମଗିରି ବାସିନ୍ଦା । ପ୍ରତିଦିନ ସ୍ଥାନୀୟ ଅଞ୍ଚଳରୁ ରାଜ୍ୟ ତଥା ରାଜ୍ୟ ବାହାରକୁ ପଠାଉଛନ୍ତି ଟନ୍ ଟନ୍ ପଣସ କଠା । କେଜି ପ୍ରତି ୩୦ରୁ ୪୫ ଟଙ୍କାରେ ପଣସ ବିକ୍ରୟକରି ଭଲ ରୋଜଗାର କରୁଛନ୍ତି ଚାଷୀ । ସ୍ଥାନୀୟ ଅଞ୍ଚଳର ପାଣିପାଗ ଚାଷକୁ ସୁହାଉଥିବା ବେଳେ ଜୈବିକ ପଦ୍ଧତି ଚାଷ କରୁଥିବାରୁ ବଜାରରେ ନିୟମଗିରି ପଣସର ବେଶ୍ ଚାହିଦା ରହିଛି ।

Banana Farming Transformed Akbar Into Millionaire
From Losses to Lakhs: କ୍ଷତି ସହୁଥିଲେ ଚାଷୀ, କଦଳୀ ଚାଷ କରିଦେଲା ଲକ୍ଷପତି...

କଦଳୀ ଗଛ ଯେମିତି, କଦଳୀ କାନ୍ଧି ବି ଠିକ୍‌ ସେମିତି । ଦିନେ ଯେଉଁ ଜମିରେ ପାରମ୍ପରିକ ଚାଷ କରି ବାରମ୍ବାର କ୍ଷତି ସହୁଥିଲେ । ଏବେ ସେଇ ଜମି ଆକବରଙ୍କୁ ଲକ୍ଷପତି କରିଛି ।

strawberry
Success Story in Strawberry Farming: ସ୍ବାବଲମ୍ବୀ କରିଛି ଷ୍ଟ୍ରବେରୀ ଚାଷ, ବଣ୍ଡା ଘାଟିରେ ଆର୍ଥିକ ପ୍ରଗତିର ନୂଆ କାହାଣୀ

ସାଧାରଣତଃ ଶୀତ ପ୍ରଧାନ ଅଞ୍ଚଳର ଷ୍ଟ୍ରବେରୀ ଚାଷ ଏଠି ଯେ ସମ୍ଭବ, କିଛି ବର୍ଷ ତଳେ କାହାର ବି ଧାରଣା ନଥିଲା। ହେଲେ ବିଗତ ପ୍ରାୟ ଦୁଇ ବର୍ଷ ହେବ ଏ ଦୁଇ ଜିଲ୍ଲାର ଚାଷୀଙ୍କ ଆର୍ଥିକ ପ୍ରଗତିର ନୂଆ ଆଶା ଓ ଦିଶା ଦେଇଛି ଷ୍ଟ୍ରବେରୀ ଚାଷ।

ଚାନ୍ଦବାଲିର କୁନି ବୈଜ୍ଞାନିକ
Child Scientist: କୁନି ବୈଜ୍ଞାନିକ ତିଆରି କଲେ ଯାନ୍ତ୍ରିକ ଭୂତ...ଦିନ ରାତି ଜଗିବ ଫସଲ

ସବୁଜ ଉପାୟରେ ପୋକ ନିରାକରଣ ଏବଂ ଦିନ ରାତି ଫସଲ ଜଗିବା ସହିତ ଜୀଵ ଜନ୍ତୁଙ୍କୁ ଘଉଡେଇଵ। ଏଥି ସହ ଚାଷୀ ଭିତ୍ତିକ କାର୍ଯ୍ୟରେ ସହାୟକ ହୋଇପାରିବ।

Banker quits job to grow microgreens
Success Story: ଛାଡ଼ିଦେଲେ ବ୍ୟାଙ୍କ ଚାକିରି, ଛୋଟିଆ କୋଠରୀରୁ ମାସିକ ରୋଜଗାର ୫ ଲକ୍ଷ

ଛାଡିଦେଲେ ବ୍ୟାଙ୍କ ଚାକିରି। ୬୪ ବର୍ଗଫୁଟ କୋଠରୀରେ ଜୈବ ମାଇକ୍ରୋଗ୍ରୀନ ଚାଷ କରି ସେ ମାସକୁ ରୋଜଗାର କରୁଛନ୍ତି ୫ ଲକ୍ଷରୁ ଅଧିକ। ଆସନ୍ତୁ ଜାଣିବା ଅଜୟ ଗୋପୀନାଥଙ୍କ ସଫଳତାର କାହାଣୀ।

From MLA to Common Man
ଦିନେ ସେ ଥିଲେ ଶାସକ ଦଳର ବିଧାୟକ, ଆଜି କିନ୍ତୁ ସାଧାରଣ ଚଷାପୁଅ

ଦିନେ ସେ ଥିଲେ ଶାସକ ଦଳର ବିଧାୟକ, ଆଜି କିନ୍ତୁ ସାଧାରଣ ଚଷାପୁଅ। ହଳ ଲଙ୍ଗଳ ଧରି କ୍ଷେତକୁ ଯାଆନ୍ତି, ପୁଅ ବୋହୂ ସହ ମିଶି ଚାଷ କରନ୍ତି। ନା ଥାଟବାଟ, ଚାକର ବାକର ନା କୋଠାବାଡ଼ି। ଦୀର୍ଘବର୍ଷ ଧରି କ୍ଷମତା ରାଜନୀତିରେ ଥାଇ ବି ସେ ବିଶ୍ବାସ କରନ୍ତି, ମାଟିର ମଣିଷ ମାଟି ସହ ଯୋଡ଼ି ହୋଇ ରହିବାକୁ। ଆସନ୍ତୁ ଭେଟିବା ଭିଆଇପି କଲଚରଠୁଁ ଦୂରରେ ଥିବା ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ କହଁରଙ୍କୁ।...

From MLA to Common Man
From MLA to Common Man: ଦିନେ ଥିଲେ ଶାସକ ଦଳର ବିଧାୟକ; ଆଜି ବନିଯାଇଛନ୍ତି ସାଧାରଣ ଚଷାପୁଅ

ହଳ ଲଙ୍ଗଳ ଧରି କ୍ଷେତକୁ ଯାଆନ୍ତି, ପୁଅ ବୋହୂ ସହ ମିଶି ଚାଷ କରନ୍ତି। ନା ଥାଟବାଟ, ଚାକର ବାକର ନା କୋଠାବାଡ଼ି। ଦୀର୍ଘବର୍ଷ ଧରି କ୍ଷମତା ରାଜନୀତିରେ ଥାଇ ବି ସେ ବିଶ୍ବାସ କରନ୍ତି, ମାଟିର ମଣିଷ ମାଟି ସହ ଯୋଡ଼ି ହୋଇ ରହିବାକୁ।

Paddy Farming
ଜମିରେ ହସୁଛି ଓବାମା

ଚାଷୀଙ୍କ ମୁହଁରେ ହସ ଆଣିଛି ଓବାମାl ବିଲରେ ହସୁଛିl ଓବାମାର ଉଚ୍ଚତା ପ୍ରାୟ ସାଢେ଼ ପଞ୍ଚ ଫୁଟ୍l ଝଡ ବାତ୍ୟା ତୋଫାନ ହେଲେ ବି ଭାଙ୍ଗେ ନାହିଁ। ତେବେ କ’ଣ ଏହି ଓବାମା? କ’ଣ ରହିଛି ଏହାର ବିଶେଷତ୍ୱ ? ଜାଣନ୍ତୁ ।

Bamboo Farming Generating Significant Income
Special Story: ଦୃଢ଼ ଇଚ୍ଛା ଶକ୍ତି ଆଗରେ ହାର ମାନିଛି ବୃଦ୍ଧାବସ୍ଥା; ବୟସ ୮୦, ରୋଜଗାର ଲକ୍ଷ ଲକ୍ଷ...

ଯେଉଁ ବୟସରେ ଘରେ ବସି ନାତି ନାତୁଣୀ ମାନଙ୍କ ସହ ସମୟ ବିତାଇବା କଥା ସେଇ ବୟସରେ ବାଉଁଶ ଚାଷ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ମନିନ୍ଦ୍ର ମୋହନ ପାଣି । 

Couple Thrives in Farming
ସ୍ୱାବଲମ୍ୱୀ କଲା ପରିବା ଚାଷ; ଲକ୍ଷପତି ହେଲେ ଦମ୍ପତି, ତୋଳିଲେ ସ୍ୱପ୍ନର ଘର

କଥାରେ ଅଛି ଚାଷ ଅଛି ଯାହାର କି ଆନନ୍ଦ ତାହାର। ଯାହା ବାସ୍ତବରେ ପରିଣତ ହୋଇଛି। ଚାଷକାମ କରି ରୋଜାଗାର କରିବା ସହ ନିଜ ପାଇଁ ଭଲ ଘରଟିଏ ତୋଳିଛନ୍ତି ଦମ୍ପତି।

Couple Thrives in Farming
ଚାଷ କରି ସ୍ୱାମୀ ସ୍ତ୍ରୀ ଲକ୍ଷପତି

କଥାରେ ଅଛି ଚାଷ ଅଛି ଯାହାର କି ଆନନ୍ଦ ତାହାର। ଯାହା ବାସ୍ତବରେ ପରିଣତ ହୋଇଛି। ଚାଷକାମ କରି ରୋଜାଗାର କରିବା ସହ ନିଜ ପାଇଁ ଭଲ ଘରଟିଏ ତେଳାଇଛନ୍ତି ଦମ୍ପତ୍ତି ।

Vegetable Farming
ଆଗରୁ ଗଞ୍ଜେଇ କରୁଥିଲେ ଏବେ କାଙ୍କଡ଼ ଚାଷ, ମାଲେମାଲ ଚାଷୀ..

ପାହାଡ଼ ଓ ଘଞ୍ଚ ଜଙ୍ଗଲ ଘେରା ଏ ଅଞ୍ଚଳରେ ଆଗରୁ ମାଓବାଦୀଙ୍କ ପ୍ରୋତ୍ସାହନରେ ସ୍ଥାନୀୟ ଲୋକେ ଗଞ୍ଜେଇ ଚାଷ କରୁଥିଲେ।

Ganja Farming
ମାଲକାନଗିରି ପାଲଟିଛି ଗଞ୍ଜେଇ ଚାଷ ‘ସେଫ୍ ହେଭେନ୍’

ଧାଡ଼ି ଧାଡ଼ି ହେଇ ପୋତା ହେଉଛି ଗଞ୍ଜେଇ ଗଛ। ନା କାହାକୁ ଡର, ନା କାହାକୁ ଭୟ। ଶହ ଶହ ହେକ୍ଟର ଜମିରେ ହେଉଛି ଗଞ୍ଜଇ ଚାଷ। ପାହାଡ଼ ପର୍ବତ ଘେରା ପ୍ରକୃତି କୋଳରେ ଥିବା ମାଲକାନଗିରି ଜିଲ୍ଲା ଏବେ ପାଲଟିଛି ଗଞ୍ଜେଇ ଚାଷ ପାଇଁ ସେଫ୍ ହେଭେନ୍।

Ganja Farming
ମାଲକାନଗିରି ପାଲଟିଛି ଗଞ୍ଜେଇ ଚାଷ ‘ସେଫ୍ ହେଭେନ୍’; ଧରାପଡ଼ୁଛନ୍ତି ଆଦିବାସୀ-ଛୁ’ ମାରୁଛନ୍ତି ମାଷ୍ଟର୍ ମାଇଣ୍ଡ

ଧାଡ଼ି ଧାଡ଼ି ହେଇ ପୋତା ହେଉଛି ଗଞ୍ଜେଇ ଗଛ। ନା କାହାକୁ ଡର, ନା କାହାକୁ ଭୟ। ଶହ ଶହ ହେକ୍ଟର ଜମିରେ ହେଉଛି ଗଞ୍ଜଇ ଚାଷ। ପାହାଡ଼ ପର୍ବତ ଘେରା ପ୍ରକୃତି କୋଳରେ ଥିବା ମାଲକାନଗିରି ଜିଲ୍ଲା ଏବେ ପାଲଟିଛି ଗଞ୍ଜେଇ ଚାଷ ପାଇଁ ସେଫ୍ ହେଭେନ୍। 

Fruit Farming
ବଢ଼ିଆଳ: ଚାଷୀ ବିକୁଚନ୍ତି ୨୦୦ରେ ଦୋକାନୀ ବିକୁଛି ୧୦୦୦ !

ରାଜ୍ୟ ତଥା ବାହାରକୁ ଯାଉଛି କୋରାପୁଟ ସୀତାଫଳ । ପ୍ରତିଦିନି ନାରାୟଣପାଟଣାରୁ ଯାଉଛି ଟ୍ରିପ୍ ଟ୍ରିପ୍ ସୀତାଫଳ ।

Cashew Nuts Farming
କାଜୁ ଚାଷ ପ୍ରତି ବିମୁଖ ହେଲେଣି ଚାଷୀ

ଲାଭ ଦାୟକ ଫସଲ କାଜୁରୁ ମୁହଁ ମୋଡିଲେଣି ଚାଷୀ। ଚାଷୀଙ୍କ ଅଭିଯୋଗ ହେଲା କାଜୁ ଫସଲର ଉଚିତ ମୂଲ୍ୟ ମିଳୁନାହିଁ ।

Strawberry farming
ଦାଦା ସହ ପୁତୁରା ମିଶି.. ଏମିତି ହେଲେ ଲକ୍ଷପତି

କୁହନ୍ତି ନା ହାତକୁ ହାତ ମିଶିଲେ ବଳ ବଢିଯାଏ.. ଯେମିତି ଏ ଦାଦା ପୁତୁରା ଯୋଡ଼ି ଗରିବ ଚାଷୀରୁ ହେଇଗଲେ ଲକ୍ଷପତି

Fish Farming
ମାଛ ଚାଷ କରି ଲକ୍ଷପତି ! ସ୍ତ୍ରୀଙ୍କ ସହଯୋଗରେ ବନିଗଲେ ମାଛଚାଷୀ

ଲକ୍ଷପତି ମାଛଚାଷୀ ସ୍ୱାମୀ ସ୍ତ୍ରୀଙ୍କ ଏହି ତରିକା, ପରସ୍ପର ପ୍ରତି ସହଯୋଗ ଓ କର୍ମନିଷ୍ଠା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବ ।

Junior Einstein
ଶୁଭଙ୍କରଙ୍କ ସ୍ମାର୍ଟ ଇନୋଭେସନ

ମାମୁଁ ଘର ଗାଁକୁ ଯାଇଥିଲେ । ହିଡ଼ରେ ଚାଲୁଚାଲୁ କଷ୍ଟ ହେଲା । ତାପରେ ଲାଗିପଡ଼ିଲେ ସ୍ମାର୍ଟ ସଲ୍ୟୁସନ ପାଇଁ । ଏହି ସ୍ମାର୍ଟ ସଲ୍ୟୁସନ ପାଇଁ ସେ ପାଇଲେ ସମ୍ମାନ ଓ ପୁରସ୍କାର ।

Hydroponic Farming
ଏଣିକି ଆଉ ଚାଷ ପାଇଁ ଲୋଡ଼ା ନାହିଁ ମାଟି, ଖାଲି ପାଣିରେ ବି ହେବ ଚାଷ

ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ସବୁଜ ଘରେ କରାଯାଉଛି ଏହି ଏକ୍ସପେରିମେଣ୍ଟ।

Crop Damage
ପାଣିରେ ବତୁରି ଯାଇଛି ବର୍ଷକର ଫସଲ, ଉଜୁଡ଼ା କ୍ଷେତକୁ ଦେଖି ମୁଣ୍ଡରେ ହାତ ଦେଇଛି ଚାଷୀ

ଅଦିନିଆ ବର୍ଷା ପରେ ଚାଷୀ ମୁଣ୍ଡରେ ଚଡକ । ବର୍ଷା ପାଣି ମାଡ଼ରେ କେଉଁଠି ଧାନ ଗଜା ହୋଇଗଲାଣି ତ କେଉଁଠି ଅମଳ ଅପେକ୍ଷାରେ ଥିବା କପା ଚାଷ ବି ଉଜୁଡ଼ି ଯାଇଛି । ଋଣ କରି ଚାଷ କରିଥିବା ଚାଷୀ ଏବେ କଣ କରିବ ସେ ନେଇ ଚିନ୍ତାରେ ପଡ଼ିଛି ।

Artificial Intelligence in Farming
ଆଉ ହଇରାଣ ହେବେନି ଚାଷୀ, ମୋବାଇଲରେ ସମାଧାନ ହେବ ଚାଷ ସମସ୍ୟା

ମୋବାଇଲରେ ସମାଧାନ ହେବ ଚାଷୀ ସମସ୍ୟା । କୃଷି ବିଭାଗ ପକ୍ଷରୁ ଆମ କୃଷି AI ଚାଟ୍ ବୋଟ୍ ଲଞ୍ଚ ।

dragon fruit farming
ଓଡ଼ିଶାରେ ଫଳୁଛି ବିଦେଶୀ ଫଳ

ଧାଡ଼ିକୁ ଧାଡ଼ି ହୋଇ ଲାଗିଛି ଡ୍ରାଗନ୍ ଫ୍ରୁଟ୍ ଗଛ I ଗଛ ଗୁଡ଼ିକ ବେଶ୍ ସୁନ୍ଦର ହେବା ସହ ଫଳ ବି ଧରିଛି । ଏହି ଫଳ ସବୁ ପାଚିଲେ ବଜାରକୁ ବିକ୍ରି ପାଇଁ ଯିବ । ଏ ଦୃଶ୍ୟ କେଉଁ ବିଦେଶରେ ନୁହେଁ ବରଂ ଆମ ଓଡ଼ିଶାର । ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଳକ ରାଇଛାପଲ ଗାଁରେ ହୋଇଛି ଏହି ସୁନ୍ଦର ଡ୍ରାଗନ ଚାଷ ।

Farmer Start Farming
ବର୍ଷା ହେଉନଥିଲା ଚିନ୍ତାରେ ଥିଲା...ଏବେ ଢାଳିବା ପରେ ଚାଷୀ ମୁହଁରେ ହସ ଫୁଟିଲା

ହେବ କି ନାହିଁ ସେହି ଚିନ୍ତାରେ ଥିଲା ଚାଷୀ । ବର୍ତ୍ତମାନ ବର୍ଷା ହେଲା, ଚାଷୀ ମୁହଁରେ ହସ ଫୁଟିଲା । ସକାଳ ହେଲା କ୍ଷଣି ବଳଦ ନେଇ ବିଲକୁ ଯାଉଛି ଚାଷୀ ଭାଇ

Farmer Problem
କାନଖୋଲି ଶୁଣ ପ୍ରଶାସନ...ପାଣି ତ ଦେଲନି, ଆମେ ଚାଷ କରିବୁ କେମିତି?

ଶୁଣ ପ୍ରଶାସନ...ଅମଳ ବେଳକୁ ପାଣି ବନ୍ଦ କରିଦେଲ...ଆମେ ଚାଷ କରିବୁ କେମିତି? ଲୋନ୍‌ ଟଙ୍କା ସୁଝିବୁ କେମିତି?