ଆପଣ ଯେତେ ସୁସ୍ଥ ଖାଦ୍ୟ ଖାଆନ୍ତୁ ନା କାହିଁକି, ଯଦି ଆପଣଙ୍କର ବିସ୍କୁଟ, କେକ୍, କୁର୍କୁରି ଆଦି ଜିନିଷ ଖାଇବାର ଅଭ୍ୟାସ ଅଛି ତେବେ ଏହା ହୃଦଘାତ କିମ୍ବା ଷ୍ଟ୍ରୋକ୍ର ଆଶଙ୍କା ହୋଇପାରେ। ଏ କଥା ଆମେ ନୁହେଁ ବରଂ ବ୍ରିଟେନରେ କରାଯାଇଥିବା ଏକ ଅଧ୍ୟୟନରେ କୁହାଯାଇଛି।
ବାହାରେ ମିଳୁଥିବା ଚଟପଟା ଫାଷ୍ଟଫୁଡ୍ କେତେ ସ୍ୱାସ୍ଥ୍ୟକର ?
ମାଣ୍ଡିଆ ନାଁ ଶୁଣିଲେ, ମନକୁ ଆସେ, ଏହା ଆଦିବାସୀ ତଥା ଦେଶିଆ ଖାଦ୍ୟ। ହେଲେ ବଦଳିଛି ମାଣ୍ଡିଆ ପରଷିବାର ଢାଞ୍ଚା । ଦେଶୀ ମାଣ୍ଡିଆରେ ଲାଗିଛି ଆଧୁନିକତାର ଛାପ। ରୂପ ନୂଆ, ନାଁ ବି ନୂଆ। ସବୁ ବର୍ଗର ଖାଦ୍ୟପ୍ରେମୀଙ୍କୁ ଆଖି ଆଗରେ ରଖି ମାଣ୍ଡିଆଜାତ ଉତ୍ପାଦରେ ପ୍ରସ୍ତୁତ ହେଉଛି ଫାଷ୍ଟଫୁଡ୍।