• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Father Carried His Son S Body

father carried his son's body on his shoulders
ପୁଅର ମୃତଦେହକୁ କାନ୍ଧରେ ବୋହିଲା ବାପା

କଳାହାଣ୍ଡି: ଦାନ ମାଝି ଘଟଣାର ପୁନରାବୃତ୍ତି। ରାୟଗଡ଼ାରେ ପୁଅର ମୃତଦେହକୁ କାନ୍ଧରେ ବୋହିଲା ବାପା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୯ବର୍ଷର ପୁଅର ପ୍ରାଣ ହରାଇବା ପରେ, ତାର ମରଶରୀରକୁ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି କିମ୍ବା ଅନ୍ୟ କୌଣସି ବ୍ୟବସ୍ଥା। ଶେଷରେ ଶବକୁ କାନ୍ଧରେ ଲଦି ବାପା ଦେଢ଼ କିଲୋମିଟର ଚାଲି ଚାଲି ଘରକୁ ଫେରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ଆକାଶ ବେନିଆ।