ପିଲାଙ୍କ ଭବିଷ୍ୟତ ପାଇଁ ସର୍ବଦା ଚିନ୍ତିତ ରହିଥାନ୍ତି ବାପାମାଆ । ପିଲାଙ୍କ ସ୍ୱପ୍ନ ସାକାର କରିବାରେ ବାପାମାଆ ପାରୁପର୍ଯ୍ୟନ୍ତ ସାହାଯ୍ୟ ମଧ୍ୟ କରନ୍ତି । ତେବେ ଏପରି ଏକ ପୋଷ୍ଟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ବାପା ଜଣକ ଝିଅର ପରୀକ୍ଷା ପାଇଁ ନିଜେ ମଧ୍ୟ ଜ୍ଞାନ ଆହରଣ କରି ଝିଅକୁ ପଢ଼ାଉଛନ୍ତି ।