ବୋହୂ ଜଣକ ନିଜ ପୁଅକୁ ଖାଇବାକୁ ଦେବାକୁ ଚାହୁଁଥିଲେ । କିନ୍ତୁ ସେହି ସମୟରେ ଅସୁସ୍ଥ ବୃଦ୍ଧ ଶ୍ୱଶୁର ଶୋଇବାକୁ ଚାହୁଁଥିଲେ । ଯାହାକୁ ନେଇ ବୋହୂ ରାଗି ଯାଇଥିଲେ । ପରେ ସେହି କଥାକୁ ନେଇ ଶ୍ୱଶୁରଙ୍କୁ ଜାଳିଦେବାକୁ ରାଗରେ ଉଦ୍ୟମ କରିଥିବା ଜଣାପଡ଼ିଛି ।
ଏ କେମିତିକା ବୋହୂ? ନିଜର ପାପ ସମ୍ପର୍କକୁ ଲୁଚାଇବାକୁ ଯାଇ ଅନ୍ଧାର ରାତିରେ ଶ୍ୱଶୁରକୁ ମାରିଦେଲା। ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ ଗାଁ ଲୋକେ...ଯା’ ଖୋଲିଲେ ପରକୀୟା ପ୍ରୀତିର ରହସ୍ୟ...