ପାର୍ବଣ ଭିଡ଼ ଏଡ଼ାଇବା ପାଇଁ ଫୁଲବାଣୀ ସହରରେ ପୋଲିସର ଫ୍ଲାଗ ମାର୍ଚ । ୨ ପ୍ଲାଟୁନ ପୋଲିସ ଫୋର୍ସ ସହରର ବିଭିନ୍ନ ମାର୍କେଟରେ କଲା ଫ୍ଲାଗ ମାର୍ଚ
ବ୍ୟାଣ୍ଡ ପାର୍ଟି କର୍ମଚାରୀଙ୍କ ରୋଜଗାର ଠପ୍ ,କରୋନା ପାଇଁ ୨ ବର୍ଷ ହେବ ହାତ ବାନ୍ଧି ବସିଛନ୍ତି I
ବର୍ତ୍ତମାନ ପାର୍ବଣ ଋତୁ ଆରମ୍ଭ ହେଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ସମସ୍ତେ କରୋନା କଟକଣା ମାନିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଟିକାକରଣ ଜାରି ରହିଛି।
ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି। ଦୁର୍ଗା ମୂର୍ତ୍ତି ଉଚ୍ଚତା ୪ ଫୁଟ ହେବାର ନିଷ୍ପତ୍ତି ନେଲା SRC। କୋଭିଡ ପରିସ୍ଥିତିକୁ ଆଖି ଆଗରେ ରଖି ସଂକ୍ରମଣ ନ ବଢିବା ପାଇଁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ୍ ଅନୁଯାୟୀ ନିଡାମ୍ବରରେ ପାଳନ ହେବ ପାର୍ବଣ।
ରୋନାର ଦ୍ୱିତୀୟ ଲହରି ଏପର୍ଯ୍ୟନ୍ତ ଶେଷ ହୋଇନି। ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ ପୁଣି କରୋନା ପ୍ରଭାବ ବଢ଼ିଛି। ଓନାମ ପରବର୍ତ୍ତୀ ସମୟରେ କେରଳରେ ପୁଣି ସଂକ୍ରମଣ ବଢ଼ିଛି। କୁମ୍ଭମେଳା ଏବଂ ଓନାମରୁ ଆମକୁ ବହୁତ କିଛି ଶିଖିବାର ଅଛି। ପାର୍ବଣ ଋତୁ ଆସିଛି। ୨ୟ ଲହର ଚାଲିଛି। ୩ୟ ଲହର ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପାର୍ବଣ ଗାଇଡଲାଇନ କରିଥିଲେ।
ଏଥର ବି ଫିକା ପଡ଼ିବ ପାର୍ବଣ ମଉଜ। ଗତବର୍ଷ ଭଳି ଏଥର ବି ସମ୍ପୂର୍ଣ୍ଣ କୋଭିଡ୍ କଟକଣା ଓ ବିନା ଭକ୍ତରେ ହେବ ପାର୍ବଣ। ଗଣେଶ ପୂଜା ହେଉ କି ଦୁର୍ଗାପୂଜା ଗତବର୍ଷ ଭଳି ଏଥର ବି ସମ୍ପୂର୍ଣ୍ଣ କୋଭିଡ୍ କଟକଣା ଓ ବିନା ଭକ୍ତରେ ହେବ ପାର୍ବଣ।