ଗତକାଲି ଫିଫା ୧୭ବର୍ଷରୁ କମ୍ ବିଶ୍ୱକପ ମ୍ୟାଚ ଦେଖିବାକୁ ସୁର କଳିଙ୍ଗ ଷ୍ଟାଡିୟମ ଯାଇଥିବା ବେଳେ ତାଙ୍କୁ ସୁରକ୍ଷାକର୍ମୀମାନେ ଭିତରକୁ ଛାଡି ନଥିଲେ ।
ରାଜଧାନୀ ଭୁବନେଶ୍ୱରରେ ଫୁଟବଲ୍ ଫିଭର । ଷ୍ଟାଡିୟମ୍ଠୁ ଆରମ୍ଭ କରି ରାସ୍ତାଘାଟ ସବୁଠି ଛାଇଗଲାଣି ପୋଷ୍ଟର ବ୍ୟାନର ।