ଭୁବନେଶ୍ୱରରେ ମହିଳା ଫୁଟବଲ୍ ବିଶ୍ୱକପ୍ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଅଲ୍ ଇଣ୍ଡିଆ ଫୁଟବଲ୍ ଫେଡେରେସନ ସସ୍ପେଣ୍ଡ୍ ହେବାରୁ ଏହି ଆଶଙ୍କା ସୃଷ୍ଟି ହୋଇଛି।