ଏଥିପାଇଁ ବିଧାୟକ ଆକାଶ ଦାସ ନାୟକ ପ୍ରସ୍ତାବ ଦେଇ କହିଛନ୍ତି, ପ୍ରତି ବ୍ଲକରେ ମଲ୍ଟି ପର୍ପୋଜ ଫିଲ୍ମ ହଲ ପ୍ରତିଷ୍ଠା କରାଯାଉ । ପୂର୍ବ ସରକାର ବେଳେ ଗୋଟିଏ ଫିଲ୍ମ ପଲିସି ଆସିଥିଲା ।
ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୦, ୨୦୨୧, ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର ।
ଫିଲ୍ମ ଇଣ୍ଡଷ୍ଟ୍ରୀ କହିଲେ କଟକ, ଭୁବନେଶ୍ୱର ନୁହେଁ । ଫିଲ୍ମ ଇଣ୍ଡଷ୍ଟ୍ରୀ ସାରା ଓଡ଼ିଶାର, ମୁଁ ଜଣେ ଓଡ଼ିଆ । ମୋତେ ବ୍ୟାନ୍ କରାଯାଇଛି ବୋଲି କିଛି ଚିଠି ପାଇନି: ମନୋଜ ମିଶ୍ର