• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Finance Minister Nirmala Sitharaman

ଚର୍ଚ୍ଚାରେ ନିର୍ମଳାଙ୍କ ଶାଢ଼ି
Union Budget 2025: ଧଳା ଶାଢ଼ି, ଗୋଲ୍ଡେନ୍ ବର୍ଡର...ପୁଣି ଚର୍ଚ୍ଚାରେ ନିର୍ମଳାଙ୍କ ଶାଢି; ଜାଣନ୍ତୁ କିଏ ଦେଇଥିଲେ ଉପହାର...

ଚଳିତ ବଜେଟରେ ନିର୍ମଳା ବିହାରର ମଧୁବନୀ ଶାଢି ପିନ୍ଧିଛନ୍ତି। ଏହି ଶାଢ଼ି ମାଧ୍ୟମରେ ସେ ମଧୁବନୀ କଳା ପ୍ରତି ତାଙ୍କର ସମ୍ମାନ ପ୍ରକାଶ କରିବା ସହ ଏହାକୁ ପ୍ରୋତ୍ସାହିତ କରିବାର ବାର୍ତ୍ତା ମଧ୍ୟ ଦେଇଥିଲେ। ଏପରି ପରିସ୍ଥିତିରେ, ଆସନ୍ତୁ ଜାଣିବା ଏହି ଶାଢ଼ି କିଏ ଅର୍ଥମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି।

Union Budget
Union Budget 2025: ଜାଣନ୍ତୁ, ଏଥର ବଜେଟରେ କ’ଣ ହେଲା ଶସ୍ତା ଓ କ’ଣ ହେଲା ମହଙ୍ଗା ?

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାମରଣ। ବଜେଟରେ କ’ଣ ଶସ୍ତା ହେଲା ଏହି ଘୋଷଣାକୁ ଅପେକ୍ଷା କରିଥାନ୍ତି ସବୁ ବର୍ଗର ଲୋକେ। ଲୋକଙ୍କର ଏହି ଅପେକ୍ଷାକୁ ଭରଣା କରିଛନ୍ତି ସୀତାରମଣ।

Nitish kumar
Union Budget 2025: ବଜେଟ୍‌ ୨୦୨୫, ବିହାରକୁ ବଡ଼ ଭେଟି

ଏଥିସହ ବିହାରରେ ହେବ ମଖାନା ବୋର୍ଡ। ଏଥିରେ ନିୟୋଜିତ ଲୋକଙ୍କୁ FPOs ରେ ସଂଗଠିତ କରାଯିବ। ବୋର୍ଡ ମାକାନା ଚାଷୀମାନଙ୍କୁ ତାଲିମ ସହାୟତା ଯୋଗାଇବ ଏବଂ ସମସ୍ତ ସରକାରୀ ଯୋଜନାରେ ସାମିଲ୍ କରିବା ପାଇଁ ମଧ୍ୟ କାର୍ଯ୍ୟ କରିବ।

FM Nirmala Sitharaman
କାଲି ଖୋଲିବ ଅର୍ଥମନ୍ତ୍ରୀଙ୍କ ବଜେଟ ପେଡ଼ି

କାଲି ଖୋଲିବ ଅର୍ଥମନ୍ତ୍ରୀଙ୍କ ବଜେଟ ପେଡ଼ି। ଦରଦାମ ବୃଦ୍ଧିରେ ଅତିଷ୍ଠ ମଧ୍ୟବିତ୍ତଙ୍କୁ ମହଙ୍ଗା ମାଡରୁ ଆଶ୍ବସ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରିପାରନ୍ତି ବଡ ଘୋଷଣା।

Budget Session
Union Budget 2025: ଆଜିଠୁ ସଂସଦର ବଜେଟ୍ ଅଧିବେଶନ; କାଲି ଖୋଲିବ ନିର୍ମଳାଙ୍କ ପେଡ଼ି

ଚଳିତ ଥର ଦୁଇଟି ପର୍ଯ୍ୟାୟରେ ସଂସଦର ବଜେଟ୍ ଅଧିବେଶନ ଚାଲିବ । ଆସନ୍ତାକାଲିଠୁ ଫେବ୍ରୁଆରୀ ୧୩ ଯାଏ ପ୍ରଥମ ପର୍ଯ୍ୟାୟ ଓ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ଯାଏ ଚାଲିବ । ଅଷ୍ଟମ ଥର ଅର୍ଥମନ୍ତ୍ରୀ ଭାବରେ ସଂସଦରେ ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ ।

Budget
ଦିନକ ପରେ ବଜେଟ୍‌

ପ୍ରତିବର୍ଷ ବଜେଟ୍‌ ଆସିଲେ ଆୟକର ଛାଡ଼ ସୀମା ଓ ରିହାତି ବୃଦ୍ଧି ପାଇଁ ଆଶା ରଖିଥାନ୍ତି ବେତନଭୋଗୀ ଓ ମଧ୍ୟବିତ୍ତ। ଏଥର ମଧ୍ୟ ନୂଆ ରେଜିମରେ ବାର୍ଷିକ ଟ୍ୟାକ୍ସ-ଫ୍ରି ଇନକମ୍‌ ଲିମିଟକୁ ୭ ଲକ୍ଷରୁ ୧୦ ଲକ୍ଷକୁ ବଢ଼ାଇବା ପାଇଁ ଦାବି ହେଉଛି।

Budget
Budget 2025 Expectations: ଦିନକ ପରେ ବଜେଟ୍‌: ଆଶାରେ ବେତନଭୋଗୀ, ମଧ୍ୟବିତ୍ତ ଓ ଆୟକରଦାତା

ପ୍ରତିବର୍ଷ ବଜେଟ୍‌ ଆସିଲେ ଆୟକର ଛାଡ଼ ସୀମା ଓ ରିହାତି ବୃଦ୍ଧି ପାଇଁ ଆଶା ରଖିଥାନ୍ତି ବେତନଭୋଗୀ ଓ ମଧ୍ୟବିତ୍ତ। ଏଥର ମଧ୍ୟ ନୂଆ ରେଜିମରେ ବାର୍ଷିକ ଟ୍ୟାକ୍ସ-ଫ୍ରି ଇନକମ୍‌ ଲିମିଟକୁ ୭ ଲକ୍ଷରୁ ୧୦ ଲକ୍ଷକୁ ବଢ଼ାଇବା ପାଇଁ ଦାବି ହେଉଛି।

କିଏ କରିଛନ୍ତି ସର୍ବାଧିକ ବଜେଟ ଉପସ୍ଥାପନ
Union Budget 2025-26 : ଆପଣ ଜାଣନ୍ତି କି...ସବୁଠୁ ଅଧିକ ଥର ବଜେଟ ଉପସ୍ଥାପନ କିଏ କରିଛନ୍ତି ?

ସର୍ବାଧିକ ଥର ବଜେଟ ଉପସ୍ଥାପନ କରିବାରେ ତୃତୀୟ ସ୍ଥାନରେ ଅଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ଭେଟେରାନ ଭାରତୀୟ ରାଜନେତା ପ୍ରଣବ ମୁଖାର୍ଜୀ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଅର୍ଥମନ୍ତ୍ରୀ ଭାବରେ ୮ ଥର ବଜେଟ ଉପସ୍ଥାପନ କରିଛନ୍ତି । ୧୯୮୨ରୁ ୧୯୮୪ ପର୍ଯ୍ୟନ୍ତ ସେ ଅର୍ଥମନ୍ତ୍ରୀ ଥିଲେ । ତାଙ୍କ ପ୍ରସ୍ତାବିତ ଅର୍ଥନୀତି ଯୋଗୁଁ ଇନ୍ଦିରା ସରକାର ଆନ୍ତର୍ଜାତିକ ମୁଦ୍ରାପାଣ୍ଠି(ଆ.ଏମ.ଏଫ୍.)କୁ ଦେଶର ପ୍ରଥମ ଋଣ ପୈଠର ଅନ୍ତିମ କିସ୍ତି କରିବାରେ ସଫଳ ହେଇଥିଲା ।

ଚର୍ଚ୍ଚାରେ ଅର୍ଥମନ୍ତ୍ରୀଙ୍କ ଶାଢୀ
ଚର୍ଚ୍ଚାରେ ଅର୍ଥମନ୍ତ୍ରୀଙ୍କ ଐତିହ୍ୟ ଶାଢୀ; ଜାଣନ୍ତୁ କ’ଣ ରହିଛି ଏହା ପଛର ରହସ୍ୟ...

ସପ୍ତମ ଥର ଲାଗି ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରତି ଥର ବଜେଟ ଆଗତ ସମୟରେ ପାରମ୍ପରିକ ଶାଢୀରେ ନଜର ଆସିଥାନ୍ତି ନିର୍ମଳା ।

Budget 2024
ବଜେଟ୍‌-୨୦୨୪: କ’ଣ ହେଲା ଶସ୍ତା ? କ’ଣ ହେଲା ମହଙ୍ଗା ? ଜାଣନ୍ତୁ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୪-୨୫। ଜାଣନ୍ତୁ କ’ଣ ହେଲା ଶସ୍ତା ? କଣ ହେଲା ମହଙ୍ଗା ?

 mobile phones
ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା; ଶସ୍ତା ହେବ ମୋବାଇଲ, ଚାର୍ଜର, ବ୍ୟାଟେରୀ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌ । ସେପଟେ ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

Union Budget
ଖୋଲିଲା ନିର୍ମଳାଙ୍କ ବଜେଟ୍‌ ପେଡ଼ି; ୫ ବର୍ଷରେ ମିଳିବ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି...

ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍‌ । ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । 

Budget
ଆଜି ପୂର୍ଣ୍ଣାଙ୍ଗ କେନ୍ଦ୍ର ବଜେଟ୍; ନିର୍ମଳାଙ୍କ ପେଡ଼ି ଉପରେ ନଜର

ମୋଦି ସରକାରର ତୃତୀୟପାଳିର ପ୍ରଥମ ବଜେଟ୍ ରୁ ଏମିତି କିଛି ଆଶା ରଖିଛି ଶିଳ୍ପ ଜଗତ। ବଜେଟରୁ ବଡ଼ ଆଶା ରଖିଛି ପର୍ଯ୍ୟଟନ କ୍ଷେତ୍ର।

Nirmala Sitharaman
ଦେଶର ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ

ଦେଶର ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ । ଆଉ ଟଙ୍କା ନଥିବାରୁ ନିର୍ବାଚନ ଲଢ଼ିବେନି ବୋଲି ନିଜେ ମନା କରିଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବିଜେପି ଲୋକସଭା ନିର୍ବାଚନ ଲଢ଼ିବାକୁ ପ୍ରସ୍ତାବ ଦେଇଥିଲେ ମଧ୍ୟ ସେ ଅଗ୍ରାହ୍ୟ କରିଦେଇଛନ୍ତି ।

Nirmala Sitharaman slams UPA
ନିର୍ମଳାଙ୍କ ଟାର୍ଗେଟରେ ସୋନିଆ; କହିଲେ, ଦୁର୍ବଳ ଅର୍ଥନୀତି ପାଇଁ UPA ହିଁ ଦାୟୀ

ନିର୍ମଳା କଂଗ୍ରେସକୁ କାଉଣ୍ଟର କରି କହିଛନ୍ତି ଯେ, ୟୁପିଏ ସରକାର ସମୟରେ ଅର୍ଥନୈତିକ ଅବ୍ୟବସ୍ଥା ଓ ବ୍ୟାପକ ଦୁର୍ନୀତି ପଛରେ ମୂଳ ହେଉଛି ନେତୃତ୍ୱ। ସୋନିଆ ଗାନ୍ଧି ନିଜକୁ ସୁପର୍‌ ପ୍ରାଇମ୍‌ ମିନିଷ୍ଟର ମନେ କରୁଥିଲେ।

Pucca House
ବଜେଟ ୨୦୨୪: ଗରିବଙ୍କ ପାଇଁ ବଡ଼ ଘୋଷଣା, ୫ବର୍ଷରେ ମିଳିବ ୨କୋଟି ପକ୍କାଘର

ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବା ସହ ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ।

Electricity
ବଜେଟ୍‌ ୨୦୨୪; ୧ କୋଟି ଘରକୁ ୩ ଶହ ୟୁନିଟ ମାଗଣା ବିଜୁଳି

ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଥିବା ଏବଂ ସବ୍‌କା ସାଥ୍‌, ସବକା ବିକାଶ ଓ ସବ୍‌କା ପ୍ରୟାସ ଚାଲୁ ରହିଥିବା କହିଛନ୍ତି ନିର୍ମଳା ସୀତାରମଣ।

Nirmala Sitharaman
ଜିଲ୍ଲାପାଳଙ୍କୁ ଟ୍ୟୁସନ୍‌ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ! କହିଲେ, ଅଧଘଣ୍ଟାରେ ଉତ୍ତର ଦିଅ..

ନିର୍ମଳାଙ୍କ ପ୍ରଶ୍ନବାଣରେ ଘାଇଲା ହେଲେ ତେଲେଙ୍ଗାନାର କାମାରେଡି ଜିଲ୍ଲା ମାଜିଷ୍ଟ୍ରେଟ ଜିତେଶ ପାଟିଲ । ଏପରିକି ସମସ୍ତଙ୍କ ପ୍ରଶ୍ନର ଉତ୍ତର ଜିଲ୍ଲାପାଳ ଦେଇ ନ ପାରିବାରୁ ରାଗିଗଲେ ସୀତାରମଣ।

India may launch e-currency in 2023,says Finance minister
୨୦୨୩ ସୁଦ୍ଧା ବଜାରରେ ମିଳିବ RBIର ଡିଜିଟାଲ୍ ମୁଦ୍ରା !

ବଜାରରେ ଖୁବ୍‌ ଶୀଘ୍ର ଉପଲବ୍ଧ ହୋଇପାରେ ଡିଜିଟାଲ୍‌ ମୁଦ୍ରା । ଡିଜିଟାଲ ମୁଦ୍ରା ଆରମ୍ଭ କରିବା ଦିଗରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ୨୦୨୩ ସୁଦ୍ଧା ଡିଜିଟାଲ ମୁଦ୍ରା ପ୍ରଚଳନ କରିବାକୁ ଭାରତ ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

Finance Minister Nirmala Sitharaman
ମହଙ୍ଗା ହେବ ଆଇସ୍‌କ୍ରିମ ଖାଇବା, ଜୋମାଟୋ ଓ ସ୍ୱିଗିରୁ ଅର୍ଡର କରିବା

:ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର GST କାଉନସିଲ ବୈଠକ ପରେ ଅନେକ ବଡ ନିଷ୍ପତ୍ତିର ଘୋଷଣା କରିଛନ୍ତି। ଅନେକ ଜିନିଷରୁ ଜିଏସ୍‌ଟି ହ୍ରାସ କରାଯାଇଛି। ଅନେକ ଜିନିଷ ଉପରେ ଜିଏସ୍‌ଟି ବଢିଛି।

nirmala
୨୦୨୬ ପର୍ଯ୍ୟନ୍ତ କମିବ ନାହିଁ ପେଟ୍ରୋଲ କି ଡ଼ିଜେଲ ଦର?

କେବଳ ଏତିକି ନୁହେଁ ବରଂ ନିର୍ମଳା ଆହୁରି ମଧ୍ୟ କହିଛନ୍ତି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ନେଇ ଲୋକମାନେ ଚିନ୍ତିତ ଅଛନ୍ତି। ଲୋକମାନେ ଚିନ୍ତିତ ହେବା ସ୍ୱାଭାବିକ କଥା। କିନ୍ତୁ କେନ୍ଦ୍ର ଏବଂ ରାଜ୍ୟ ଆଲୋଚନା କରିବା ପରେ ଅର୍ଥାତ୍‌ ଯେ ପର୍ଯ୍ୟନ୍ତ ତୈଳ ଦର ଉପରେ ରାଜ୍ୟମାନଙ୍କ ସହ କେନ୍ଦ୍ର ଆଲୋଚନା କରିନାହିଁ ସେ ପର୍ଯ୍ୟନ୍ତ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ ହୋଇନପାରେ ବୋଲି ନିର୍ମଳ ପରୋକ୍ଷରେ କହିଛନ୍ତି।