କମଳାପଦର ଗାଁରେ ହୁତୁହୁତୁ ହୋଇ ଜଳିଗଲା ଘର । ୩ ପରିବାରର ୧୦ ବଖରା ଘର ନିଆଁରେ ଭସ୍ମୀଭୂତ ହୋଇଯାଇଛି ।
୨ ଗାଡ଼ି ମୁହାଁମୁହିଁ ଧକ୍କା ପରେ ୨ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କଣ୍ଟେନର ଓ ଟ୍ରକ୍ ସହ ୨ ଜଣ ଜଳିଯାଇଥିବା ସୂଚନା ମିଳିଛି। ତେବେ କଣ୍ଟେନରର ଖଲାସୀ ଜଣକ ଗୁରୁତର ଥିବା କୁହାଯାଉଛି।
୨ ଗାଡ଼ି ମୁହାଁମୁହିଁ ଧକ୍କା ପରେ ୨ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କଣ୍ଟେନର ଓ ଟ୍ରକ୍ ସହ ୨ ଜଣ ଜଳିଯାଇଥିବା ସୂଚନା ମିଳିଛି। ତେବେ କଣ୍ଟେନରର ଖଲାସୀ ଜଣକ ଗୁରୁତର ଥିବା କୁହାଯାଉଛି।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଗୁରୁତର । ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା କଷୁରବନ୍ଧ ଗାଁରେ ।
କଟକର ଏକ ଘରୋଇ ନର୍ସିଂହୋମ୍ରେ ଲାଗିଲା ନିଆଁ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍ର ୩ୟ ମହଲାରେ ନିଆଁ ଲାଗିଛି ।
ପ୍ରଥମେ କହିଲେ ସ୍ୱାମୀ ଜୀବିତ, ପରେ ଖବର ମିଳୁଛି କି ମୃତ । କୁଏତ ଟ୍ରାଜେଡିରେ ଯାଇଛି ୪୫ ଭାରତୀୟଙ୍କ ଜୀବନ । ମୃତକଙ୍କ ଭିତରେ କେରଳର ସର୍ବାଧିକ ୨୦ ଜଣ ଅଛନ୍ତି ।
ଅଭାଗିନୀ ହୋଇଗଲା ଗର୍ଭଧାରିଣୀ ସ୍ତ୍ରୀ । ପେଟ ଭିତରେ ବଢ଼ୁଛି ଉତ୍ତର ଦାୟାଦ ।
ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଦେହରେ କିରୋସିନ ଢାଳି ନିଆଁ ଲଗାଇଦେଲା । ଦିଲ୍ଲୀରେ ଏପରି ଭୟଙ୍କର ତଥା ବିଭତ୍ସ ହତ୍ୟାକାଣ୍ତ ଘଟିଛି ।
ଆମେରିକାର ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବ୍ୟକ୍ତି ଜଣକ ଏହାର ଲାଇଭଷ୍ଟ୍ରିମ କରିଥିଲେ। ପ୍ରଥମେ ନିଜ ଦେହରେ ପେଟ୍ରୋଲ ଢାଳିଥିଲେ। ଏହା ପରେ ସେ ନରସଂହାରରେ ସାମିଲ ହେବେନାହିଁ ବୋଲି କହିଥିଲେ।
ମଙ୍ଗଳବାର ଦିନ ଏହି ଘଟଣା ଘଟିଛି । ପୋଲିସ ମଧ୍ୟ ଏ ସମ୍ପର୍କରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଯେ, ରୋହିଦାସ ଯାଦବ ନାମକ ଜଣେ ବ୍ୟକ୍ତି ତାଙ୍କ ଘର ନିକଟରେ ପାର୍କିଂକୁ ନେଇ ଅସନ୍ତଷ୍ଟ ଥିଲେ ।
ଜୀଅନ୍ତା ଜାଳିଦେଲା ଭାଇ । ନିଜ ଭାଇ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲା ନୃଂଶସ ।
ଘରର ମୁଖ୍ୟ କବାଟରେ ତାଲା ପଡିଥିଲା। ଘର ଭିତରୁ ଧୂଆଁ ବାହାରୁଥିବାର ଦେଖି ପଡୋଶୀ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ୫ଟି ମୃତଦେହ ଉଦ୍ଧାର କରିଛି।
ଘରର ତଳ ମହଲା ନିଆଁରେ ଅଧିକ କ୍ଷତିଗ୍ରସ୍ତ ହୋଇଛି ଏବଂ ଘର ଭିତରୁ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା । ସେମାନଙ୍କୁ ପୋଲିସ ପକ୍ଷରୁ PCR ଯୋଗେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ନିଆଁକୁ ଆୟତ୍ତ କରିବାକୁ ୨୦ଟି ଅଗ୍ନିଶମ ଗାଡ଼ି ନିୟୋଜିତ କରାଯାଇଛି । ହେଲେ ବର୍ତ୍ତମାନ ସୁଦ୍ଧା ନିଆଁ ନିୟନ୍ତ୍ରଣାଧୀନ ହୋଇନାହିଁ ।
ଗଜପତି ଜିଲ୍ଲା ମୋହନା ବ୍ଲକ ସାନ ଖଣି ଅଞ୍ଚଳର ଘଟଣା...ନିଅଣ୍ଟିଆ ବର୍ଷା ଯୋଗୁଁ ୪ ଏକର ଫସଲ ଶୁଖି ନଷ୍ଟ ହୋଇଯାଇଛି..ଅଞ୍ଚଳରେ ଜଳସେଚନ ସୁବିଧା ନଥିବାରୁ ଉଜୁଡ଼ିଗଲା ଫସଲ...
ବେଆଇନ୍ ବାଣ ତିଆରି ଓ ବିକ୍ରି କରିବା କେତେ ଯେ ବିପଦପୂର୍ଣ୍ଣ ଇଏ ତାର ଏକ ଜ୍ୱଳନ୍ତ ଉଦାହରଣ । ପ୍ରତି ମୁହୂର୍ତ୍ତରେ ଜୀବନ ଚାଲିଯିବାର ଭୟ, ଆଶଙ୍କା ।
ବେଆଇନ୍ ବାଣ ତିଆରି ଓ ବିକ୍ରି କରିବା କେତେ ଯେ ବିପଦପୂର୍ଣ୍ଣ ଇଏ ତାର ଏକ ଜ୍ୱଳନ୍ତ ଉଦାହରଣ । ପ୍ରତି ମୁହୂର୍ତ୍ତରେ ଜୀବନ ଚାଲିଯିବାର ଭୟ, ଆଶଙ୍କା ।
ବୋହୂ ଜଣକ ନିଜ ପୁଅକୁ ଖାଇବାକୁ ଦେବାକୁ ଚାହୁଁଥିଲେ । କିନ୍ତୁ ସେହି ସମୟରେ ଅସୁସ୍ଥ ବୃଦ୍ଧ ଶ୍ୱଶୁର ଶୋଇବାକୁ ଚାହୁଁଥିଲେ । ଯାହାକୁ ନେଇ ବୋହୂ ରାଗି ଯାଇଥିଲେ । ପରେ ସେହି କଥାକୁ ନେଇ ଶ୍ୱଶୁରଙ୍କୁ ଜାଳିଦେବାକୁ ରାଗରେ ଉଦ୍ୟମ କରିଥିବା ଜଣାପଡ଼ିଛି ।
ବାଣ ଗୋଦାମରେ ବିସ୍ଫୋରଣରେ ଘଟି ୧୧ ମୃତ । ମୃତକଙ୍କ ମଧ୍ୟରେ ୯ ମହିଳା ଥିବା ସୂଚନା । ତାମିଲନାଡ଼ୁର ଶିବକାଶୀର ବିରୁଧୁନଗରର କମ୍ମାପଟ୍ଟିଗାଁରେ ଥିବା ଦୁଇଟି ବାଣ ଗୋଦାମରେ ବିସ୍ଫୋରଣ ଘଟିଛି ।
୧୨୫ ରୁ ଅଧିକ ରୋଗୀଙ୍କୁ ସୁରକ୍ଷିତ ସ୍ଥାନାନ୍ତର,ଗୁଜରାଟ ଅହମ୍ମଦାବାଦ ସ୍ଥିତ ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ।
ଖଲିସ୍ତାନୀ ସମର୍ଥକମାନେ ସାନ ଫ୍ରାନସିସ୍କୋରେ ଥିବା ଭାରତୀୟ ବାଣିଜ୍ୟିକ ଦୂତାବାସରେ ନିଆଁ ଲଗାଇ ଦେଲେ।
ଭୟଙ୍କର ସ୍ଥିତି । ସରକାରୀ ଜାଗାରେ ଘର କରି ରହୁଥିଲେ ଗରିବ ଖଟିଖିଆ ଲୋକେ...ଘର ଛାଡି ଯିବାକୁ କହୁଥିଲେ ଗାଁ ଲୋକେ । ସେମାନେ ନଯିବାରୁ ଦିନଦ୍ୱିପ୍ରହରେ ଘରେ ଲଗାଇ ଦେଲେ ନିଆଁ । ଏମିତି ସଙ୍ଗୀନ ଅଭିଯୋଗ ଆଣିଛନ୍ତି କ୍ଷତିଗ୍ରସ୍ତ
ରାଜଧାନୀ ଦିଲ୍ଲୀର ମୁଖାର୍ଜୀ ନଗରରେ ଥିବା କୋଚିଂ ସେଣ୍ଟରରେ ଲାଗିଛି ନିଆଁ
ନିଆଁ ଲାଗିବା ସମୟରେ ଅନେକ ଶ୍ରମିକ ସେଠାରେ କାମ କରୁଥିଲେ । ହଠାତ୍ ଅଗ୍ନିକାଣ୍ଡ ଯୋଗୁଁ ବାହାରକୁ ବାହାରିବା ସମ୍ଭବପର ହୋଇନଥିଲା ।
ଜଙ୍ଗଲ ନିଆଁକୁ ନେଇ କେନ୍ଦ୍ର-ରାଜ୍ୟ ଦୋଷ ଠେଲା ଠେଲି ହୋଇଛନ୍ତି । ବିଜେପି କହିଛି, ଜଳୁଛି ଜଙ୍ଗଲ । ବଢ଼ୁଛି ତାପମାତ୍ରା । ନିଆଁ ଲିଭାଇବା ପାଇଁ ପଶ୍ଚିମା ଝଡ଼କୁ ଭରସା କରି ହାତ ଟେକି ବସିଛନ୍ତି ସରକାର ।