• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fire Breaks Out In Angul Hospital

angul
ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ଏମ୍‌ସିଏଚ୍‌ର ଟୀକାକରଣ ଗୃହରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଛି। ଭୋର୍ ପ୍ରାୟ ସାଢ଼େ ୪ଟାରୁ ୫ଟା ଭିତରେ ଷ୍ଟାବଲାଇଜରରେ ସର୍ଟସର୍କିଟ ଲାଗି ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିଯିବାରୁ ପ୍ରସୂତି ମହିଳା ପିଲାଙ୍କୁ ଧରି ବାହାରକୁ ଚାଲି ଆସିଥିଲେ। ଅଗ୍ନିଶମ କର୍ମଚାରୀ ଠିକ୍ ସମୟରେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।  ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ତେବେ ହସ୍ପିଟାଲ ପରିସରରେ ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result