ଭିଏତନାମର ରାଜଧାନୀ ହାନୋଇର ଏକ ୯ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି
ନିଆଁ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇବା ପରେ ଅଗ୍ନିଶମ ବିଭାଗ ପହଂଚି ଥିଲା । ହେଲେ ସେତେବେଳକୁ ଔଷଧ ଗୋଦାମଟି ସମ୍ପୂର୍ଣ୍ଣ ଜଳିଯାଇଛି । ପ୍ରାୟ ୫ ଅଗ୍ନିଶମ ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଥିବାବେଳେ ବର୍ତ୍ତମାନ ସୁଦ୍ଧା ନିଆଁ ଲିଭା ଜାରି ରହିଛି ।
ରାତିରେ ଭିଜିବିଲିଟି କମ୍ ଯୋଗୁଁ ନିଆଁ ଲିଭାଇବାରେ ବିଳମ୍ବ ହୋଇଛି ।
ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ପଛପଟ ଥିବା ୫ଟି ଦୋକାନରେ ଏହି ନିଆଁ ଲାଗିଛି
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥର ଖମ୍ବ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ରୁ ଅଧିକ ବଖରା ଘର ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜାଣିଲେ ଆପଣ ତାଜୁବ ହେବେ।
ଗୁରୁବାର ରାତିରେ ଆଞ୍ଚଳିକ ରାଜଧାନୀ ଉରୁମ୍କିରେ ଏହି ଅଗ୍ନିକାଣ୍ଡ ଘଟିଛି ।
କିଏ ଜାଣିଥିଲା ସକାଳ ହେଉ ହେଉମାଡ଼ି ଆସିବ ମୃତ୍ୟୁ । ହୋଟେଲରେ ନିଆଁ ଲାଗି ଦୁଇ ଜଣ କର୍ମଚାରୀଙ୍କ ଜୀବନ ଚାଲିଗଲା ।
ଶନିବାର ଅପରାହ୍ନରେ ମୁମ୍ବାଇର ନ୍ୟୁ ତିଲକ ନଗର ଅଞ୍ଚଳର ଏକ ଆବାସିକ କୋଠାରେ ଅଗ୍ନିକାଣ୍ଡ ଘଟିଛି ।
ମୁମ୍ବାଇର ଭିଲେ ପାର୍ଲେ ସ୍ଥିତ ଏସ୍ଭି ରୋଡ ଏଲ୍ଆଇସିର ମୁଖ୍ୟ ଅଫିସରେ ଭୟଙ୍କର ଅଗ୍ନିକାଣ୍ଡ ।
ନିଆଁରେ ଜୀଅନ୍ତା ଜଳିଗଲେ ଗୋଟିଏ ପରିବାରର ୭ ସଦସ୍ୟ । ପଞ୍ଜାବ ଲୁଧିଆନା ଟିବା ରୋଡ୍ ନିକଟରେ ହୋଇଥିବା ଭୟଙ୍କର ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୭ ଜଣଙ୍କର ମୃତ୍ୟୁ ହୋଇଛି ।
ନିଆଁ ଲାଗି ୪ ମୃତ। ଘରେ ଶୋଇଥିବା ବେଳେ ନିଆଁ ଲାଗିଯିବା ଫଳରେ ଅକାଳରେ ୪ ଜଣଙ୍କ ଜୀବନ ଚାଲି ଯାଇଛି। ଆଜି ଭୋର ସମୟରେ ଦିଲ୍ଲୀରେ ଏହି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ଆଜି ଅପରାହ୍ଣରେ ବିଲ୍ଡିଂର ୧୯ ମହଲାରେ ପ୍ରଥମେ ନିଆଁ ଲାଗି ଯାଇଥିଲା। ଧୀରେ ଧୀରେ ଏହା ୨୦ ମହଲାକୁ ବ୍ୟାପି ଥିଲା। ଏହି ସମୟରେ ନିଆଁ କବଳରୁ ନିଜକୁ ବଞ୍ଚାଇବା ପାଇଁ ଜଣେ ବ୍ୟକ୍ତି ୧୯ ମହଲାରୁ ତଳକୁ ଡେଇଁ ପଡ଼ିଥିଲେ।
ଫର୍ନିଚର ଦୋକାନରେ ଭୟାଭୟ ଅଗ୍ନିକାଣ୍ଡ । ଗତକାଲି ବିଳମ୍ୱିତ ରାତିରେ ମୁମ୍ମାଇର ଠାନେ ସହରରେ ଥିବା ଏକ ଫର୍ନିଚର୍ ଗୋଦାମ୍ରେ ନିଆଁ ଲାଗିବା ଫଳରେ ନିଆର ପ୍ରକୋପରେ ପ୍ରାୟ ୫୦ରୁ ଅଧିକ ଗୋଦାମ ପ୍ରଭାବିତ ହୋଇଛି ।
ଦେଖନ୍ତୁ.. କେମିତି ହୁତୁ ହୁତୁ ହୋଇ ଆଖି ଆଗରେ ଜଳି ଯାଉଛି କମ୍ପାନୀଟି.. ଏ ହେଉଛି.. ଉତ୍ତରାଖଣ୍ଡ ହରିଦ୍ୱାରର ଏକ ପ୍ରାଇଭେଟ୍ କମ୍ପାନୀ.. କୌଣସି କାରଣରୁ ନିଆଁ ଲାଗିଯାଇଥିବା ବେଳେ ପୂରା କମ୍ପାନୀଟି ଜଳି ପୋଡ଼ି ପାଉଁଶ ହୋଇଯାଇଛି.. ଘଟଣାସ୍ଥଳରେ ଅଗ୍ନଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି..
ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତାରାତାରିଣୀ ପୀଠର ଦୀପ ଗୃହରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି।
ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲା ବିଜୟଓ୍ୱାଡ଼ା ନିକଟ ଗ୍ୟାନଭରମ ସ୍ପେଶାଲ ଇକୋନୋମିକ ଜୋନରେ ଥିବା ଏକ ସ୍ପିନିଂ ମିଲରେ ଭୟାବହ ଅଗ୍ନିକାଣ୍ଡ୍। ବିଦ୍ୟୁତ୍ ସଟ୍ ସର୍କିଟ କାରଣରୁ ନିଆଁ ଲାଗିଥିବାର ସୂଚନା।
ଉତ୍କଳ ବିଶ୍ୱବିଦ୍ୟାଳୟ ସଂସ୍କୃତ ବିଭାଗ କୋଠାରେ ଅଗ୍ନିକାଣ୍ଡ। ଖବର ପାଇବା ପରେ ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି