କେରଳର ଏହି ମନ୍ଦିରରେ ଦୀପାବଳି ପୂର୍ବରୁ ମନ୍ଦିରରେ ପୂଜାର ଆୟୋଜନ କରାଯାଇଥିଲା। ବିଳମ୍ୱିତ ରାତି ପ୍ରାୟ ସାଢେ ୧୨ଟାରେ ଭାରାକାଭୁ ମନ୍ଦିର ନିକଟରେ ଥିବା ଏକ ବାଣ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁଚାହୁଁ ନିଆଁ ବ୍ୟାପିଯିବା ସହ ବଡ଼ ଧରଣର ବିସ୍ଫୋରଣ ଘଚିଛି।
ଅପରାହ୍ମ ୩ଟାରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୭ ଟା ଯାଏଁ ଚାଲିବ । ସେଦିନ ଘଟଣାସ୍ଥଳରେ ଉପସ୍ଥିତ ଥିବା ପ୍ରତ୍ୟକ୍ଷଦର୍ଶୀ, ପୁରୀ ପୋଲିସ, ଏସପି, ଅଗ୍ନିଶମ ବିଭାଗ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ବୟାନ ରଖିବେ।
ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ମହାପ୍ରଭୁଙ୍କ ଚାପଖେଳ ବେଳେ ବାଣ ବିସ୍ଫୋରଣ । ୩ ଜଣଙ୍କ ମୃତ୍ୟୁ, ଜୀବନ ସହ ସଂଘର୍ଷ କରୁଛନ୍ତି ଅନେକ । ବାଣଫୁଟା ପାଇଁ କିଏ ଦେଇଥିଲା ଅନୁମତି ?
ବିସ୍ଫୋରଣରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ବିଭିନ୍ନ ମେଡିକାଲରେ ଚିକିତ୍ସା କରାଯାଉଛି। କଟକ ଏସସିବିରେ ୬ ଜଣ ଚିକିତ୍ସାଧିନ ଅଛନ୍ତି। ସେହିପରି ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଚାଲିଛି ଅନେକ ଆହତଙ୍କ ଚିକିତ୍ସା।
ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
ଫୁଟିଲା ବେପରୁଆ ବାଣ। ଚରମ ସୀମାରେ ବାୟୁ ପ୍ରଦୂଷଣ। ଖାଲି ଦିଲ୍ଲୀ ନୁହେଁ, ଓଡ଼ିଶାବାସୀ ବି ଅଣନିଶ୍ୱାସୀ।
ଦୀପାବଳିରେ କଟକଣା ନମାନି ସମସ୍ତେ ବାଣ ଫୁଟାଇବା ପରେ ସାରା ରାଜ୍ୟ ବିଶେଷ କରି ଭୁବନେଶ୍ୱର ଓ କଟକରେ ବଢ଼ିଥିଲା ବାୟୂ ପ୍ରଦୂଷଣ ।
ରାତି ପାହିଲେ ଦୀପାବଳି। ଆଲୋକର ପର୍ବ ପାଇଁ ଆକାଶଛୁଆଁ ଉତ୍ସାହ ଓ ଉଦ୍ଦୀପନା । କିଏ ବାଣ କିଣି ଘରେ ଗଦା କଲାଣି, ତ ଆଉ କିଏ ଘରକୁ ସଜାଇଲାଣି ସୁନ୍ଦର ଆଲୋକମାଳାରେ । ବିଷାକ୍ତ ଧୂଆଁ, କ୍ଷତିକାରୀ ପ୍ରଦୂଷଣ ଓ ଅତ୍ୟଧିକ ଶବ୍ଦ ସୃଷ୍ଟିକାରୀ ବାଣ ନଫୁଟାଇବା ପାଇଁ ଲୋକଙ୍କୁ ସଚେତନ କରାଯାଉଥିବା ବେଳେ, ବାଣ ବଜାର ଉପରେ ବି ପ୍ରଶାସନର କଡ଼ା ନଜର ରହିଛି..
କିଏ ବାଣ କିଣି ଘରେ ଗଦା କଲାଣି, ତ ଆଉ କିଏ ଘରକୁ ସଜାଇଲାଣି ସୁନ୍ଦର ଆଲୋକମାଳାରେ ।
ସମସ୍ତେ ଗ୍ରୀନ କ୍ରାକର ଫୁଟାଇବା ପାଇଁ ରାଜଧାନୀବାସୀଙ୍କୁ ଅପିଲ କରିଛନ୍ତି କମିଶନର ।
ସାରା ଦେଶରେ ଘାତକ ପ୍ରଦୂଷଣକାରୀ ବାଣ ଉପରେ କଟକଣା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଆହତ ଯୁବକ ହେଲେ ଶିବାନନ୍ଦ ତାଡୋ । ତାଙ୍କ ମୁଣ୍ଡ, ଗୋଡ ହାତ ଓ ଆଖିରେ ଆଘାତ ଲାଗିଛି ।
ପ୍ରଚଣ୍ଡ ଶବ୍ଦ କରି ୫ ବଖରା ଛାତ ଘର ଉଡ଼ି ଯାଇଥିଲା । ଯେଉଁଥିରେ ସେହି ଗାଁର ଏକ ଦଂପତିଙ୍କ ମୃତ୍ୟୁ ଘଟିଥିଲା ।
ଗାଁର ଜନବସତି ଅଞ୍ଚଳରୁ ଅଧ କିଲୋମିଟର ଦୂରରେ ଥିବା ଏକ ଘରେ ଘଟିଥିଲା ଅଘଟଣ ।
କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣକ ମୃତ୍ୟୁ ହୋଇଛି। ଗତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଜଣେ ବାଣୁଆଙ୍କ ମୃତ୍ୟୁ ହୋଇଛି । ବୁଧବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ାର ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା।
କେନ୍ଦ୍ରାପଡ଼ା ବାଲିଆ ବଜାର କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ବାଣ ଫୁଟାଇବାକୁ ଅନୁମତି ଦେଇଥିଲା କିଏ?
କେନ୍ଦ୍ରାପଡା ବାଲିଆ ବଜାରରେ ଯେଉଁଠି ୨୪ ଘଣ୍ଟା ତଳେ ଚାଲିଥିବା ବାଜା, ବାଣ ରୋଷଣି କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ଡିଜେର ତାଳେ ତାଳେ ନାଚ ଚାଲିଥିଲା । ହେଲେ ବାଣ ଫୁଟାଇବା ବେଳେ ବିସ୍ଫୋରଣ ପୁରାପୁରି ବଦଳାଇ ଦେଇଥିଲା ଉତ୍ସବର ମାହୋଲ୍ ।
କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ହୋଇ ୩୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଗୁରୁତରଙ୍କ ମଧ୍ୟରୁ ଅନେକଙ୍କ ଜୀବନ ସଂକଟାପନ୍ନ ରହିଛି ।
ଅରୁଣାଚଳ ପ୍ରଦେଶର ଇଟାନଗର ନିକଟ ନାହାରଲାଗୁନ ଡେଲି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ମାର୍କେଟରେ ଥିବା ୭୦୦ଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି।
ବାଣ ଫୁଟିବା ପରେ ଗଛ ଉଠିବ ଆଉ ସବୁଜିମା ହେବ ପରିବେଶ । ସେଥିପାଇଁ ବାଣ ଭିତରେ ଖଞ୍ଜାଯାଇଛି ମଞ୍ଜି ।
ବାଣ ବ୍ୟବସାୟୀଙ୍କ ଅନ୍ୟ ଗୋଦାମରେ ବିପୁଳ ପରିମାଣର ବାଣ ଗଛିତ ଥିବା ସନ୍ଦେହ କରୁଛି ପୋଲିସ ।