କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣକ ମୃତ୍ୟୁ ହୋଇଛି। ଗତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଜଣେ ବାଣୁଆଙ୍କ ମୃତ୍ୟୁ ହୋଇଛି । ବୁଧବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ାର ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା।
କେନ୍ଦ୍ରାପଡ଼ା ବାଲିଆ ବଜାର କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ବାଣ ଫୁଟାଇବାକୁ ଅନୁମତି ଦେଇଥିଲା କିଏ?
କେନ୍ଦ୍ରାପଡା ବାଲିଆ ବଜାରରେ ଯେଉଁଠି ୨୪ ଘଣ୍ଟା ତଳେ ଚାଲିଥିବା ବାଜା, ବାଣ ରୋଷଣି କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ଡିଜେର ତାଳେ ତାଳେ ନାଚ ଚାଲିଥିଲା । ହେଲେ ବାଣ ଫୁଟାଇବା ବେଳେ ବିସ୍ଫୋରଣ ପୁରାପୁରି ବଦଳାଇ ଦେଇଥିଲା ଉତ୍ସବର ମାହୋଲ୍ ।
କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ହୋଇ ୩୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଗୁରୁତରଙ୍କ ମଧ୍ୟରୁ ଅନେକଙ୍କ ଜୀବନ ସଂକଟାପନ୍ନ ରହିଛି ।
ଅରୁଣାଚଳ ପ୍ରଦେଶର ଇଟାନଗର ନିକଟ ନାହାରଲାଗୁନ ଡେଲି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ମାର୍କେଟରେ ଥିବା ୭୦୦ଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି।
ବାଣ ଫୁଟିବା ପରେ ଗଛ ଉଠିବ ଆଉ ସବୁଜିମା ହେବ ପରିବେଶ । ସେଥିପାଇଁ ବାଣ ଭିତରେ ଖଞ୍ଜାଯାଇଛି ମଞ୍ଜି ।
ବାଣ ବ୍ୟବସାୟୀଙ୍କ ଅନ୍ୟ ଗୋଦାମରେ ବିପୁଳ ପରିମାଣର ବାଣ ଗଛିତ ଥିବା ସନ୍ଦେହ କରୁଛି ପୋଲିସ ।
ବାଣ ଓ ଆଲୋକର ପର୍ବ ଦୀପାବଳିରେ ଏଥର ଶୁଭିନପାରେ କାନଫଟା ଶବ୍ଦ । କାରଣ ରାଜ୍ୟ ସରକାର ସବୁଜ ବାଣ ବ୍ୟତୀତ ଅନ୍ୟ ସମସ୍ତ ବାଣର ବିକ୍ରି ଓ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରିଥିବା ବେଳେ ବ୍ୟବସାୟୀଙ୍କୁ ବିଳମ୍ବରେ ଅନୁମତି ମିଳିଛି । ଆଉ ଏଥିପାଇଁ ବେପାର ପାଇଁ ହାତରେ ସମୟ ବି ନାହିଁ ।
ବିବାହ, ପର୍ବପର୍ବାଣୀ କିମ୍ବା ଦୀପାବଳି ଆସିଲେ ସେମାନଙ୍କ ମୁହଁରେ ହସ ଫୁଟେ । ଲୋକେ ଖୁସିରେ ବାଣ ଫୁଟାଇଲେ ସେମାନଙ୍କ ପରିବାର ଚଳେ । ହେଲେ କରୋନା ଆସିବା ପରଠୁ ଉତ୍ସବ ଉପରେ ରୋକ୍ ।
ବିବାହ, ପର୍ବପର୍ବାଣୀ କିମ୍ବା ଦୀପାବଳି ଆସିଲେ ସେମାନଙ୍କ ମୁହଁରେ ହସ ଫୁଟେ । ଲୋକେ ଖୁସିରେ ବାଣ ଫୁଟାଇଲେ ସେମାନଙ୍କ ପରିବାର ଚଳେ । ହେଲେ କରୋନା ଆସିବା ପରଠୁ ଉତ୍ସବ ଉପରେ ରୋକ୍ । ଆଉ ପର୍ବ-ପର୍ବାଣୀରେ କଟକଣା ପରେ ସେମାନଙ୍କ ବ୍ୟବସାୟ ବି ଠପ୍ ।
ଏଥର ବି ପାର୍ବଣକୁ ପାଣିଚିଆ କରିଦେବ ମହାମାରୀ କରୋନା । ନା ଚମକିବ ମେଢ଼, ନା ଝଟକିବ ମଣ୍ଡପ । ମହାମାରୀ ମାଡ଼ରେ ଗତବର୍ଷ ଭଳି ଏଥର ବି ଖାଁ ଖାଁ ଲାଗିବ ଚତୁର୍ଦ୍ଦିଗ । କାରଣ ବିନା ବାଣ ରୋଷଣୀ ସହ ପାର୍ବଣକୁ ନିରାଡମ୍ବର ଭାବେ ପାଳିବା ପାଇଁ ଅକ୍ଟୋବର ଗାଇଡଲାଇନ୍ସରେ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି ।