ଯାତ୍ରୀଙ୍କୁ ଧରି ୧,୦୦୦ ଫୁଟ ଉଚ୍ଚକୁ ବିମାନ ଉଡ଼ାଣ ଭରି ଥିବାବେଳେ ଏଥିରେ ନିଆଁ ଲାଗିଥିବା ଜଣାପଡ଼ିଥିଲା।
ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲ ନିଆଯାଉଥିଲା ବୋଲି ପରିବାର ଲୋକ କହିଛନ୍ତି ।
ଗୋଟିଏ ଜାଗାରେ ନିଆଁ ଲିଭାଇଲେ ଅନ୍ୟ ଜାଗାରେ ଜଳୁଛି। ପୁରା ଗାଁ ଆତଙ୍କିତ
ସ୍ଥାନୀୟ ଏସ୍ପି ସଞ୍ଜୀବ କୁମାର ମଧ୍ୟ ଉପସ୍ଥିତ ରହିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।
ଏହା ଏତେ ଭୟଙ୍କର ଥିଲାଯେ, କର୍ମଚାରୀମାନେ ବାହାରକୁ ଆସିବାର ସୁଯୋଗ ପାଇନଥିଲେ।
ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।
ପ୍ରଥମିକ ତଦନ୍ତରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ୍ଟି କିଛି ମାସ ହେବ ଷ୍ଟେସନରେ ଛିଡ଼ା ହୋଇ ରହିଥିଲା ।
ପୁରୀ ନବକଳେବର ରୋଡ୍ ସ୍ଥିତ ଶ୍ରୀଜଗନ୍ନାଥ ଟିମ୍ବରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଶାଳ, ପିଆଶାଳ, ଆକାଶିଆ ଭଳି ବହୁ ମୂଲ୍ୟବାନ କାଠ ପୋଡ଼ି ପାଉଁଶ ହୋଇ ଯାଇଛି।
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ନିଆଁର ମାତ୍ରା ଏତେ ଅଧିକ ଯେ, ପାଖ ଦୋକାନକୁ ବ୍ୟାପିବାର ଆଶଙ୍କା ରହିଛି ।
ନିଆଁ ଲିଭାଇବାକୁ ଉଦ୍ୟମ ବେଳେ ଜଣେ ଅଗ୍ନିଶମ କର୍ମଚାରୀ ଆହତ
ଲୋକମାନେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ମାଙ୍ଗାଲୁରୁ ପୋଲିସ୍ ମୁଖ୍ୟ ଏନ୍ ଶଶିକୁମାର କହିଛନ୍ତି। ଘଟଣା ପରେ ଅଟୋ ଡ୍ରାଇଭର ଓ ଜଣେ ଯାତ୍ରୀ ଆହତ ହୋଇଛନ୍ତି।
ମାଳଦ୍ୱୀପର ରାଜଧାନୀ ମାଲେରେ ବିଦେଶୀ ଶ୍ରମିକମାନେ କାମ କରୁଥିବା ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ମଧ୍ୟରେ ୯ ଜଣ ଭାରତୀୟ ଅଛନ୍ତି।
ପରିବାର ସଦସ୍ୟମାନେ ଛଟ୍ ପୂଜା ପାଇଁ ପ୍ରସାଦ ପ୍ରସ୍ତୁତ କରୁଥିବା ବେଳେ ଗ୍ୟାସ୍ ସିଲିଣ୍ଡର ଫାଟି ଯାଇଥିଲା। ଏହାପରେ ସର୍ଟ ସର୍କିଟ୍ ହୋଇ ନିଆଁ ଲାଗି ଧୀରେ ଧୀରେ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା।
ପାନପୋଷ ଛକରେ ଏକ ମିଠା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟି ଏଭଳି ଅଘଟଣ ଘଟିଛି ।
ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ରେଳ ଅଧିକାରୀ ।
ଗତକାଲି ରାତି ପ୍ରାୟ ୯ଟା ସମୟରେ ପେଣ୍ଡାଲରେ ଆଳତି ବେଳେ ଅଗ୍ନିକାଣ୍ଡ ଘଟିଥିଲା। ଇଲେକ୍ଟ୍ରିକ୍ ସର୍ଟ ସର୍କିଟ୍ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ଗତ ରାତିରେ ଲଜ୍ ତଳେ ଥିବା ଇଲେକ୍ଟ୍ରିକ୍ ସ୍କୁଟି ସୋରୁମ୍ରେ ଲାଗିଥିଲା ନିଆଁ ।
ନିଆଁ ଲାଗିବା ଫଳରେ ଜୀବନ ବଞ୍ଚାଇବା ପାଇଁ ଲୋକମାନେ ବିଲ୍ଡିଂର ଉପର ମହଲାରୁ ତଳକୁ ଡେଇଁ ପଡ଼ିଥିବା ଦେଖିବାକୁ ମିଳିଛି। ଆହତ ଅବସ୍ଥାରେ ସେମାନଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ମାର୍କେଟ ବିଲ୍ଡିଂର ଗୋଟିଏ ଦୋକାନରେ ନିଆଁ ଲାଗିଥିବା ସୂଚନା । ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୪ଟି ଦମକଳ ଗାଡ଼ି ।
ଗୁରୁବାର ଦିନ ସହରରେ ଥିବା ଏହି ୩ ମହଲା ବିଲ୍ଡିଂରେ ହଠାତ୍ ନିଆଁ ଲାଗି ଯାଇଥିଲା। ୩ ଘଣ୍ଟାର ସଂଘର୍ଷ ପରେ ହୁତୁହୁତୁ ହୋଇ ଜଳୁଥିବା ନିଆଁକୁ ଆୟତ୍ତ କରାଯାଇଥିଲା।
୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ହାଇୱା ଗାଡ଼ି ଜଳି ଯାଇଛି। ଗାଡ଼ି ଭିତରେ ଥିବା ଚାଳକ ଗାଡ଼ି ବାହାରକୁ ଆସି ନପାରିବାରୁ ବିଦ୍ୟୁତ୍ ତାର ଲାଗି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।
ଅଗ୍ନିକାଣ୍ଡରେ ଅନେକ ସମ୍ପତ୍ତି ଜଳିପୋଡ଼ି ନଷ୍ଟ ହୋଇଛି । ଅଗ୍ନିକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳ ଏକ ପ୍ରକାର ଧୁଆଁମୟ ହୋଇଯାଇଛି ।
ନିଆଁ ଲାଗିବାର କାରଣ ଅସ୍ଫଷ୍ଟ ରହିଥିବା ବେଳେ ଘଟଣାଟିରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।
ଭୁବନେଶ୍ୱର କେଶରୀ ମଲ୍ରେ ପୁଣି ଅଗ୍ନିକାଣ୍ଡ ଘଟିଛି। ପ୍ରଥମ ଓ ଦ୍ୱିତୀୟ ମହଲାରେ ନିଆଁ ଲାଗିଥିବା ସୂଚନା ମିଳିଛି।
ହଠାତ୍ ବସ୍ ଇଞ୍ଜିନ୍ରୁ ଧୁଆଁ ବାହାରିଥିଲା । ଧିରେ ଧିରେ ବସ୍ଟି ପୁରା ଜଳି ଯାଇଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।