• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fire Mishap

100 Killed In Fire During Wedding In Iraq
ବାହାଘର ଭୋଜିରେ ବଡ଼ ଅଘଟଣ: ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୦୦ ଜଣ

ବାହାଘର ଭୋଜି ଚାଲିଥିବା ବେଳେ ୱେଡିଂ ହଲ୍‌ରେ ନିଆଁ ଲାଗି ଯିବା ଯୋଗୁ ବଡ଼ ଅଘଟଣ ଘଟିଛି। ଜୀଅନ୍ତା ଜଳିଗଲେ ୧୦୦ ଜଣ।

Fire Mishap In Pune
କି ଦୁଖଃ ! ହାର୍ଡଓୟାର ଦୋକାନରେ ଲାଗିଲା ନିଆଁ, ପାଖରେ ରହୁଥିବା ପରିବାର ଜୀବନ୍ତ ଦଗ୍ଧ

ପୂର୍ଣ୍ଣନଗର ଅଞ୍ଚଳରେ ଏକ ଇଲେକ୍ଟ୍ରିକ ହାର୍ଡଓୟାର ଦୋକାନକୁ ଲାଗି ଚିନାରାମଙ୍କ ପରିବାର ଲୋକେ ରହୁଥିଲେ ।

8 persons killed in train fire mishap in Tamil Nadu
ଟ୍ରେନ୍‌ରେ ଲାଗିଲା ନିଆଁ, ଜୀଅନ୍ତା ଜଳିଗଲେ ୧୦ ଜଣ

ଟ୍ରେନ୍‌ରେ ନିଆଁ ଲାଗିଯିବା ଯୋଗୁ ୧୦ ଜଣ ଜୀଅନ୍ତା ଜଳି ଯାଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇପଡ଼ିଛନ୍ତି।

bus catches fire
ହୁତୁ ହୁତୁ ହୋଇ ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ରାସ୍ତାରେ ଛିଡ଼ା ହୋଇଥିବା ବସ୍‌ରେ ଲାଗିଗଲା ନିଆଁ । ସମସ୍ତ ଯାତ୍ରୀ ସୁରକ୍ଷିତ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ।

Major fire breaks out at Pandit Raghunath Murmu Medical College Baripada
ବାରିପଦା ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ

ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ICU, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା।

Fire breaks out at AIIMS
BREAKING : ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି

ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିଥିବା ସୂଚନା । ନିଆଁକୁ ଆୟତ୍ତ ପାଇଁ ଲାଗିଛି ୬ଟି ଅଗ୍ନିଶମ ଗାଡ଼ି ।

Ship carrying nearly 3,000 cars ablaze off Dutch coast, crew member dead
ମଝି ସମୁଦ୍ରରେ ଜଳିଗଲା ଜାହାଜ; ଜଣଙ୍କର ମୃତ୍ୟୁ, ୩ହଜାର BMW-ମର୍ସିଡିଜ୍‌ ପୋଡ଼ି ପାଉଁଶ !

ଜାହାଜରେ ହଠାତ୍‌ ନିଆଁ ବ୍ୟାପିଯିବାରୁ ଅନେକ କ୍ରୁ ମେମ୍ବର ସମୁଦ୍ରକୁ ଡେଇଁପଡ଼ିଥିଲେ । ଫଳରେ ଏଥିରେ ଅନେକ ଗୁରୁତର ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ, ଜାହାଜରେ ଥିବା ସମସ୍ତ କ୍ରୁ ମେମ୍ବର ଭାରତୀୟ ବୋଲି ସୂଚନା ମିଳିଛି ।

Bhopal Delhi Vande Bharat Train Catches Fire
ସକାଳୁ ସକାଳୁ ଅଘଟଣ, ବନ୍ଦେ ଭାରତ ଟ୍ରେନ୍‌ରେ ଲାଗିଲା ନିଆଁ

ଆଜି ସକାଳେ ଭୋପାଳ-ଦିଲ୍ଲୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଏକ କୋଚ୍‌ରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ଏଥିରେ କୌଣସି ଯାତ୍ରୀ ଆହତ ହୋଇ ନଥିବା ବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି।

Fire Mishap In Delhi Galaxy Mall
ମଲ୍‌ରେ ଲାଗିଲା ନିଆଁ, ଜୀବନ ବିକଳରେ ତିନି ମହଲା ଉପରୁ ଡେଇଁଲେ ଲୋକ...

କିଛି ଲୋକ ଜୀବନ ବିକଳରେ କାଚ ଭାଙ୍ଗି ସିଧା ତଳକୁ ଡେଇଁ ପଡ଼ିଥିବା ଦେଖିବାକୁ ମିଳିଛି । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି ।

ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ
ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ଆଉ ଏଥିରେ ଜଳି ପୋଡି ପାଉଁଶ ହୋଇଯାଇଛି କୋଟିଏରୁ ଅଧିକ ଟଙ୍କାର ଔଷଧ। ହେଲେ ଏହି ଅଗ୍ନିକାଣ୍ଡ ଆକସ୍ମିକ, ଅବହେଳା ନା ଇନସୁରାନ୍ସ ନାଁରେ ଔଷଧ ଗୋଦାମକୁ ନିଆଁ ଲଗାଇ ଦେବାକୁ ଷଡ଼ଯନ୍ତ୍ର ହୋଇଛି ତାକୁ ନେଇ ଉଠିଛି ପ୍ରଶ୍ନ। ଆଜବେଷ୍ଟସ ଘରେ ଦହନଶୀଳ ପଦାର୍ଥ ମହଜୁଦ ରଖିବା ନେଇ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ମଧ୍ୟ ପ୍ରଶ୍ନ ଉଠାଇଛି।

Panic grips locals after major fire breaks out in Odisha State Medical Corporation warehouse
ଚାହୁଁ ଚାହୁଁ ଜଳିଗଲା ସରକାରୀ ଔଷଧ ଗୋଦାମ, ଚାରିଆଡ଼େ ଖାଲି ଧୂଆଁମୟ...

ଚାହୁଁ ଚାହୁଁ ଜଳିଗଲା ଔଷଧ ଗୋଦାମ। ଗତକାଲି ରାତିରେ ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।

Falaknuma Express
ଫଲକନୁମା ଏକ୍ସପ୍ରେସ୍‌ରେ ନିଆଁ, ହୁତୁହୁତୁ ହୋଇ ଜଳିଲା ଟ୍ରେନ୍‌

ତେଲେଙ୍ଗାନାର ପାଗିଡ଼ିପାଲି ଓ ବୋମାଇପାଲି ମଧ୍ୟରେ ଏହି ନିଆଁ ଲାଗିଥିବା ସୂଚନା ।

Jhansi Fire
ଇଲେକ୍ଟ୍ରୋନିକ ସୋ' ରୁମ୍‌ରେ ‍ଭୀଷଣ ଅଗ୍ନିକାଣ୍ଡ, ୪ ମୃତ

ସୋ' ରୁମ୍ ବାହାରେ ଥିବା ଶତାଧିକ ଗାଡ଼ି ଜଳିପୋଡ଼ି ପାଉଁଶ । ୮୦ଟି ଅଗ୍ନିଶମ ବାହିନୀ ଗାଡ଼ି ଦ୍ୱାରା ନିଆଁ ଆୟତ୍ତ ।

Fire breaks out near Bhawani Mall in Bhubaneswar
ଭୁବନେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ବାର୍‌ରେ ୪ ଜଣ ଫସି ରହିଥିବା ଆଶଙ୍କା

ଭୁବନେଶ୍ୱରରେ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଭବାନୀ ମଲ୍ ନିକଟରେ ଥିବା ଏହି ବାର୍‌ରେ ଆଜି ଅପରାହ୍ଣରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି।

Major fire breaks out at government building in Bhopal
ଜଳୁଛି ସରକାରୀ ବିଲ୍‌ଡିଂ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ...

ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଥିବା ସତପୁରା ଭବନରେ ଗତକାଲି ଏହି ଅଗ୍ନିକାଣ୍ଡ ଘଟିଥିଲା। ବିଲ୍‌ଡିଂର ତୃତୀୟ ମହଲାରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି।

accident
ଗଛରେ ଧକ୍କା ହେବା ପରେ କାର୍‌ରେ ଲାଗିଲା ନିଆଁ, ଗୋଟିଏ ପରିବାରର ୪ ଜୀବନ୍ତ ଦଗ୍ଧ

ବାହାଘରରେ ଯୋଗଦେଇ ଘରକୁ ଫେରୁଥିଲେ ଗୋଟିଏ ପରିବାରର ଚାରି ଜଣ । କିଛି ସମୟ ପରେ ଘରେ ପହଞ୍ଚି ଥାଆନ୍ତେ . . .ହେଲେ କିଏ ଜାଣିଥିଲା ନିଷ୍ଠୁର ମୃତ୍ୟୁର ଦୂତ ସାମ୍ନାରେ ବାଟ ଓଗାଳିବ . .

Fire Breaks Out In Daily Market of Bargarh
ଜଳିଗଲା ବରଗଡ଼ ସହରର ଡେଲି ମାର୍କେଟ୍

ଡେଲି ମାର୍କେଟରେ ଥିବା ପାଖାପାଖି ୧୦ରୁ ଅଧିକ ଦୋକାନ ଘର ଜଳିଯାଇଛି ।

Cloth Shop
କପଡ଼ା ଦୋକାନରେ ଅଗ୍ନିକାଣ୍ତ; ଜଳିପୋଡ଼ି ପାଉଁଶ ହୋଇଗଲା ୫୦ ଲକ୍ଷର କପଡ଼ା

କ୍ଲଥଷ୍ଟୋରରେ ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର କପଡ଼ା ।

jungle
ହାତୀ ପାଇଁ ପ୍ରକୃତି ସହ ଖେଳ, ଜଙ୍ଗଲରେ ନିଆଁ ଲଗାଇ ଦେଲେ ଗାଁ ଲୋକେ

ହୁତୁ ହୁତୁ ହୋଇ ଜଳିଲା ଘୋରମାବେଡା ଗ୍ରାମ୍ୟ ଜଙ୍ଗଲ । ଜଙ୍ଗଲ ନିଆଁ କାବୁ କରିବାକୁ ନାକେଦମ୍ ବନ ବିଭାଗ ।

Deadly Fire
ହଷ୍ଟେଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ :୨୦ ଛାତ୍ରୀ ଜୀବନ୍ତ ଦଗ୍ଧ

ରାଜଧାନୀ ଜର୍ଜଟାଉନଠୁ ୨୦୦ କିମି ଦୂର ମହିଦା ଟାଉନରେ ଅଘଟଣ

Chilika Fire
ଚିଲିକା କାଳୁପଡା ଜେଟି ନିକଟ ନଳଘାସରେ ନିଆଁ

ଚିଲିକା ଭିତରେ ପବନ ଅଧିକ ଥିବାରୁ ନିଆଁ ଆଖପାଖ ନଳ ଘାସକୁ ମଧ୍ୟ ବ୍ୟାପିବାରେ ଲାଗିଛି ।

Unexplained fires
ଆଶ୍ଚର୍ଯ୍ୟ ! ଅଛି ଅଛି ଘରେ ଲାଗୁଛି ନିଆଁ...ଲିଭେଇଲେ ବି ଲିଭୁନି

ଆଶ୍ଚର୍ଯ୍ୟ ! ଅଛି ଅଛି ଘରେ ନିଆଁ ଲାଗିଯାଉଛି । ହୁତୁହୁତୁ ହୋଇ ଜଳୁଛି ପାଳ ସହିତ ଘର । ଦମକଳ ନିଆଁ ଲିଭାଇବା ପରେ ବି ଜଳୁଛି । ୩ ଦିନ ହେଲାଣି ଡରିଡରି ବଞ୍ଚୁଛନ୍ତି ଗାଁ ଲୋକେ

bus catches fire
Video : କଟକରେ ହୁ ହୁ ଜଳିଲା ବସ୍‌

ବସ୍‌ରେ କେହି ଯାତ୍ରୀ ନଥିବା ଜଣାପଡ଼ିଛି ।

At Least 16 Killed In Dubai Multi Storey Building Fire
ବିଲ୍‌ଡିଂରେ ଭୟଙ୍କର ଅଗ୍ନିକାଣ୍ଡ: ଚାହୁଁ ଚାହୁଁ ଜଳଗିଲେ ୧୬ ଜଣ, ମୃତକଙ୍କ ମଧ୍ୟରେ ଅଛନ୍ତି ଭାରତୀୟ

ଦୁବାଇ ସ୍ଥିତ ଏକ ଆବାସିକ ବିଲ୍‌ଡିଂରେ ନିଆଁ ଲାଗି ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୪ ଭାରତୀୟ ଅଛନ୍ତି।

train
Video : ଟ୍ରେନ୍‌ ଉପରକୁ ଚଢ଼ି ଧରିଦେଲେ ବିଦ୍ୟୁତ ତାର, ଭୟଙ୍କର ବିସ୍ପୋରଣରେ ଜଳିଗଲେ ଯାତ୍ରୀ

ଟ୍ରେନ୍‌ ଉପରେ ଥିବା ବିଦ୍ୟୁତ ତାରକୁ ଛୁଇଁବା ପରେ ଜଳିଗଲେ ଯାତ୍ରୀ । ତାଙ୍କ ଶରୀରର ୯୨ ପ୍ରତିଶତ ନିଆଁରେ ପୋଡ଼ି ହୋଇଯାଇଛି । ସେ ବର୍ତ୍ତମାନ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।