ନିଆଁ ଲାଗିବା ପରେ ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ।
ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ୪ ଜୀବନ୍ତ ଦଗ୍ଧ । ଢାକା ଯାଉଥିବା ବେନାପୋଲ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ।
ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ ବୋଲି ।
ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।
ବୱାନା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି ।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଏହା ସର୍ଟସର୍କିଟରୁ ହୋଇଥିବା ସନ୍ଦେହ କରାଯାଉଛି।
ଦେଖୁ ଦେଖୁ ଚାରିଆଡ଼େ ବ୍ୟାପି ଯାଉଛି ନିଆଁ । ହଠାତ୍ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର ।
ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ । ଏହି ନିଆଁରେ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ । ଘଟଣାରେ ୨ଜଣ ଗୁରୁତର ଅଛନ୍ତି ।
ବଡ଼ କଥା ହେଲା ନିଆଁ ଲାଗିବା ସମୟରେ ଘରେ ପରିବାରର ଅଧିକାଂଶ ସଦସ୍ୟ ଉପସ୍ଥିତ ଥିଲେ । ଆଉ ଯିଏ ଯାହା ବାଟରେ ନିଜ ଜୀବନ ବଞ୍ଚାଇ ଘରୁ ବାହାରି ଚାଲିଯାଇଥିଲେ।
ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ଇଞ୍ଜେକ୍ସନ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି ।
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ l ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରା ଯାଇ ପାରିନାହିଁ ।
ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ....ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୋଲିସ...କେମିତି ଲାଗିଲା ନିଆଁ କାରଣ ଅସ୍ପଷ୍ଟ...
ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା । ପୁରୀ କୃଷ୍ଣପ୍ରସାଦ ବାଲିପାଟପୁର ଗାଁରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ପୋଡିଗଲା ୬ ବଖରା ଘର ।
ଦୀପାବଳି ପାଳନ ଅବସରରେ ଦୁର୍ଘଟଣା । ଛୋଟ ବଡ଼ ଦୁର୍ଘଟଣାରେ ଅନେକ ଆହତ ।
ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।
ନିଆଁ ଲାଗି ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଛି । ବଡ଼ ଝିଅ ବାହାଘର ପାଇଁ ପୂର୍ବରୁ ରଖା ଯାଇଥିବା ସୁନା ଅଳଙ୍କାର ଜଳିପୋଡ଼ି ନଷ୍ଟ ହୋଇଯାଇଛି ।
ମୁମ୍ବାଇର ଗୁରଗାଁଓରେ ଆଜି ଭୋରରୁ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।
କିପରି ଭାବେ ନିଆଁ ଲାଗିଲା, ସେ ନେଇ ରିପୋର୍ଟ ଦେବା ପରେ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କଟକ ଜିଲ୍ଲାପାଳ ।
ସକାଳୁ ଲୁଗା ଦୋକାନରେ ନିଆଁ ଲାଗିଥିବା ସୂଚନା ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ।
ବାହାଘର ଭୋଜି ଚାଲିଥିବା ବେଳେ ୱେଡିଂ ହଲ୍ରେ ନିଆଁ ଲାଗି ଯିବା ଯୋଗୁ ବଡ଼ ଅଘଟଣ ଘଟିଛି। ଜୀଅନ୍ତା ଜଳିଗଲେ ୧୦୦ ଜଣ।
ପୂର୍ଣ୍ଣନଗର ଅଞ୍ଚଳରେ ଏକ ଇଲେକ୍ଟ୍ରିକ ହାର୍ଡଓୟାର ଦୋକାନକୁ ଲାଗି ଚିନାରାମଙ୍କ ପରିବାର ଲୋକେ ରହୁଥିଲେ ।