ଘରେ ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଘରର ଆଜବେଷ୍ଟ ଉଡିବା ସହ ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ । ଖୋର୍ଦ୍ଧା ବେଗୁନିଆ ଥାନା ଅଞ୍ଚଳରେ ଘଟିଛି ଏହି ଅଘଟଣ । ବେଗୁନିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ପୁରୀରେ ଶୁଣାଣୀ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସେଦିନ ଡ୍ୟୁଟିରେ ଥିବା ପୁରୀ ପୋଲିସ, କୁମ୍ଭାରପଡା ଥାନା ପୋଲିସ, ପୁରୀ ଏସପି, ଅଗ୍ନିଶମ ବିଭାଗର ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନେ ଆଜି ତଥ୍ୟ ଉପସ୍ଥାପନ କରିବେ।
ମହାପ୍ରଭୁଙ୍କ ଚାପଖେଳ ବେଳେ ବାଣ ବିସ୍ଫୋରଣ । ୩ ଜଣଙ୍କ ମୃତ୍ୟୁ, ଜୀବନ ସହ ସଂଘର୍ଷ କରୁଛନ୍ତି ଅନେକ । ବାଣଫୁଟା ପାଇଁ କିଏ ଦେଇଥିଲା ଅନୁମତି ?
ଏହି ବିସ୍ଫୋରଣରେ ପ୍ରାଣ ହରାଇଥିବା ୯ ଜଣଙ୍କ ମଧ୍ୟରୁ ୫ ଜଣ ମହିଳା ରହିଛନ୍ତି।
ପଶ୍ଚିମବଙ୍ଗରେ ବାଣ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ଆହତ ହୋଇଛନ୍ତି । ଏହି ଘଟଣା ପରେ ଛିନଛତ୍ର ହୋଇ ଉଡ଼ିଯାଇଛି ଘର ।
ଜଗତସିଂହପୁରର ସାରଳା ମନ୍ଦିରରେ ଚନ୍ଦନ ଯାତ୍ରା ବେଳେ ଅଘଟଣ ଘଟିଛି। ବାଣ ନିଆଁ ଛିଟିକି ବାଣ ଗଦା ଉପରେ ପଡ଼ିବାରୁ ଜୋରରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି।
ପୋଲିସ ଓ ପ୍ରଶାସନର ଢିଲାପଣକୁ ନେଇ ଉଠିଲା ପ୍ରଶ୍ନ । ସଠିକ୍ SOP ଅନୁପାଳନ ପାଇଁ ପରାମର୍ଶ ।