ପ୍ରତିବର୍ଷ ଦୀପାବଳିରେ ଅସାବଧାନତା ହେତୁ ବାଣ ଫୁଟାଇବା ବେଳେ ଅନେକଙ୍କ ହାତରେ ନିଆଁ ଲାଗିଯିବା କିମ୍ବା ଆଖିରେ ଆଘାତ ଲାଗିଥିବାର ଅନେକ ଘଟଣା ମଧ୍ୟ ଦେଖାଯାଏ। ଯଦି ଆପଣ ମଧ୍ୟ ଏପରି ସମସ୍ୟାର ଶିକାର ହୁଅନ୍ତି, ତେବେ ହଠାତ ଉପଶମ ପାଇଁ କିଛି ଘରୋଇ ଉପଚାର ଆରାମ ଦେଇପାରେ। ଆସନ୍ତୁ ସେ ବିଷୟରେ ଜାଣିବା।
ସିନେମା ଚାଲିଥିବା ବେଳେ ହଲ୍ ଭିତରେ ଭାଇଜାନ୍ ଫ୍ୟାନଙ୍କ ବାଚାଳାମୀ। ମହାରାଷ୍ଟ୍ର ମାଲେଗାଁଓରେ ଟାଇଗର ଥ୍ରୀ ଫିଲ୍ମର ନାଇଟ୍ ସୋ ହଠାତ୍ ନନଷ୍ଟପ୍ ବାଣ ଫୁଟାଇଥିଲେ ଫ୍ୟାନ୍। ଅବଶ୍ୟ ଏଭଳି ନକରିବାକୁ ସଲମାନ୍ ନିଜେ ଅପିଲ୍ କରିଛନ୍ତି।
କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି ।
ସୁପ୍ରିମକୋର୍ଟଙ୍କ ବାଣ କଟକଣା ରାୟ ପରଠୁ ଦ୍ବନ୍ଦ୍ବରେ ଗ୍ରାହକ ଓ ବାଣ ବ୍ୟବସାୟୀ। କାରଣ ସୁପ୍ରିମକୋର୍ଟଙ୍କ ରାୟ ସତ୍ତ୍ବେ ସରକାର ନା ନିର୍ଦ୍ଦିଷ୍ଟ ଗାଇଡଲାଇନ୍ ଜାରି କରୁଛନ୍ତି, ନା ଲୋକଙ୍କୁ ସଚେତନ କରୁଛନ୍ତି।
କ’ଣ ସେହି ଗ୍ରୀନ୍ କ୍ରାକର୍ସ ? କେଉଁ ବାଣ ଗ୍ରୀନ୍ କ୍ରାକର୍ସ ଅନ୍ତର୍ଭୁକ୍ତ ? ତାକୁ ନେଇ ଲାଗିରହିଛି ନାନା ଦ୍ୱନ୍ଦ୍ୱ। ଏହାରି ଭିତରେ ବେଆଇନ୍ ବାଣ ବ୍ୟବସାୟୀଙ୍କୁ ପୋଲିସ ନାଲି ଆଖି ଦେଖାଉଥିବାରୁ ବାଣ ଆଣି ଥାକ ମାରିଥିବା ବ୍ୟବସାୟୀ ଏବେ ଅକଳରେ।
ପାରମ୍ପରିକ ବାଣରେ ଆର୍ସେନିକ, ଲିଥିୟମ ଓ ବେରିୟମ ଭଳି ପ୍ରଦୂଷଣକାରୀ ତଥା କ୍ଷତିକାରକ କେମିକାଲ ମିଶୁଥିବାବେଳେ ଗ୍ରୀନ କ୍ରାକରରେ ଏସବୁ ନ ଥାଏ । ଗ୍ରୀନ୍ କ୍ରାକରରେ ଆଲୁମିନିୟମ, ଲିଡ୍ ଓ କାର୍ବନ ଥାଏ, ଯାହାକି ଫୁଟିବା ବେଳେ କମ୍ ଅଙ୍ଗାରକାମ୍ଳ ନିର୍ଗମନ କରିଥାଏ ।
ଦୀପାବଳିକୁ ଉପଭୋଗ କରିବା ପାଇଁ ସମସ୍ତେ ବାଣ ଫୁଟାନ୍ତି। ଏହି ଦିନ ଫୁଲଝରୀ, ଆକାଶ ଗୁଳି ଏବଂ ଅନ୍ୟାନ୍ୟ ବାଣ ସହିତ ଅନେକ ଆତସବାଜି ହୋଇଥାଏ। କିନ୍ତୁ କେତେକ ଅସାବଧାନତା ଦୁର୍ଘଟଣାର କାରଣ ହୋଇଥାଏ। ଏହିସବୁ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ଏହି ୮ ନିୟମ ଉପରେ ନଜର ପକାନ୍ତୁ।
ରାଜ୍ୟରେ ଦୀପାବଳି, ଛଟ୍ ପୂଜା ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାଣ ଫୁଟା ନେଇ ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡ୍ଲାଇନ୍ ଜାରି କରିଛନ୍ତି। ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନୂଆ ଗାଇଡଲାଇନ୍ ଅନୁସାରେ, ରାଜ୍ୟରେ କେବଳ ସବୁଜ ବାଣ ହିଁ ବିକ୍ରି ଓ ଫୁଟା ଯାଇ ପାରିବ।