• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Firecrackers

Burst Firecrackers Inside cinema Hall
ଭାଇଜାନ୍‌ଙ୍କ ଫିଲ୍ମରେ ଫ୍ୟାନ୍‌ଙ୍କ ବାଚାଳାମୀ, ହଲ୍‌ରେ ନନଷ୍ଟପ୍ ଫୁଟାଇଲେ ବାଣ

ସିନେମା ଚାଲିଥିବା ବେଳେ ହଲ୍ ଭିତରେ ଭାଇଜାନ୍ ଫ୍ୟାନଙ୍କ ବାଚାଳାମୀ। ମହାରାଷ୍ଟ୍ର ମାଲେଗାଁଓରେ ଟାଇଗର ଥ୍ରୀ ଫିଲ୍ମର ନାଇଟ୍ ସୋ ହଠାତ୍ ନନଷ୍ଟପ୍ ବାଣ ଫୁଟାଇଥିଲେ ଫ୍ୟାନ୍। ଅବଶ୍ୟ ଏଭଳି ନକରିବାକୁ ସଲମାନ୍ ନିଜେ ଅପିଲ୍ କରିଛନ୍ତି।

Diwali
ଦୀପାବଳି ପାଇଁ ନିୟମାବଳୀ ଜାରି କଲା ଅଗ୍ନିଶମ ବାହିନୀ; ଜାଣନ୍ତୁ କିପରି ସତର୍କ ରହିବେ

କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି ।

Green Crackers
ଦିୱାଲିରେ କେଉଁ ବାଣ ଫୁଟାଇବେ, ବିଶେଷଜ୍ଞ ଦେଲେ ପରାମର୍ଶ

ସୁପ୍ରିମକୋର୍ଟଙ୍କ ବାଣ କଟକଣା ରାୟ ପରଠୁ ଦ୍ବନ୍ଦ୍ବରେ ଗ୍ରାହକ ଓ ବାଣ ବ୍ୟବସାୟୀ। କାରଣ ସୁପ୍ରିମକୋର୍ଟଙ୍କ ରାୟ ସତ୍ତ୍ବେ ସରକାର ନା ନିର୍ଦ୍ଦିଷ୍ଟ ଗାଇଡଲାଇନ୍ ଜାରି କରୁଛନ୍ତି, ନା ଲୋକଙ୍କୁ ସଚେତନ କରୁଛନ୍ତି।

Green Crackers
ବାଣକୁ ନେଇ ତୁଟୁନି ଦ୍ୱନ୍ଦ୍ୱ, ଗ୍ରାହକ ଓ ବ୍ୟବସାୟୀଙ୍କ ଦ୍ୱନ୍ଦ୍ୱ ବଢ଼ାଉଛି କଟକଣା ଓ ଲାଇସେନ୍ସ

କ’ଣ ସେହି ଗ୍ରୀନ୍ କ୍ରାକର୍ସ ? କେଉଁ ବାଣ ଗ୍ରୀନ୍ କ୍ରାକର୍ସ ଅନ୍ତର୍ଭୁକ୍ତ ? ତାକୁ ନେଇ ଲାଗିରହିଛି ନାନା ଦ୍ୱନ୍ଦ୍ୱ। ଏହାରି ଭିତରେ ବେଆଇନ୍ ବାଣ ବ୍ୟବସାୟୀଙ୍କୁ ପୋଲିସ ନାଲି ଆଖି ଦେଖାଉଥିବାରୁ ବାଣ ଆଣି ଥାକ ମାରିଥିବା ବ୍ୟବସାୟୀ ଏବେ ଅକଳରେ।

Firecrackers
ଦୀପାବଳି ପାଇଁ ବାଣକୁ ନେଇ ଦ୍ୱନ୍ଦ୍ୱ; ଗ୍ରୀନ୍ କ୍ରାକର୍ କ'ଣ... ଚିହ୍ନିବେ କେମିତି ?

ପାରମ୍ପରିକ ବାଣରେ ଆର୍ସେନିକ, ଲିଥିୟମ ଓ ବେରିୟମ ଭଳି ପ୍ରଦୂଷଣକାରୀ ତଥା କ୍ଷତିକାରକ କେମିକାଲ ମିଶୁଥିବାବେଳେ ଗ୍ରୀନ କ୍ରାକରରେ ଏସବୁ ନ ଥାଏ । ଗ୍ରୀନ୍ କ୍ରାକରରେ ଆଲୁମିନିୟମ, ଲିଡ୍ ଓ କାର୍ବନ ଥାଏ, ଯାହାକି ଫୁଟିବା ବେଳେ କମ୍ ଅଙ୍ଗାରକାମ୍ଳ ନିର୍ଗମନ କରିଥାଏ ।

Here are 8 Safety Tips for Diwali
ଦୀପାବଳିକୁ ସୁରକ୍ଷିତ କରିବାକୁ ମାନନ୍ତୁ ଏହି ୮ ନିୟମ

ଦୀପାବଳିକୁ ଉପଭୋଗ କରିବା ପାଇଁ ସମସ୍ତେ ବାଣ ଫୁଟାନ୍ତି। ଏହି ଦିନ ଫୁଲଝରୀ, ଆକାଶ ଗୁଳି ଏବଂ ଅନ୍ୟାନ୍ୟ ବାଣ ସହିତ ଅନେକ ଆତସବାଜି ହୋଇଥାଏ। କିନ୍ତୁ କେତେକ ଅସାବଧାନତା ଦୁର୍ଘଟଣାର କାରଣ ହୋଇଥାଏ। ଏହିସବୁ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ଏହି ୮ ନିୟମ ଉପରେ ନଜର ପକାନ୍ତୁ।

Firecrackers On Diwali: SRC Issues Guidelines
ବାଣ ଫୁଟା ନେଇ ଗାଇଡ୍‌ଲାଇନ୍‌ ଜାରି କଲେ SRC

ରାଜ୍ୟରେ ଦୀପାବଳି, ଛଟ୍ ପୂଜା ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାଣ ଫୁଟା ନେଇ ସ୍ୱତନ୍ତ୍ର ରିଲିଫ‍ କମିଶନର(SRC) ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନୂଆ ଗାଇଡଲାଇନ୍ ଅନୁସାରେ, ରାଜ୍ୟରେ କେବଳ ସବୁଜ ବାଣ ହିଁ ବିକ୍ରି ଓ ଫୁଟା ଯାଇ ପାରିବ।