ଭିଡିଓରେ, ଊତ୍ତର ପ୍ରଦେଶର ଏକ ବିବାହ ଉତ୍ସବରେ ନବବଧୂ ବନ୍ଧୁକ ଚଳାଉଛନ୍ତି । ଥରେ ନୁହେଁ ବାରମ୍ବାର ଆକାଶକୁ ଗୁଳି ଫୁଟାଉଛନ୍ତି । ଭିଡିଓରେ ତାଙ୍କ ବର ମଧ୍ୟ ରହିଛନ୍ତି ।
ଶିକ୍ଷକ ଜଣକ ଏହାକୁ ପ୍ରତିବାଦ କରିବାରୁ ଉତ୍କ୍ଷିପ୍ତ ହୋଇଯାଇଥିଲେ ନିଶାଶକ୍ତ କନ୍ଷ୍ଟେବଳ ଜଣକ । ଆଉ ରାଗି ଯାଇ ଗୁଳି ମାରିଥିଲେ ଶିକ୍ଷକଙ୍କୁ ।
ଅଭିଯୁକ୍ତ ରାକେଶ ବେଆଇନ୍ ମଦ କାରବାରରେ ସଂପୃକ୍ତ ଥିବା ଜଣାପଡିଛି। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଅଟକ ରଖିଛି।
ସନ୍ଧ୍ୟା ସମୟରେ ମା ଝିଅ ଦୁହେଁ ମିଶି ଖଲି ପତ୍ର ତୋଳି ପତ୍ର ବିଡା କରିବା ବେଳେ ଗୁଳିମାଡ଼ ହୋଇଥିଲା। ଗୁଳି କେମିତି ବାଜିଲା, ତାହା ଜଣାପଡ଼ିନାହିଁ।
ପରକୀୟା ପ୍ରୀତିରୁ ତାଙ୍କୁ କନଷ୍ଟେବଲ ବୀରେନ୍ଦ୍ର ସିଂ ହତ୍ୟା କରିଥିବା ପୋଲିସ ସୂଚନା ଦେଇଛି। କନଷ୍ଟେବଲ ବୀରେନ୍ଦ୍ରଙ୍କ ସ୍ତ୍ରୀ ପ୍ରିୟଙ୍କାଙ୍କ ସହ ପ୍ରକାଶଙ୍କର ଅନୈତିକ ସଂପର୍କ ଥିଲା।
ଆକ୍ରମଣକାରୀ ମୋରିସ୍ ନୋରହ୍ନା ବି ଆତ୍ମହତ୍ୟା କରିଥିବା ସୂଚନା । ଆକ୍ରମଣ କିଛି ସମୟ ପୂର୍ବରୁ ଉଭୟ ଏକାଠି ଫେସବୁକ ଲାଇଭ କରୁଥିଲେ ।
ଦକ୍ଷିଣ ମଣିପୁର ସାଜିକ୍ ଚମ୍ପକ ଅଞ୍ଚଳର ଏହି ଘଟଣା ବର୍ତ୍ତମାନ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆହତମାନଙ୍କ ମଧ୍ୟରୁ କେହି ବି ମଣିପୁରର ନୁହଁନ୍ତି।
ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି ।
ଲକ୍ଷ୍ୟଭ୍ରଷ୍ଟ ହେବାରୁ ଅଳ୍ପକେ ବର୍ତ୍ତିଗଲେ ବ୍ୟବସାୟୀ । କ୍ଷେତରାଜପୁର ଥାନା ପୋଦ୍ଦାର କଲୋନୀରେ ଫାୟାରିଂ
ବିହାର ପାଟନାର ଦାନାପୁର ସବ୍-ଡିଭିଜନ୍ କୋର୍ଟ ପରିସରରେ ଏହି ଗୁଳିକାଣ୍ତ ଘଟିଛି । ବିଚାରଧିନ କଏଦୀ ଅଭିଷେକ କୁମାର ଓରଫ୍ ଛୋଟେ ସରକାରକୁ ଗୁଳି କରି ହତ୍ୟା କରାଯାଇଛି ।
ରାଷ୍ଟ୍ରୀୟ ରାଜପୁତ କରନୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଆଜି ରାଜସ୍ଥାନ ଜୟପୁରରେ ଗୁଳି କରି ହତ୍ୟା କରାଯାଇଛି । ଏହି ଗୁଳିମାଡ଼ ଘଟଣାରେ ତାଙ୍କର ଦୁଇ ଜଣ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି ।
ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଆହତ ଯୁବକଙ୍କୁ ରାଉରକେଲା ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
କାରରୁ ଓହ୍ଲାଇ ଆସି ଜଣେ ଯୁବକ ଟୋଲଗେଟ୍ ନିକଟରେ ବ୍ଲାଙ୍କ ଫାୟାରିଂ କରିଥିଲେ ଏବଂ ଆକ୍ରମଣ ବି କରିଥିଲେ । ଏହାପରେ ଘଟଣାସ୍ଥଳରୁ ଦ୍ରୁତଗତିରେ ଖସି ପଳାଇଥିଲେ।
ମତ୍ତଗଜପୁର ଲେବୁଲ୍ କ୍ରସିଂ ନିକଟରେ ବ୍ୟବସାୟୀଙ୍କ ଠାରୁ ଲୁଟ୍ ହୋଇଛି ।
ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ୱାମୀ। ମହିଳା ଜଣକ ସ୍ୱାମୀଙ୍କୁ ଛାଡ଼ି ପ୍ରେମିକ ସହ ରହୁଥିଲେ।
ସୌଭାଗ୍ୟକୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ୱଶୁର କୁଞ୍ଜବନ, ଅଭିଯୁକ୍ତ ଜ୍ୱାଇଁକୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ
ଚଳନ୍ତା ଟ୍ରେନ୍ରେ ଗୁଳିମାଡ଼। RPF କନଷ୍ଟେବଲ୍ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି। । ଫାୟାରିଂ ପରେ କନଷ୍ଟେବଲ ଟ୍ରେନ୍ରୁ ଡେଇଁ ପଡ଼ିଥିଲେ।
ସ୍ୱାମୀ-ସ୍ତ୍ରୀ ମଧ୍ୟରେ ସାମାନ୍ୟ ବଚସା ଚାଲିଥିବା ବେଳେ ଆଜି ତାହା ଉଗ୍ରରୂପ ନେଇଥିଲା
ରାସ୍ତାରେ କାର୍ ସାଇଡ୍ମରାକୁ ନେଇ ତୁମୁଳକାଣ୍ଡ। ଝଗଡ଼ା ଏତେ ଜୋର ହୋଇଥିଲା ଯେ, ଗୁଳିମାଡ଼ ପର୍ଯ୍ୟନ୍ତ କଥା ଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଗୁଳିମାଡ଼ ହୋଇଛି।
ଭଉଣୀଙ୍କ ଉପରେ ଶୁଝାଇଲେ ଭାଇର ରାଗ ! ଜୋରଜବରଦସ୍ତ ଘରେ ପଶି ୨ ଜଣ ମହିଳାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ।
ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଫରେଷ୍ଟରଙ୍କ ମୃତ୍ୟୁ ହୋଇଥିବା ସୂଚନା।
ବିଜେଡି ନେତା କାହ୍ନୁ ଚରଣ ସାହୁଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ୧୦ଟା ୪୫ ମିନିଟ୍ରେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ କରିଥିଲେ।
ଗୁଳିକାଣ୍ଡର ଶିକାର ହୋଇଥିବା ମହିଳା ଜଣକ ହେଉଛନ୍ତି ପରମିନ୍ଦର କୌର । ସେ ରବିବାର ସନ୍ଧ୍ୟାରେ ପବିତ୍ର ପୋଖରୀ ବା ସରୋବର ନିକଟରେ ବସି ମଦ୍ୟପାନ କରୁଥିଲେ ।
ଗୁଳିରେ କିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ହୋଇଛି । ଏହି ଗୁଳିକାଣ୍ଡରେ ଏବେ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ହୋଇଥିବା ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।