ମତ୍ତଗଜପୁର ଲେବୁଲ୍ କ୍ରସିଂ ନିକଟରେ ବ୍ୟବସାୟୀଙ୍କ ଠାରୁ ଲୁଟ୍ ହୋଇଛି ।
ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ୱାମୀ। ମହିଳା ଜଣକ ସ୍ୱାମୀଙ୍କୁ ଛାଡ଼ି ପ୍ରେମିକ ସହ ରହୁଥିଲେ।
ସୌଭାଗ୍ୟକୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ୱଶୁର କୁଞ୍ଜବନ, ଅଭିଯୁକ୍ତ ଜ୍ୱାଇଁକୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ
ଚଳନ୍ତା ଟ୍ରେନ୍ରେ ଗୁଳିମାଡ଼। RPF କନଷ୍ଟେବଲ୍ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି। । ଫାୟାରିଂ ପରେ କନଷ୍ଟେବଲ ଟ୍ରେନ୍ରୁ ଡେଇଁ ପଡ଼ିଥିଲେ।
ସ୍ୱାମୀ-ସ୍ତ୍ରୀ ମଧ୍ୟରେ ସାମାନ୍ୟ ବଚସା ଚାଲିଥିବା ବେଳେ ଆଜି ତାହା ଉଗ୍ରରୂପ ନେଇଥିଲା
ରାସ୍ତାରେ କାର୍ ସାଇଡ୍ମରାକୁ ନେଇ ତୁମୁଳକାଣ୍ଡ। ଝଗଡ଼ା ଏତେ ଜୋର ହୋଇଥିଲା ଯେ, ଗୁଳିମାଡ଼ ପର୍ଯ୍ୟନ୍ତ କଥା ଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଗୁଳିମାଡ଼ ହୋଇଛି।
ଭଉଣୀଙ୍କ ଉପରେ ଶୁଝାଇଲେ ଭାଇର ରାଗ ! ଜୋରଜବରଦସ୍ତ ଘରେ ପଶି ୨ ଜଣ ମହିଳାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ।
ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଫରେଷ୍ଟରଙ୍କ ମୃତ୍ୟୁ ହୋଇଥିବା ସୂଚନା।
ବିଜେଡି ନେତା କାହ୍ନୁ ଚରଣ ସାହୁଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ୧୦ଟା ୪୫ ମିନିଟ୍ରେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ କରିଥିଲେ।
ଗୁଳିକାଣ୍ଡର ଶିକାର ହୋଇଥିବା ମହିଳା ଜଣକ ହେଉଛନ୍ତି ପରମିନ୍ଦର କୌର । ସେ ରବିବାର ସନ୍ଧ୍ୟାରେ ପବିତ୍ର ପୋଖରୀ ବା ସରୋବର ନିକଟରେ ବସି ମଦ୍ୟପାନ କରୁଥିଲେ ।
ଗୁଳିରେ କିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ହୋଇଛି । ଏହି ଗୁଳିକାଣ୍ଡରେ ଏବେ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ହୋଇଥିବା ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଏକ ଆର୍ଥିକ ବିବାଦ ନେଇ ଏକ ମାମଲାର ଶୁଣାଣି ପାଇଁ ମହିଳା ଜଣକ କୋର୍ଟକୁ ଆସିଥିଲେ । ଏହି ସମୟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ପୋଲିସ ସୂଚନା ଦେଇଛି ।
ଆପଣଙ୍କ ମନରେ ସବୁଠାରୁ ବଡ଼ ପ୍ରଶ୍ନ ଆସୁଥିବ, ଏହି ସାଇସ୍ତା କିଏ ? କାହିଁକି ତାଙ୍କ ମୁଣ୍ଡରେ ସରକାର ଏତେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି । କାହିଁକି ସେ ମୋଷ୍ଟ ୱାଣ୍ଟେଡ୍ ? ସେ କେଉଁ ଅପରାଧ ସହ ଜଡ଼ିତ ? କାହିଁକି ସେ ଫେରାର ଅଛନ୍ତି ?
ଆଶଙ୍କା କରାଯାଉଛି ଏହି ହତ୍ୟାକାଣ୍ଡରେ ଯେଉଁ ଯିଗାନା ପିସ୍ତଲ ସନି ସିଂ ବ୍ୟବହାର କରିଥିଲା, ତାହା ସୁନ୍ଦର ଭଟ୍ଟି ଗ୍ୟାଙ୍ଗ ପକ୍ଷରୁ ତାକୁ ଯୋଗାଇ ଦିଆଯାଇଥିଲା ।
ଉତ୍ତର ପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ଅତିକ ଓ ଅଶ୍ରଫ୍ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଏହି ଗୁଳିମାଡ଼ ହୋଇଥିଲା।
ପଞ୍ଜାବର ବଠିଣ୍ଡା ମିଲିଟାରୀ ଷ୍ଟେସନରେ ପୁଣି ଫୁଟିଲା ଗୁଳି । ଏଥର ଅଜାଣତରେ ଚାଲିଗଲା ଜଣେ ଯବାନଙ୍କ ଜୀବନ ।
ବାଇକରେ ୩ ଜଣ ଛେଳି ବେପାରୀ ଯାଉଥିବା ବେଳେ ଆକ୍ରମଣ କରିଥିଲେ ଲୁଟେରା । ବାଇକ ଅଟକାଇ ଗୁଳିମାଡ଼ କରି ୯ ଲକ୍ଷ ଟଙ୍କା ଲୁଟି ନେଲେ ୩ ଦୁର୍ବୃତ୍ତ ।
ପଞ୍ଜାବର ଭାତିଣ୍ଡାରେ ଥିବା ମିଲିଟାରୀ ଷ୍ଟେସନ ଭିତରେ ଚାଲିଛି ଗୁଳି। ଭୟଙ୍କର ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିଛି।
କୁକୁରକୁ ନେଇ ଝଗଡ଼ା ପରେ ଜଣେ ବ୍ୟକ୍ତି ନିଜ ପ୍ରେମିକାଙ୍କ ମା’ଙ୍କୁ ଗୁଳି ମାରି ଦେଇଥିବା ଜଣାପଡ଼ିଛି। ଦିଲ୍ଲୀର ବନ୍ଧୁ ଗୁପ୍ତା ରୋଡ୍ରେ ଶନିବାର ଦିନ ଏହି ଘଟଣା ଘଟିଛି।
ଜଣେ ୩୦ ବଷିୟ ମହିଳା ରଞ୍ଜୁ । ଯିଏ କି ଗର୍ଭବତୀ ଥିଲେ । ତାଙ୍କ ପଡ଼ିଶା ଘରେ ରାତି ପ୍ରାୟ ୧୨ଟା ପରେ ହେବ ଡିଜେ ବାଜୁଥିଲା । ଫଳରେ ଅନ୍ୟମାନେ ବିରକ୍ତ ହେଉଥିଲେ ।
ମହଙ୍ଗା ପଡ଼ିଲା ପୁଅ -ବୋହୂ କଳହ ସମାଧାନ। ଯାଇଥିଲେ ସମାଧାନ କରିବାକୁ ହେଲେ ଗୁଳି ଖାଇ ମେଡିକାଲ୍ରେ ଭର୍ତ୍ତି ହେଲେ।
ନୀଳାଚଳଙ୍କ କାନ୍ଧରେ ଦୁଇ ରାଉଣ୍ଡ ଗୁଳି ବାଜିଥିବା ବେଳେ ନବ କୁମାରଙ୍କ ପିଠିରେ ବାଜିଛି ଗୁଳି। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଛି ।
ଝିଅର ରୁମରେ ଉଲଗ୍ନ ଯୁବକଙ୍କୁ ଦେଖିଲେ କେହି ବି ନିଆଁବାଣ ହେବା ସ୍ୱାଭାବିକ, ହେଲେ ଏହା ପଛରେ କ’ଣ ରହିଛି . .
ଏହି ଘଟଣା ପରେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।
କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଲିଖିତ ପ୍ରଶ୍ନରେ ତୁଷାରକାନ୍ତି କହିଛନ୍ତି, କ୍ରାଇମବ୍ରାଂଚ ଏହି ଘଟଣାର ସବୁ ସମ୍ଭାବ୍ୟ ଦିଗରେ ତଦନ୍ତ କରୁଛି ।