ଆଜି ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟୟ ବିଧାନସଭା ନିର୍ବାଚନ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ। ପ୍ରଥମ ପର୍ଯ୍ୟାୟରେ ୪୩ସିଟରେ ନିର୍ବାଚନ ହେଉଛି।
ଶେଷ ଦିନରେ ତିନି ପ୍ରମୁଖ ଦଳର ବହୁ ହେଭିୱେଟ୍ ପ୍ରାର୍ଥୀ ନୋମିନେସନ ଦାଖଲ କରିଛନ୍ତି ।
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହୋଇଯାଇଛି ନାମାଙ୍କନ ଦାଖଲର ପ୍ରକ୍ରିୟା।
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହୋଇଯାଇଛି ନାମାଙ୍କନ ଦାଖଲର ପ୍ରକ୍ରିୟା ।
ରାତି ପାହିଲେ ପଡ଼ିବ ପଞ୍ଚାୟତ ଭୋଟ୍ । ତେଣୁ ପୋଲିଂ ବୁଥ୍କୁ ଆରମ୍ଭ କରି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପର୍ଯ୍ୟନ୍ତ ସବୁଠି ଚୂଡାନ୍ତ ହୋଇଛି ପ୍ରସ୍ତୁତି । ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ଭୋଟ୍ ଗ୍ରହଣ ହେବ ।